ଭଦ୍ରକ

ବିଧାୟକଙ୍କ ବିବାହରେ କୋଭିଡ୍‌ ନିୟମ ଉଲ୍ଲଂଘନ

ଭଦ୍ରକ ଅଫିସ, ୪।୭: ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟଙ୍କ ବିବାହ ସମାରୋହରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ‘ଚିଲିକା ରିସର୍ଟ’ରେ ଅନୁଷ୍ଠିତ ବିବାହ ଉତ୍ସବର ଏକ ଭିଡିଓ ଏବେ ସାମାଜିକ…

୩ ମାସ ଧରି ଘରେ ଅଛି କାର୍‌, ଅନ୍‌ଲାଇନ୍‌ରେ ଫାଇନ୍‌ ଆସିଛି ୩୦୦୦ ଟଙ୍କା

ଭଦ୍ରକ ଅଫିସ,୪ା୭: ଆରଟିଓ ଏବଂ ପୋଲିସ ବିଭାଗର ଅଜବ ନିୟମ। ଦୀର୍ଘ ତିନି ମାସ ଧରି ଘରେ ଥିବା ଏକ କାର୍‌ ଉପରେ ଲାଗିଛି ୩ ହଜାର ଟଙ୍କା ଫାଇନ୍‌। ଯାହାକୁ ନେଇ ଏବେ ଚିନ୍ତାରେ କାର୍‌ ମାଲିକ। ସୂଚନାନୁଯାୟୀ, ଭଦ୍ରକ…

ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ

ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍‌ଲୋଡ କରି…

ତଳିରେ ପାଣି ମଡ଼ାଇବାକୁ ଯାଇଥିଲେ ବିଲକୁ, ଘରକୁ ଫେରିଲା ମୃତଦେହ

ପଦ୍ମପୁର,୧।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କିସ୍ମତକୃଷ୍ଣପୁର ଗ୍ରାମର ଜଣେ ଚାଷୀଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି। ଉକ୍ତ ଗ୍ରାମର ଚାଷୀ କୃଷ୍ଣଚନ୍ଦ୍ର ରାଉତ ତଳିରେ ପାଣି ମଡ଼ାଇବାକୁ ବିଲକୁ ଯାଇଥିଲେ। ତେବେ ପରେ ସେ ଆଉ ଘରକୁ ଫେରି ନଥିଲେ।…

ଷ୍ଟାର୍ଟ କରିଦେବାକୁ କହି, ସ୍କୁଟି ଧରି ଛୁ…

ପଦ୍ମପୁର,୨୮।୬: ସ୍କୁଟି ଷ୍ଟାର୍ଟ କରିଦେବାକୁ କହି ଗାଡ଼ି ନେଇ ଫେରାର ହୋଇଯିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କିଆଗଡ଼ିଆ ବରପଦାର ପ୍ରଶାନ୍ତ ପରିଡ଼ା। ପୋଲିସ ତାଙ୍କଠାରୁ ସ୍କୁଟି ଜବତ କରିଛି।…

ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୨୬ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ସେ ଦେହରେ କିରୋସିନି ଢାଳି ଥିବା ବେଳେ ପୋଲିସ ତାଙ୍କୁ କାବୁ କରିନେଇଛି। ଏଭଳି…

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ ପ୍ରଥମ ସପ୍ତାହରେ ସେ ପାରମ୍ପାରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ତାରକା ହୋଟେଲରେ ବିବାହ…

୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍‌ ଜବତ, ୩ ଗିରଫ

ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍‌ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ଗୋଟିଏ ହୋଣ୍ଡା ମୋଟରସାଇକେଲ(ଓଡି-୦୧ଆର-୮୬୭୬) ଓ ଗୋଟିଏ ସ୍କୁଟିରୁ(ଓଡି-୦୧ଏଜେ-୮୯୬୯) ୧୭୦ ଲିଟର ଦେଶୀ…

ବାଡେଇ ବାଡେଇ ଥାନାରେ ଛାଡିଲେ

ଭଦ୍ରକ ଅଫିସ, ୨୦।୬: ଏଟିଏମ୍‌ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ…

ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ

ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍‌ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ। ବାହାଘରର ପୂର୍ବରୁ ଉଠିଲା କୋକେଇ। କରୋନା ଛଡ଼ାଇ ନେଲା ଖୁସି। ଘରେ ଏବେ ଶୋକର…

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ କାନ୍ଧ ଦେଇଛନ୍ତି। ଗୁରୁବାର ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମନଗର ବ୍ଲକ…

‘ଗୁହାରି ଶୁଣ, ନାତୁଣୀନାତିଙ୍କୁ ଦୟା କର’

ଭଦ୍ରକ ଅଫିସ, ୧୫।୬-କରୋନା ଉଜାଡ଼ି ଦେଇଛି ସଂସାର। ଅନାଥ ହୋଇଗଲେ ୩ ସନ୍ତାନ। ଠିକ୍‌ ବର୍ଷକ ତଳେ ଏକ ଅଜଣା ରୋଗରେ ମା’ଙ୍କୁ ହରାଇଥିଲେ। ଆଉ ଏବେ କରୋନା ସେମାନଙ୍କ ବାପାଙ୍କୁ ଛଡ଼ାଇନେଲା। ସେହିପରି ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?