ଭଦ୍ରକ

ଶାଶୁ ଘରେ ଛାଡିଦେବାକୁ କହି ମହିଳାଙ୍କୁ ଗଣବଳାତ୍କାର

ବନ୍ତ,୨୯।୮(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବନ୍ତ ଥାନା ପୋଲିସ ଶନିବାର ଏକ ମାମଲା (ନଂ.୧୪୮/୨୧) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ପୋଲିସ ଜଣେ…

ଶାଶୁ ଘର ଲୋକେ ମୋ ଝିଅକୁ ହତ୍ୟା କରିଛନ୍ତି

ବାସୁଦେବପୁର,୨୮।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ପଞ୍ଚାୟତ ନଟିଆପାଳ ଗ୍ରାମରେ ଶନିବାର ରାହାସ ମଞ୍ଜରୀ ପୁହାଣ ନାମ୍ନୀ ଜଣେ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ତାଙ୍କ ଝିଅଙ୍କୁ ଶାଶୁଘର ଲୋକେ ଯୋଜନା ମୁତାବକ ହତ୍ୟା କରିଥିବା ବାପଘର ଲୋକେ…

୨୦ ବର୍ଷରେ ଲକ୍ଷେ ଗଛ ବଳି

ଭଦ୍ରକ ଅଫିସ,୨୭।୮-ଅମ୍ଳଜାନର ଘୋର ଅଭାବ ପରିଲକ୍ଷିତ ହେଉଛି। ଏଣୁ ଚାରାରୋପଣ ଉପରେ ସମସ୍ତେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ସମୁଦ୍ର କୂଳଠାରୁ ରାସ୍ତାଘାଟ, ନଦୀ ନାଳ ପର୍ଯ୍ୟନ୍ତ ସବୁଠି ପରିବେଶ ସବୁଜିମା ହରାଇବାକୁ ବସିଛି। ଜିଲାରେ ୨୦୦୦…

କରତକଳ ଉପରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ

ବନ୍ତ,୨୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡ଼ା କେନାଲ ଛକ ନିକଟରେ ଥିବା ଏକ କରତକଳ ଉପରେ ଜିଲା ବନ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ ହୋଇଛିା ଉକ୍ତ କରତକଳ ପଧାନପଡ଼ା ଗ୍ରାମର…

ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ ଅଫିସ:୨୪।୮: ଭଦ୍ରକ ସିଡିପିଓଙ୍କ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲୀଲତା ଦାସଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ବେଳେ ସେ ବହୁ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ…

ପ୍ରତୀକ୍ଷାର ଘଟିଲା ଅନ୍ତ: ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଆରଡ଼ି,୨୩ା୮(ଡି.ଏନ୍‌.ଏ.): ଦୀର୍ଘ ୪ ମାସ ପରେ ସୋମବାର ଖୋଲିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣି ମନ୍ଦିର। ସକାଳ ୬ଟାରୁ କୋଭିଡ୍‌ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କୁ ଦର୍ଶନ କରିଥିଲେ। ସେବାୟତମାନେ ଯଥାରୀତି ପ୍ରଭୁଙ୍କ ପୂଜା କାର୍ଯ୍ୟ ସମାପନ କରିଥିଲେ।…

ତାଲା ଭାଙ୍ଗି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡ଼ିଲେ ଚୋର

ବାସୁଦେବପୁର,୨୨ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ପଦ୍ମପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ଏକ ତେଜରାତି ଦୋକାନରୁ ଚୋରି ହୋଇଛି। ଦୋକାନୀ ପ୍ରେମ ଆନନ୍ଦ ନାୟକ ରାତିରେ ତାଲା ଦେଇ ଘରକୁ ଫେରିଥିଲେ। ଚୋର ଦୁଇଜଣ ତାଲାଭାଙ୍ଗି ଜିନିଷ ଚୋରି…

ଧାର ଟଙ୍କା ମାଗିବାରୁ ମା’ ଝିଅଙ୍କୁ ଆକ୍ରମଣ

ବାସୁଦେବପୁର,୨୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ କମାରଗଁାରେ ଶନିବାର ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଗୁରୁତର ମା’ ଝିଅ ହେଲେ ଗ୍ରାମର ଶାନ୍ତିଲତା…

୨୩ରୁ ଖୋଲିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୨୧।୮(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିର ଆସନ୍ତା ୨୩ ତାରିଖ ତଥା ସୋମବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ କଟକଣା ମାନି ଶ୍ରଦ୍ଧାଳୁମାନେ ସକାଳ ୬ଟାରୁ ରାତି ୮ଟା ଯାଏ ବାବା ଆଖଣ୍ଡଳମଣିଙ୍କୁ…

ଚାକିରି ପାଇଁ ରେଳରୋକୋ

ପଦ୍ମପୁର,୨୦ା୮(ଡି.ଏନ.ଏ.): ଭଦ୍ରକ ଜିଲା ଚରମ୍ପା-ଧାମରା ନିର୍ମିତ ରେଳପଥ ପାଇଁ ଜମି ହରାଇଥିବା ସଦର ବ୍ଲକର ଶତାଧିକ ଲୋକ ଶୁକ୍ରବାର ଭଟତିରା-ଇଚ୍ଛାପୁରଠାରେ ରେଳରୋକୋ କରିଥିଲେ। ଧାମରା ବନ୍ଦର କର୍ତ୍ତୃପକ୍ଷଙ୍କ ଚାଷୀମାରଣ ନୀତି ବୋଲି ସେମାନେ ଅଭିଯୋଗ କରିବା ସହ ଜମିହରାଙ୍କ ପରିବାରର ଜଣେ…

ସୋମବାର ଖୋଲିବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଆରଡ଼ି,୨୦।୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଆସନ୍ତା ୨୩ ତାରିଖ ସୋମବାର ଖୋଲିବ। ଏ ନେଇ ସଂକ୍ରାନ୍ତରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ନିଷ୍ପତ୍ତି ଅନୁସାରେ…

ପିଟି ପିଟି ମାରିଦେଲେ

ଭଦ୍ରକ ଅଫିସ,୧୯।୮: ସାମାନ୍ୟ କଳିରୁ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତା ବୃଦ୍ଧାଙ୍କ ସମ୍ପର୍କୀୟ ପୁତୁରାଙ୍କ ଏତଲା କ୍ରମେ ଅଭିଯୁକ୍ତ କାଳନ୍ଦୀ ମଳିକ(୨୮)ଙ୍କୁ ତିହିଡ଼ି ପୋଲିସ ଗିରଫ କରିଛି। ମୃତା ବୃଦ୍ଧା ହେଲେ କାଁପଡ଼ା ଗାଁର ସ୍ବର୍ଗତ ମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?