ଭଦ୍ରକ

୨ ହଜାର ଟଙ୍କା ପାଇଁ ବନ୍ଧା ହେଲେ ଏଏସ୍‌ଆଇ

ପଦ୍ମପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଏଏସ୍‌ଆଇ କୈଳାସ ଚନ୍ଦ୍ର ଖୁଣ୍ଟିଆ ଶୁକ୍ରବାର ରାତିରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ, ଆନ୍ଦୋଳା ଅଞ୍ଚଳର ଏକ ନାବାଳିକା ଅପହରଣ ମାମଲାରେ ଅଭିଯୁକ୍ତଙ୍କୁ…

ଏନ୍‌ଏଚ୍‌ କର୍ତ୍ତୃପକ୍ଷଙ୍କୁ ଘେରିଲେ ଲୋକେ

ପାଣିକୋଇଲି,୪।୧୧(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ସମ୍ପ୍ରସାରଣରେ ବିଭାଗୀୟ ତ୍ରୁଟିପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ସ୍ଥାନୀୟ ଲୋକଙ୍କ ପାଇଁ କାଳ ହୋଇଛି। ଏହିକ୍ରମରେ ବୁଧବାର ଏନ୍‌ଏଚ୍‌ର ଶର୍ମା ପେଟ୍ରୋଲ ପମ୍ପ ନିକଟରେ ଥିବା ଡାଇଭର୍ସନକୁ କମ୍ପାନୀ ପକ୍ଷରୁ କଂକ୍ରିଟ ୱାଲ ଦେଇ ବନ୍ଦ…

ୟୁଟ୍ୟୁବ୍‌ରୁ ମାସିକ ରୋଜଗାର ଲକ୍ଷେ

ବିଭୁ ପ୍ରସାଦ ବେହେରା ଭଦ୍ରକ ଅଫିସ, ୪।୧୧: ଦେବଦେବୀଙ୍କ ପ୍ରତିମାଠାରୁ ଆରମ୍ଭ କରି ଫଟୋଫ୍ରେମ୍‌, ଫୁଲଦାନି। ତା’ ସାଙ୍ଗକୁ ଭଳିକି ଭଳି ଘର ସାଜସଜ୍ଜା ଉପକରଣ। ଦୁର୍ମୂଲ୍ୟ ଧାତୁରେ ନୁହେଁ, ଅଦରକାରୀ ବର୍ଜ୍ୟରେ ପ୍ରସ୍ତୁତ ହୋଇଛି ଏଭଳି ସୁନ୍ଦର କଳାକୃତି। ଆଉ…

ଲିଚୁ ଲାଇଟ୍‌ ଲଗାଇବା ବେଳେ ଚାଲିଗଲା ଜୀବନ

ବାସୁଦେବପୁର, ୩।୧୧(ଡି.ଏନ.ଏ.): ଦୀପାବଳି ପାଇଁ ଘର ସଜାଉଥିବା ବେଳେ ବିଦ୍ୟୁତ୍‌ ତାର ଲାଗି ବୁଧବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ମନ୍ଦାରୀ ନିକଟସ୍ଥ ପ୍ରବୋଧପୁର ଗ୍ରାମର ପ୍ରସନ୍ନ ବେହେରାଙ୍କ ପୁଅ ରଣଜିତ୍‌(୧୪)।…

ଭଦ୍ରକ କାଳୀ ପୂଜା: ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା ଭଦ୍ରକାଳୀ ପୀଠରେ ସପ୍ତମାତୃକା ବେଶ

ଭଦ୍ରକ ଅଫିସ, ୨ା୧୧- ଭଦ୍ରକର ଐତିହାସିକ କାଳୀପୂଜା ଗୁୁରୁବାର ଆରମ୍ଭ ହେବ। ଭଦ୍ରକ କାଳୀ ପୀଠରେ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ ଚରମ୍ପାରେ ମଧ୍ୟରାତ୍ରିରୁ ମା’ଙ୍କ ଅସ୍ଥାୟୀ ମଣ୍ଡପରେ ପୂଜା ପାଇବେ। ଏବେ ମା’ଙ୍କ ପୂଜାକୁ…

ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ପଦ୍ମପୁର,୧ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଦର୍ଶନପୁର ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଚକାଡୋଳା ସୁନା ଦୋକାନର ତାପସ କୁମାର ସାହୁ ରବିବାର ରାତିରେ ଦୋକାନ ବନ୍ଦ…

ବିକୁଥିଲେ ବାଣ, ଧରିଲା ପୋଲିସ

କୋଭିଡ୍‌ କଟକଣା ପାଇଁ ରାଜ୍ୟ ସରକାର ବାଣ ବିକ୍ରି ଉପରେ ରୋକ୍‌ ଲଗାଇଥିବା ବେଳେ ଭଦ୍ରକ ସହରରେ ଚୋରାରେ ବାଣ ବିକ୍ରି ହେଉଥିଲା। ବିଶେଷ ସୂତ୍ରରୂ ଖବର ପାଇ ଭଦ୍ରକ ଟାଉନ ପୋଲିସ ସ୍ଥାନୀୟ ବଙ୍କ ସ୍କୁଲ ନିକଟ ଏକ ବାଣ…

ଷ୍ଟେଟ୍‌ବ୍ୟାଙ୍କ ପରିସରରୁ ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ଆରଡି, ୩୧।୧୦(ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡି ଷ୍ଟେଟବ୍ୟାଙ୍କ ପରିସରରେ ଥିବା ଏଟିଏମ୍‌କୁ ଦୁର୍ବୃତ୍ତମାନେ ଶନିବାର ବିଳମ୍ବିତ ରାତିରେ ଭାଙ୍ଗିଦେଇଛନ୍ତି। ହେଲେ ସେମାନେ ଟଙ୍କା ନେବାରେ ବିଫଳ ହୋଇଛନ୍ତି। ତେବେ ରବିବାର ବ୍ୟାଙ୍କ ଛୁଟି ରହିଥିବା ସୁଯୋଗରେ ଦୁର୍ବୃତ୍ତମାନେ ଏପରି କାର୍ଯ୍ୟ…

ଜଳିଗଲା ୫ ବଖରା: ୪ ଗୋରୁ, ଛେଳି ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ,୩୦ା୧୦: ଅଗ୍ନିକାଣ୍ଡରେ ୩ଟି ପରିବାରର ୫ ବଖରା ଘର ଜଳିଯାଇଛି। ଏଥିସହ ୪ ଗୋରୁ ଓ ଗୋଟିଏ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଭଦ୍ରକ ବ୍ଲକ ବାଣିତିଆ ପଞ୍ଚାୟତ ଅନ୍ତର୍ଗତ ଦକ୍ଷିଣସାହି ଗ୍ରାମରେ ଏଭଳି ଭୟାବହ ଅଗ୍ନିକାଣ୍ଡ ଘଟିଛି। ସୂଚନା…

ଆଜି ଭଦ୍ରକ, ବାଲେଶ୍ୱର ୬ ଘଣ୍ଟିଆ ବନ୍ଦ

ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ନ୍ୟାୟ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଗିରଫ ଦାବିରେ ଶନିବାର ଭଦ୍ରକ ଓ ବାଲେଶ୍ୱର ଜିଲା ୬ ଘଣ୍ଟିଆ ବନ୍ଦ ପାଇଁ ଭାଜପା ପକ୍ଷରୁ ଡାକରା…

ମିସ୍‌ ଫ୍ୟାଶନିଷ୍ଟ କ୍ରାଉନ ପିନ୍ଧିଲେ କ୍ରିଷ୍ଣା

ଚାନ୍ଦବାଲି,୨୯।୧୦(ଡି.ଏନ.ଏ.)-ମହାରାଷ୍ଟ୍ର ପୁଣେରେ ଅନୁଷ୍ଠିତ ମିସ୍‌ ଫ୍ୟାଶନିଷ୍ଟ-୨୦୨୧ରେ ବିଜୟୀ ହୋଇ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ପାଞ୍ଚପଡ଼ା ଗ୍ରାମର ଝିଅ କ୍ରିଷ୍ଣା ସାହୁ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ ସମସ୍ତଙ୍କୁ ପଛରେ ପକାଇ ବିଜୟୀ କ୍ରାଉନ ପିନ୍ଧିଛନ୍ତି କ୍ରିଷ୍ଣା।…

ମାସ୍କ ଚେକିଂ ବେଳେ ୧.୩୦ କୋଟି ଟଙ୍କାର ବ୍ରାଉନସୁଗାର ଜବତ

ଭଦ୍ରକ ଅଫିସ, ୨୭।୧୦: ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ବୁଧବାର ମାସ୍କ ଚେକିଂ ସମୟରେ ରାନ୍ଦିଆ ନିକଟରୁ ୧ କିଲୋ ୩୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?