ମାଛଧରା ଜାଲରେ ପଡ଼ିଲା ଡଲ୍ଫିନ
ଭଦ୍ରକ ଅଫିସ,୧୮।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ସୋଳନ୍ଦୀ ନଦୀରେ ବୁଧବାର ସନ୍ଧ୍ୟାରେ ଜଣେ ମାଛଧରାଳିଙ୍କ ଜାଲରେ ଏକ ଡଲ୍ଫିନ ପଡ଼ିଛି। ଏହାର ଓଜନ ପ୍ରାୟ ୧ କୁଇଣ୍ଟାଲ ହେବ ବୋଲି ଅନୁମାନ କରାଯାଉଛି। ନଦୀ ତଟବର୍ତ୍ତୀ…
ଓଡ଼ିଶାରୁ ବାଇକ୍ ଉଠାଇ ପଶ୍ଚିମବଙ୍ଗରେ ବିକୁଥିବା ଗ୍ୟାଙ୍ଗକୁ ଧରିଲା ପୋଲିସ
ଭଦ୍ରକ ଅଫିସ, ୧୭।୨: ଭଦ୍ରକ ଟାଉନ ପୋଲିସ ଏକ ବାଇକ୍ ଚୋର ଗ୍ୟାଙ୍ଗକୁ କାବୁ କରିଛି। ବୁଧବାର ଗ୍ୟାଙ୍ଗର ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଦୁଇଦିନ ତଳେ ଗ୍ୟାଙ୍ଗର ଅନ୍ୟ ଜଣେ ସଦସ୍ୟଙ୍କୁ ଗିରଫ କରି…
ଭଦ୍ରକରେ ବନ୍ଦ ପାଳନ, ପିକେଟିଂ କରି ସହର ସାରା ପଇଁତରା ମାରୁଛନ୍ତି କଂଗ୍ରେସ କର୍ମୀ
ଭଦ୍ରକ ଅଫିସ,୧୫।୨: ତୈଳ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସର ଓଡିଶା ବନ୍ଦ ଡାକରାର ପ୍ରଭାବ ଭଦ୍ରକ ଜିଲାରେ ଦେଖିବାକୁ ମିଳିଛି । ସହରର ବନ୍ତ ଛକ ଏବଂ ୧୬ ନମ୍ବର…
ପିପିଇ କିଟ୍ ପିନ୍ଧି ଭିକ୍ଷାବୃତ୍ତି
ଭଦ୍ରକ ଅଫିସ,୧୫।୨-ଭଦ୍ରକ ସହରରେ ଜଣେ କୋଭିଡ୍ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ। ଚାକିରି ହରାଇବା ପରେ ଭିକ୍ଷାବୃତ୍ତିକୁ ଆପଣାଇଛନ୍ତି ଏହି ଯୋଦ୍ଧା। ଦୀର୍ଘଦିନ ଧରି ସ୍ଥାୟୀ ଚାକିରି ପାଇଁ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ ପ୍ରଶାସନ କର୍ଣ୍ଣପାତ କରୁ ନ ଥିବା ସେ…
ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି: ଦ୍ୱିତୀୟ ଦିନରେ କ୍ରିୟାନୁଷ୍ଠାନ କମିଟିର ଧାରଣା
ଭଦ୍ରକ ଅଫିସ,୧୨।୨- ଭଦ୍ରକ ବିଧାୟକ ସଞ୍ଜିବ ମଲିକଙ୍କ ବାସଗୃହ ସମ୍ମୁଖରେ ଶୁକ୍ରବାର ପ୍ରତିକ ଧାରଣା ଦିଆଯାଇଛି। ଏହି ଧାରଣା ଆଗାମୀ ଦିନରେ ଜିଲାର ଅନ୍ୟ ବିଧାୟକଙ୍କ ବାସଗୃହ ସମୁଖରେ ଦିଆଯିବ ବୋଲି କୁହାଯାଇଛି। ଜିଲାବାସୀଙ୍କ ବୃହତ ସ୍ବାର୍ଥକୁ ବିଧାୟକମାନେ ସରକାରଙ୍କ ପାଖରେ…
ରାଜରାସ୍ତାକୁ ଓହ୍ଲାଇଲେ ଭଦ୍ରକର ଚାଷୀ, ଧାନ ଢ଼ାଳି ଅବରୋଧ କଲେ
ଭଦ୍ରକ ଅଫିସ,୧୨।୨ – ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ଅଭିଯୋଗ କରି ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ। ଭଦ୍ରକ – ଆନନ୍ଦପୁର ରାଜ୍ୟ ରାଜପଥ ଗଣିଜାଙ୍ଗ ନିକଟରେ ରାସ୍ତା ଉପରେ ଧାନ ଢାଳି ଶୁକ୍ରବାର ଚାଷୀମାନେ ରାସ୍ତା ଅବରୋଧ କରିଛନ୍ତି।…
ଜଙ୍ଗଲ ସୁରକ୍ଷାରେ ମଦନ
ବନ୍ତ,୧୨।୨(ଡି.ଏନ.ଏ.)-ଆଧୁନିକ ଚାକଚକ୍ୟ ଭିତରେ ନିଜକୁ ପ୍ରତିଷ୍ଠିତ କରିବାକୁ ଲୋକଙ୍କ ଭିତରେ ପ୍ରତିଯୋଗିତା ଚାଲିଥିବା ବେଳେ ପରିବେଶ ସୁରକ୍ଷା ପ୍ରତି କାହାରି ନିଘା ନାହିଁ। କଳ କାରଖାନା ଗଢ଼ିବା ପାଇଁ ଜଙ୍ଗଲ କାଟି ସଫା କରି ଦିଆଯାଉଛି। ଶିକ୍ଷିତ ସମାଜ ପରିବେଶ ସୁରକ୍ଷାକୁ…
ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ପ୍ରତୀକ ଧାରଣା
ଭଦ୍ରକ ଅଫିସ,୧୧।୨: ଗୁରୁବାର ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ବାସଗୃହ ସମ୍ମୁଖରେ ପ୍ରତୀକ ଧାରଣା ଦିଆଯାଇଛି। ଏହି ଧାରଣା ଆଗାମୀ ଦିନରେ ଜିଲାର ଅନ୍ୟ ବିଧାୟକଙ୍କ ବାସଗୃହ ସମ୍ମୁଖରେ ଦିଆଯିବ ବୋଲି କୁହାଯାଇଛି। ଜିଲାବାସୀଙ୍କ ବୃହତ…
ଗ୍ୟାରେଜରେ ଅଗ୍ନିକାଣ୍ଡ: ଜଳିଗଲା ୪ ବସ୍ ଓ ସ୍କୋର୍ପିଓ
ଭଦ୍ରକ ଅଫିସ,୧୦।୨: ଗ୍ୟାରେଜରେ ନିଆଁ ଲାଗି ୪ଟି ବସ୍ ଓ ଗୋଟିଏ ସ୍କୋର୍ପିଓ ଗାଡି। ଜଳିଯାଇଛି। ଏଥିସହ କ୍ୟାବିନ ମଧ୍ୟ ପୋଡିଯାଇଛି। ଭଦ୍ରକ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ଅଗ୍ନିଶମ ବାହିନୀର ଦୀର୍ଘ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…
ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ
ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ ପୁଅ ନାଗାର୍ଜୁନ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ପରିବାର ଲୋକେ ନାନା ଆଶା…
ହାଇଓ୍ବା ଧକ୍କାରେ ମହିଳାଙ୍କ ଜୀବନ ଗଲା, ସ୍ବାମୀ ଗୁରୁତର
ଭଦ୍ରକ ଅଫିସ,୭।୨: ଭଦ୍ରକ-ଚାନ୍ଦବାଲି ରାଜପଥ ସରକାରନଗର ନିକଟରେ ରବିବାର ଏକ ହାଇଓ୍ବା ଧକ୍କା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକ ହେଲେ ବାସୁଦେବପୁରର ଅଭିଲିପ୍ସା…
ସ୍କୁଟିକୁ ପିଟିଲା ହାଇଓ୍ବା: ଜଣେ ମୃତ, ରାସ୍ତା ଅବରୋଧ କଲେ ଲୋକେ
ଭଦ୍ରକ ଅଫିସ,୭।୨: ଭଦ୍ରକ – ଚାନ୍ଦବାଲି ରାଜ୍ୟରାଜପଥ ସରକାର ନଗର ନିକଟରେ ରବିବାର ମଧ୍ୟାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅଛନ୍ତି । ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।…
Archives


