ଭଦ୍ରକ

ପକ୍ଷୀଙ୍କ ସେବାରେ ଜ୍ୟୋତି

ଭଣ୍ଡାରିପୋଖରୀ, ୧୭।୫ (ଡି.ଏନ.ଏ.)-ଗ୍ରୀଷ୍ମପ୍ରବାହ ଯୋଗୁ ବର୍ତ୍ତମାନ ଡହ ଡହ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଖରାଦିନେ ମଣିଷ ନିଜର ଆବଶ୍ୟକତା ପାଇଁ ପାଣି, ଖାଦ୍ୟ ଆଦି ଯୋଗାଡ଼ କରିପାରୁଛି। କିନ୍ତୁ ପ୍ରାଣୀ, ପକ୍ଷୀ ଆଦି ସେମାନଙ୍କ ଲାଗି କେଉଁଠୁ ପାଣି କିମ୍ବା…

ଅର୍ଥନୀତିଜ୍ଞ ସନାତନ ମହାନ୍ତିଙ୍କ ପରଲୋକ

ଭଦ୍ରକ ଅଫିସ,୧୬।୫:  ଭଦ୍ରକର ସାରସ୍ବତ ସାଧକ, ଅର୍ଥନୀତିଜ୍ଞ ପ୍ରଫେସର ଡ. ସନାତନ ମହାନ୍ତି (୯୪)ଙ୍କର ଶନିବାର ଜାନୁଗଞ୍ଜସ୍ଥିତ ବାସଭବନରେ ପରଲୋକ ଘଟିଛି। ଆଗରପଡ଼ାସ୍ଥିତ କୁଅଁାଶମଢ଼ିଆ ପୈତୃକ ବାସଭବନ ଠାରେ ତାଙ୍କର ଶେଷକୃତ୍ୟ କରାଯାଇଛି। ପ୍ରଫେସର ମହାନ୍ତି ରାଜ୍ୟରେ ଜଣେ ଉଚ୍ଚକୋଟୀର ଅର୍ଥନୀତି…

ଅନ୍ତେବାସୀଙ୍କୁ କରୋନା ଭୟ

ଭଦ୍ରକ ଅଫିସ,୧୫।୫-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। ଜିଲାରେ ବିଚାରାଧୀନ ବନ୍ଦୀ ଓ ସଜା କାଟୁଥିବା ଅପରାଧୀମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ଚିନ୍ତାର ବିଷୟ ପାଲଟିଛି। ଫଳରେ ଏହି ଜେଲ ଅନ୍ତେବାସୀଙ୍କୁ ଏବେ…

ଟେଣ୍ଟ ଭାଙ୍ଗିଲା ପ୍ରଶାସନ

ବନ୍ତ,୧୨।୫: ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅଣ୍ଢିଆ ଗ୍ରାମର ସର୍ବସାଧାରଣ ରାସ୍ତା ଉପରେ ବନ୍ଧା ଯାଇଥିବା ଟେଣ୍ଟକୁ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ସୂଚନା ଅନୁଯାୟୀ, କୋଭିଡ୍‌ କଟକଣା ତଦାରଖ ପାଇଁ ତହସିଲଦାର ଇନ୍ଦିରା ସାହୁ…

ରୋଜଗାର ନାହିଁ, ଚିନ୍ତାରେ କ୍ଷୁଦ୍ର ବ୍ୟବସାୟୀ

ବନ୍ତ,୧୧ା୫(ଡି.ଏନ.ଏ.)-ଦୈନିକ ଦୋକାନରୁ ଯାହା ରୋଜଗାର ହେଉଥିଲା, ସେଥିରେ ପରିବାର ଚଳୁଥିଲା। ସେହି ଟଙ୍କାରେ ଦୋକାନ ପାଇଁ ସଉଦା କିଣିବା ସହ ପରିବାର ଚଳିବା ପାଇଁ ଆବଶ୍ୟକ ସାମଗ୍ରୀ, ଔଷଧ ଓ ପିଲାମାନଙ୍କ ପାଠପଢ଼ା ଲାଗି ଖର୍ଚ୍ଚ ହେଉଥିଲା। ହେଲେ କରୋନା ଦାଉ…

କରୋନା ଆକ୍ରାନ୍ତଙ୍କ ଘର ସିଲ୍‌ କଲା ପ୍ରଶାସନ: ସାଧାରଣରେ ଅସନ୍ତୋଷ

ପଦ୍ମପୁର,୧୦।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତରେ ୩ କରୋନା ଆକ୍ରାନ୍ତଙ୍କ ଘରକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ମାତ୍ର ଏହି ଘଟଣାକୁ ସ୍ଥାନୀୟ ଜନସାଧାରଣ ପ୍ରତିବାଦ କରିବା ସହ ଆକ୍ରାନ୍ତଙ୍କୁ ତୁରନ୍ତ କୋଭିଡ୍‌ କେୟାର ହସ୍ପିଟାଲକୁ ସ୍ଥାନାନ୍ତର…

ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର

ଭଦ୍ରକ ଅଫିସ, ୯ା୫: ଭଦ୍ରକ ଜିଲା ତିହିଡ଼ି ଥାନା ଦୋଳସାହି ଅଞ୍ଚଳରେ ଜଣେ ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାର ୪ ଦିନ ପରେ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି ଥାନା ପୋଲିସ ଏକ ମାମଲା (ନଂ.…

ବିବାହ ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ: ୩୦ ହଜାର ଜରିମାନା

ଭଣ୍ଡାରିପୋଖରୀ,୭।୫(ଡି.ଏନ.ଏ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରହଣିଆ ପଞ୍ଚାୟତ ପୁରସ୍ତମପୁର ଗ୍ରାମରେ ଏକ ବିବାହ ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ୩୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଗ୍ରାମର ବିଦ୍ୟାଧର ସାମଲଙ୍କ ଝିଅ ବାହାଘର ଭୋଜି…

ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ସଂକ୍ରମିତ

ବାସୁଦେବପୁର/ପଦ୍ମପୁର,୭।୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ତୃତୀୟ ଥର ପାଇଁ କରୋନା ସଂକ୍ରମିତ ହୋଇଛନ୍ତି। ବିଧାୟକଙ୍କ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟ କରୋନା ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ଅଛନ୍ତି। ବିଧାୟକଙ୍କ ପ୍ରତିନିଧି ଅସିତ୍‌ କୁମାର ଦାସ ସୋସିଆଲ…

ପ୍ରଥମେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର, ଶେଷରେ ମାରିଦେବାକୁ ଉଦ୍ୟମ

ବନ୍ତ,୬।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇ ଶେଷରେ ନଦୀକୁ ଠେଲି ମାରିଦେବାକୁ ଉଦ୍ୟମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗରୁ ପ୍ରକାଶ…

ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି: ସମ୍ପତ୍ତି ତାଲିକା ଦେଇପାରିଲେନି ଶିକ୍ଷକ

ବନ୍ତ,୬।୫ (ଡି.ଏନ.ଏ.):  ଭଦ୍ରକ ଜିଲା ବନ୍ତ ବ୍ଲକର ପ୍ରାୟ ୯୦ ପ୍ରତିଶତ ପ୍ରାଥମିକ ଶିକ୍ଷକ ନିଜର ସମ୍ପତ୍ତି ତାଲିକା ଦେଇପାରି ନ ଥିବା ଜଣାଯାଇଛି। ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ସମସ୍ୟା ଉପୁଜିଥିବା କୁହାଯାଇଛି। ପ୍ରକାଶ ଯେ, ରାଜ୍ୟ ସରକାର…

ପୋଖରୀ ଖୋଳା ବେଳେ ମିଳିଲା ଅନନ୍ତ ସାଇ ବିଷ୍ଣୁ ମୂର୍ତ୍ତି

ଭଣ୍ଡାରିପୋଖରୀ, ୫।୫ (ଡି.ଏନ.ଏ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କୁରିଗାଁ ପଞ୍ଚାୟତ ଷଠଗାଁର ରମେଶ ପରିଡ଼ା ନାମକ ଜଣେ ବ୍ୟକ୍ତିଙ୍କର ଦୁଧେଇ ନାଳ ନିକଟରେ ଥିବା ନିଜସ୍ବ ଜମିରେ ରବିବାର ପୋଖରୀ ଖୋଳାଯାଉଥିଲା। ଏହି ସମୟରେ ସେଠାରୁ ଅନନ୍ତ ସାଇ ବିଷ୍ଣୁଙ୍କର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri