ଯୌତୁକ ପାଇଁ ଯାଇଛି ମୋ ଝିଅର ଜୀବନ
ଭଣ୍ଡାରିପୋଖରୀ,୧୪।୩: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦାଣ୍ଡକୁଳ ଗ୍ରାମରେ ଅଧିକ ଯୌତୁକ ପାଇଁ ମିନତି ସେଠୀ ନାମ୍ନୀ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଝିଅକୁ ହତ୍ୟା କରି ଶାଶୁଘର ଲୋକେ ଆତ୍ମହତ୍ୟାର ରୂପ ଦେଉଥିବା ଶନିବାର ଥାନାରେ…
ତେଜିଲା ବସ୍ ସିଣ୍ଡିକେଟ ବିବାଦ: ୧୪୪ ଧାରା ଜାରି
ଭଦ୍ରକ ଅଫିସ, ୧୪।୩- ଭଦ୍ରକ ବସ୍ ସିଣ୍ଡିକେଟରେ ବିବାଦ ତେଜିବାରେ ଲାଗିଛି। ସଂଘର ଆର୍ଥିକ ହେର୍ଫେର୍କୁ ନେଇ ମୁଣ୍ଡ ଟେକିଥିବା କର୍ମକର୍ତ୍ତା ଚୟନ ବିବାଦ ମାଲି ମକଦ୍ଦମାଠାରୁ ଆରମ୍ଭ କରି ହାତାହାତି ପର୍ଯ୍ୟନ୍ତ କଥା ଗଲାଣି। ପରିସ୍ଥିତିକୁ ନଜର ରଖି ଜିଲା…
ଶର୍ଟ ସର୍କିଟ୍ରୁ ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ମହିଳା
ଭଦ୍ରକ ଅଫିସ,୧୩।୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ବାଣିତିଆ ପଞ୍ଚାୟତ ମହଲାସାହିରେ ଶନିବାର ରାତିରେ ବିଦ୍ୟୁତ୍ ଶର୍ଟ ସର୍କିଟ୍ରୁ ଅଗ୍ନିକାଣ୍ଡ ଘଟି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏଥିରେ ତାଙ୍କ ସ୍ବାମୀ ଓ ୧୦ ବର୍ଷର ଝିଅ ପୋଡ଼ିଯାଇ…
ପ୍ରତିଶ୍ରୁତି ଦେଇ କିଣିଲେନି ଧାନ
ଭଦ୍ରକ ଅଫିସ, ୧୩।୩-ଧାନ ବିକି ନ ପାରି ସରକାରୀ ଧାନ ସଂଗ୍ରହ କେନ୍ଦ୍ର ଆଗରେ ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଭଦ୍ରକ ବ୍ଲକ ବନ୍ଧଗଁାର ଚାଷୀ ରାମକୃଷ୍ଣ ପଣ୍ଡା। ଜିଲା ଚିକିତ୍ସାଳୟରେ ଚିକିତ୍ସିତ ହୋଇ ସେ ଘରକୁ ମଧ୍ୟ ଫେରିଲେଣି। ସେତେବେଳେ…
ନକଲି ସୁନା ଅଳଙ୍କାର ବିକି ଧରାପଡ଼ିଲେ ଯୁବକ
ଚାନ୍ଦବାଲି,୧୩।୩(ଡି.ଏନ.ଏ.)-ବ୍ୟବସାୟୀଙ୍କୁ ନକଲି ସୁନା ଅଳଙ୍କାର ବିକ୍ରି କରୁଥିବା ବେଳେ ଧରା ପଡ଼ିଛନ୍ତି ଜଣେ ଯୁବକ। ତାଙ୍କ ନିକଟରୁ ୩୮ ଗ୍ରାମର ନକଲି ସୁନା ଅଳଙ୍କାର ସହିତ ଏକ କାର୍ ଜବତ କରିଛି ପୋଲିସ। ଶୁକ୍ରବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ…
ଆଖଣ୍ଡଳମଣିଙ୍କ ପୀଠରେ ମହାଶିବରାତ୍ରୀ
ଆରଡି,୧୧।୩(ଡି.ଏନ୍.ଏ.): କୋଭିଡ ୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବରୁ ଜିଲା ପ୍ରଶାସନ ବିନାଭକ୍ତରେ ଆଖଣ୍ଡଳମଣି ପୀଠ ଆରଡିରେ ମହାଶିବରାତ୍ରି ଅନୁଷ୍ଠିତ ହେବା ନେଇ ଘୋଷଣା କରିଥିଲା। ହେଲେ ଏହାକୁ ବିରୋଧ କରି ସେବାୟତମାନେ ବୁଧବାର ରାତି ସାରା ଅନଶନ କରିଥିଲେ। ପରେ…
ଆରଡ଼ିରେ ପୋଲିସ ଛାଉଣୀ
ଆରଡ଼ି, ୧୧।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ପୀଠରେ ଚଳିତବର୍ଷ ବିନା ଭକ୍ତରେ ମହାଶିବରାତ୍ରି ପାଳନ କରାଯିବ। ବୁଧବାର ସକାଳ ୭ଟାରୁ ଶୁକ୍ରବାର ସକାଳ ୭ଟା ପର୍ଯ୍ୟନ୍ତ ପୀଠରେ ୧୪୪ ଧାରା ବଳବତ୍ତର ରହିବ ବୋଲି ଆରଡ଼ି ଫାଣ୍ଡି ପୋଲିସ…
୧୦୭ ବର୍ଷର ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ
ବନ୍ତ,୧୦।୩(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ୧୦୭ ବର୍ଷର ପୁରୁଣା ଅଢ଼ାଳପଙ୍କ ଯୋଗୀନ୍ଦ୍ର ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ବିଦ୍ୟାଳୟର ମୋଟ ୮୭ ଛାତ୍ରୀଛାତ୍ରଙ୍କୁ ମାତ୍ର…
ମଧ୍ୟାହ୍ନଭୋଜନ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ
ବାସୁଦେବପୁର,୮ା୩: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାନ୍ତିପୁର ୟୁପି ସ୍କୁଲର ମଧ୍ୟାହ୍ନ ଭୋଜନ ଟଙ୍କା ହଡ଼ପ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ ସୋମବାର ନିଲମ୍ବିତ କରାଯାଇଛି। ବିଇଓଙ୍କ ଚିଠି ନଂ. ୭୪୧/୨୧ ତା୮।୩।୨୦୨୧ରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…
ଗୋଟିଏ ପରିବାରରୁ ୯୬୭ କୁଇଣ୍ଟାଲ ଧାନ କିଣି ଫଶିଲେ ସମବାୟ ସମିତି ସମ୍ପାଦକ
ଭୁବନେଶ୍ୱର/ଭଣ୍ଡାରିପୋଖରୀ, ୫।୩ : ଧାନକିଣାରେ ଅନିୟମିତତା ଏବଂ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ସେବା ସମବାୟ ସମିତି ଭାରପ୍ରାପ୍ତ ସମ୍ପାଦକ ମଦନ ମୋହନ ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଏଥିସହିତ ଉକ୍ତ ସମିତିର ଡାଟାଏଣ୍ଟ୍ରି ଅପରେଟର…
୬ ହଜାର ତଣ୍ଡ ଗଣିଲେ ବାଇକ୍ ଚାଳକ
ଭଦ୍ରକ ଅଫିସ, ୪।୩- ବାଇକ୍ ଚଲାଉଥିବା ବେଳେ ମୋବାଇଲରେ କଥା ହେବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ତାଙ୍କୁ ଜରିମାନା ଦେବାକୁ ପଡ଼ିଛି। ବୁଧବାର ଭଦ୍ରକ ଜିଲା ବନ୍ତ ଛକ ପୋଲ ତଳେ ଟାଉନ ଥାନା ପୋଲିସ ପାଟ୍ରୋଲିଂ କରୁଥିଲା।…
ସ୍କୁଟିରେ ଚାଲାଣ ହେଉଥିଲା ୨୬ ଲକ୍ଷ ଟଙ୍କାର ଧଳାଜହର
ଭଦ୍ରକ ଅଫିସ, ୩।୩: ଭଦ୍ରକ ଜିଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍ ଧୂଷୁରୀ ପୋଲିସ ସହାୟତାରେ ବୁଧବାର ୨୬ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ବାଇକ୍ରେ ଚାଲାଣ ହେଉଥିବା ବେଳେ ପୂର୍ବରୁ ଛକିଥିବା ପୋଲିସ ଟିମ୍ ଆରଡ଼ି ରାସ୍ତାର ଉଚ୍ଚପଦା…
Archives


