ଭଦ୍ରକ

ଝିଅ ବାହାଘର ଲାଗି ଟଙ୍କା ଉଠାଇ ଫେରୁଥିଲେ ବାପା, ଲୁଟି ନେଲେ ଦୁର୍ବୃତ୍ତ

ପଦ୍ମପୁର,୨୬।୧୦(ଡି.ଏନ୍‌.ଏ.): ଝିଅ ବାହାଘର ପାଇଁ ଷ୍ଟେଟ୍‌ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିଲେ ବାପା। ଅଧା ରାସ୍ତାରେ ହେଲା ଲୁଟ୍‌ । ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରାହ୍ମଣ ଗ୍ରାମରେ। ଗ୍ରାମର ହରିଶଚନ୍ଦ୍ର ରାୟ ସୋମବାର ପୂର୍ବାହ୍ନରେ…

ପୋଲ ଥାଇ ବି ବାଉଁଶ ଚାର ଭରସା

ବନ୍ତ,୨୫।୧୦(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡ଼ମହିଷଗୋଠ ପଞ୍ଚାୟତର ଟିକିରା-ଶ୍ରୀରାମପୁର ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ସାଳନ୍ଦୀ ନଦୀ ଉପରେ ନିର୍ମିତ ବିଜୁ ସେତୁ ଲୋକଙ୍କ କାମରେ ଆସୁନି। ଅବଧି ସରିବା ପରେ ବହୁ ବିଳମ୍ବରେ ସେତୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। କିନ୍ତୁ…

ଜଳିଗଲା କିରୋସିନି ବୋଝେଇ ଅଟୋ

ଭଦ୍ରକ ଅଫିସ, ୨୪।୧୦: ଭଦ୍ରକ ଜିଲା ଧାମନଗର-ଚୁଡ଼ାକୁଟି ରାସ୍ତାର ପଣ୍ଡୁବଜାର ଛକ ନିକଟରେ ରବିବାର ଏକ କିରୋସିନ ବୋଝେଇ ଅଟୋ (ନଂ. ଓଡି ୨୨ ଡି ୮୯୩୫) ଜଳିଯାଇଛି। ହେଲେ ଗାଡି ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

୫୦ କୁଇଣ୍ଟାଲର ଇଲା ମାଛ

ଚାନ୍ଦବାଲି,୨୧।୧୦(ଡି.ଏନ.ଏ.):ଭଦ୍ରକ ଜିଲା ଧାମରା ମାଛଧରା ଜେଟିରେ ଶନିବାର ପ୍ରାୟ ୫୦ କୁଇଣ୍ଟାଲ ‘ଇଲା’ ମାଛ ଧରାଯାଇଛି। ଏହି ମାଛ ଦେଖିବାକୁ ଇଲଶି ପରି। ଏହାର ସ୍ଥାନୀୟ ନାମ ଚନ୍ଦନୀ ବୋଲି ଜଣାଯାଇଛି। ଆକାରରେ ଛୋଟ ହୋଇଥିବା ବେଳେ ଗୋଟିଏ ମାଛର ଓଜନ…

୨ କି.ମି. ଚାଲିଲେ ଗର୍ଭବତୀ

ବନ୍ତ,୨୩।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ନିଳୋକ ପଞ୍ଚାୟତ ତାଳବାଙ୍କ ଆଦିବାସୀ ସାହିକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ଚାଲି ଚାଲି ମୁଖ୍ୟରାସ୍ତା ପର୍ଯ୍ୟନ୍ତ ଯିବାକୁ ପଡ଼ିଛି। ଗତ ଗୁରବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା…

ରାସ୍ତା ନିର୍ମାଣ କର, ନ ହେଲେ ପଞ୍ଚାୟତ ଭୋଟ୍‌ ଦେବୁ ନାହିଁ

ଭଦ୍ରକ ଅଫିସ,୨୨।୧୦: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ନଗୁଅଁା ପଞ୍ଚାୟତର ୯ ନଂ. ୱାର୍ଡ ମହାପୋଖରୀ ଶାସନ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇପଡ଼ିଛି। ବହୁବାର ଜିଲା ପ୍ରଶାସନଠାରୁ ଆରମ୍ଭ କରି ସ୍ଥାନୀୟ ଅଧିକାରୀଙ୍କୁ ଭେଟିବା ପରେ ମଧ୍ୟ…

ଦିବ୍ୟାଙ୍ଗଙ୍କ ଭ୍ରାମ୍ୟମାଣ ଦୋକାନ

ଭଦ୍ରକ ଅଫିସ,୧୮ା୧୦: ୨୦ ବର୍ଷ ତଳେ ଏକ ଦୁର୍ଘଟଣାରେ ଡାହାଣ ଗୋଡ଼ ହରାଇ ବସିଥିଲେ। ଆଉ ସେହି ଦୁର୍ଘଟଣା ପରଠାରୁ ବଦଳିଗଲା ତାଙ୍କ ଜୀବନର ମୋଡ଼। ତଥାପି ସେ ହାର୍‌ ମାନି ନାହାନ୍ତି। ବଞ୍ଚିବା ପାଇଁ ସଂଘର୍ଷ ଜାରି ରଖିଛନ୍ତି। ଏକ…

ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ଗିରଫ ହେଲେ ଶିକ୍ଷକ

ଭଦ୍ରକ ଅଫିସ, ୧୨ା୧୦: ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳରେ ଜଣେ ଛାତ୍ରୀଙ୍କୁ ବହି ଆଣିବା ଆଳରେ ଜଣେ ଶିକ୍ଷକ ବଳାତ୍କାର ଉଦ୍ୟମ କରି ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସେ ହେଲେ ଶିକ୍ଷକ ସେକ୍‌ ଅବଦୁଲ କାଲାମ। ଘଟଣାକୁ ଚପାଇବାକୁ…

ମନ୍ଦିରରେ ଚାଲିଥିଲା ଭଜନ, ଡାକିନେଇ ବଳାତ୍କାର

ବନ୍ତ,୧୧।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସୁଆଁପଦା ଗ୍ରାମର ରମେଶ ମଣ୍ଡଳଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୋଗ ମୁତାବକ…

ଓଏଏସ୍‌: ଭଦ୍ରକରୁ ସୁଚିସ୍ମିତା, କେନ୍ଦୁଝରରୁ ଶର୍ମିଷ୍ଠା

ଚାନ୍ଦବାଲି/ କେନ୍ଦୁଝର,୧୦।୧୦ (ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ଭଦ୍ରକରୁ ସୁଚିସ୍ମିତା ଦାସ ଓ କେନ୍ଦୁଝରରୁ ଶର୍ମିଷ୍ଠା ସାହୁ କୃତିତ୍ୱ ହାସଲ ହାସଲ କରିଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବାଲିଗଁା ପଞ୍ଚାୟତ କୁହ୍ଲି ଗ୍ରାମର ଶଶିକାନ୍ତ ଦାସଙ୍କ ଝିଅ…

୨୪ ଘଣ୍ଟା ଧରି ଶିଶୁ ମୃତଦେହ ଜଗିିବସିଲେ ମା’ ବାପା

ଚାନ୍ଦବାଲି, ୯ା୧୦(ଡି.ଏନ.ଏ.): ଡାକ୍ତରଖାନାରେ ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜଣେ ଦୁଇବର୍ଷର ଶିଶୁକନ୍ୟାର ମୃତଦେହ ପଡ଼ି ରହିଥିଲା। ରାତିସାରା ମା’ ବାପା ଝିଅର ମୃତଦେହକୁ ଜଗି ବସିଥିଲେ। ଶୁକ୍ରବାର ମଧ୍ୟାହ୍ନରୁ ଶନିବାର ମଧ୍ୟାହ୍ନ ପର୍ଯ୍ୟନ୍ତ ମୃତଦେହ ପଡ଼ିରହିବା ପରେ ଅପରାହ୍ନରେ…

‘ସଫଳତା ଲାଗି ଆତ୍ମବିଶ୍ୱାସ ଲୋଡ଼ା’

ବନ୍ତ,୮।୧୦(ଡି.ଏନ.ଏ.)-ରୁଚି ଥିବା ଖେଳକୁ ଛାଡ଼ିବା ଠିକ୍‌ ନୁହେଁ। ଖେଳରେ ଉତ୍‌ଥାନ ପତନ ଲାଗି ରହିଥାଏ। ଆତ୍ମବିଶ୍ୱାସ ରଖି ଧୈର୍ଯ୍ୟର ସହ ଆଗକୁ ଗଲେ ଭବିଷ୍ୟତରେ ଜଣେ ଭଲ କ୍ରୀଡ଼ାବିତ୍‌ ହୋଇପାରିବେ ବୋଲି କହନ୍ତି ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?