ଭଦ୍ରକ

ଧାନ ରୋଇବାକୁ ଯାଇ ଆଉ ଫେରିଲେନି

ବନ୍ତ,୧୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଚଣ୍ଡିପୁର ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ଯୁବ ଚାଷୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସେକ୍‌ ସଫିରୁଦ୍ଦିନ(୨୨)। ସୂଚନା ମୁତାବକ, ସଫିରୁଦ୍ଦିନ ଜମିକୁ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତ ଘଟିଥିଲା।…

‘ସଂଗ୍ରାମୀଙ୍କ ତ୍ୟାଗ ଅତୁଳନୀୟ’

ଭଦ୍ରକ ଅଫିସ/ବାସୁଦେବପୁର, ୧୫।୮ (ଡି.ଏନ.ଏ.)-ଭଦ୍ରକ କଲେଜ ପଡ଼ିଆରେ ରବିବାର କରୋନା କଟକଣା ମଧ୍ୟରେ ଜ଼ିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝି ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହାପରେ ଜିଲାପାଳ ଅଭିଭାଷଣ ଦେଇ କହିଥିଲେ,…

ବ୍ରହ୍ମପୁରରୁ ଭଦ୍ରକ ଯାଏ ଲମ୍ବିଛି ଧଳା ଜହର ଚେର, ୨ ଗିରଫ

ପଦ୍ମପୁର,୧୩ା୮(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପୋଲିସ ଦୁଇ ଯୁବକଙ୍କୁ ବ୍ରାଉନ ସୁଗାର କାରବାର ଅଭିଯୋଗରେ ଗିରଫ କରିଛି। ଗିରଫ ଯୁବକ ଦ୍ୱୟ ହେଲେ ଚରମ୍ପା ପଥରାଡ଼ିର ଅଜୟ ଦାସ ଓ ଲାଞ୍ଜିପଲ୍ଲୀ ବ୍ରହ୍ମପୁରର ସତ୍ୟନାରାୟଣ ଆଚାର୍ଯ୍ୟ। ସେମାନଙ୍କ ଠାରୁ…

ଧାମରା ନିକଟରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଭଦ୍ରକ ଅଫିସ,୧୦।୮: ଭଦ୍ରକ ଚରମ୍ପା ସ୍ଥିତ ଧାମରା ରେଳ ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନର ୧୩ଟି ବଗି ଲାଇନଚ୍ୟୁତ ହୋଇଛି। ଖାଲିଥିବା ଟ୍ରେନ୍‌ଟି ଧାମରା ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ଟ୍ରେନ୍‌ରେ ମୋଟ…

ଆଗେଇ ପାରୁନି ଚାଷ କାମ

ବନ୍ତ, ୮।୮ (ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଅଞ୍ଚଳରେ କେନାଲରେ କମ୍‌ ପାଣି ଛଡ଼ାଯାଉଥିବାରୁ ଚାଷ ପାଇଁ ନିଅଣ୍ଟ। ଫଳରେ କାମ ଆଗେଇପାରୁ ନାହିଁ ବୋଲି ଅଭିଯୋଗ କରୁଛନ୍ତି ଚାଷୀ। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ବନ୍ତ…

ବଜ୍ରପାତରେ ଚାଲିିଗଲା ୮ ଜୀବନ

ବାଲେଶ୍ୱର ଅଫିସ/ ବସ୍ତା/ ରୂପ୍‌ସା/ ଜଳେଶ୍ୱର/ସୋର/ ବାସୁଦେବପୁର/ ଖୁଣ୍ଟା, ୭।୮(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଶନିବାର ବଜ୍ରପାତ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲାରେ ୬, ଭଦ୍ରକରେ ଜଣେ ଓ ମୟୂରଭଞ୍ଜରେ…

ତଦନ୍ତ ପାଇଁ ଯାଇଥିଲେ ପୋଲିସ କର୍ମଚାରୀ: ଏମିତି ମାଡ଼ ଖାଇଲେ, ପହଞ୍ଚିଲେ ହସ୍ପିଟାଲରେ

ପଦ୍ମପୁର,୮।୭:(ଡି.ଏନ.ଏ.): ଭଦ୍ରକ ସଦର ବ୍ଲକ ଅଧିନ ସାବରଙ୍ଗ ପୋଲିସ ଏକ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ସଙ୍ଘବଦ୍ଧ ଆକ୍ରମଣ ଶିକାର ହୋଇଛି। ତଦନ୍ତ ପାଇଁ ଗୋରା ମାଟି ଗ୍ରାମକୁ ଯାଇଥିବା ବେଳେ ଅଭିଯୁକ୍ତଙ୍କ ପରିବାର ଲୋକେ ସଙ୍ଘବଦ୍ଧ ଆକ୍ରମଣ କରିଥିଲେ।…

୨ଗାଈ,୪ଛେଳି ଜୀବନ୍ତ ଦଗ୍ଧ

ପଦ୍ମପୁର,୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଗୋବିନ୍ଦପୁର ଗ୍ରାମପଞ୍ଚାୟତ କଷିମଳାଗୋଠ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁର ନରି ଜେନାଙ୍କ ଗୁହାଳ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୨ ଟି…

୪୦ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

ପଦ୍ମପୁର,୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ନାୟକାଣିଡିହ ପୋଲିସ କିସ୍ମତ କୃଷ୍ଣପୁର ଗ୍ରାମର ଅରୁଣ ମାଝି ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଚୋରା ମଦ ବିକ୍ରି ଅଭିଯୋଗରେ ପୋଲିସ ଏହି ଗିରଫ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ପୂର୍ବାହ୍ନରେ…

ଯନ୍ତ୍ରଣା ଭୋଗୁଛନ୍ତି କ୍ଷତିପ୍ରଭା

ଭଦ୍ରକ ଅଫିସ,୭।୮-ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ ଖାଦ୍ୟନଳୀ କାଟିଦେଲେ। ଡାକ୍ତରଙ୍କ ଏଭଳି ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଯନ୍ତ୍ରଣା ଭୋଗୁଛନ୍ତି ମହିଳା। ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ପଳିକିରି(ଗୋପାଳପୁର) ଗଁାର କ୍ଷତିପ୍ରଭା ବାରିକ(୩୧)ଙ୍କ କ୍ଷେତ୍ରରେ ଏଭଳି ଘଟଣା ଘଟିଛି। ପରିବାର…

ଜବତ ହେଲା ୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର

ଭଦ୍ରକ ଅଫିସ, ୬।୮: ଭଦ୍ରକ ଜିଲା ପୁରଣାବଜାର ପୋଲିସ ଶୁକ୍ରବାର ନଙ୍ଗାମହଲା ଅଞ୍ଚଳରୁ ୨୬୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରିଛି । ସେମାନେ ହେଲେ ସାଦବ କାଦ୍ରୀ ଓ ଆଜାରୁଦ୍ଦିନ ଖାନ୍‌।…

ପଲିଥିନରୁ ବାହାରୁଥିଲା ପଚା ଦୁର୍ଗନ୍ଧ, ଲୋକେ ଡକାଇଲେ ପୋଲିସ

ବାସୁଦେବପୁର,୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ବାଲିଛନ୍ଦା ଘାଟ ରାସ୍ତାର ଭୈରବପୁର ଛକ ନିକଟସ୍ଥ ରାସ୍ତାପାର୍ଶ୍ୱରେ ପଡିରହିଥିଲା ପଲିଥିନ ଭିତରେ ଏକ ମୃତଦେହ। ଏଥିରୁ ବାହାରୁଥିଲା ପଚା ଦୁର୍ଗନ୍ଧ। ଏହି ଖବର ପ୍ରଚାରିତ ହେବା ପରେ ଘଟଣା ସ୍ଥଳରେ ଜମିଥିଲା ଲୋକଙ୍କ ଭିଡ଼। ପଲିଥିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?