ଭଦ୍ରକ

ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ

ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ ଜଳିଯାଇଛି । ସୂଚନାନୁସାରେ, କିଶୋର ମାଝି, ସର୍ବେଶ୍ବର ମାଝି ଓ ବିଶ୍ବମ୍ବର ମାଝିଙ୍କ ପରିବାର…

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ କରିଥିଲେ। ଏହାର ନାମ ଅର୍ଜୁନ ସେତୁ ରଖାଯାଇଥିଲା। ଏଥିପାଇଁ କେନ୍ଦ୍ର ଜଳ ସମ୍ପଦ ବିଭାଗ…

ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା

ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର ଚଗଲା…

ରାସ୍ତାକଡ଼ରେ ୧୪ ପରିବାର

ପଦ୍ମପୁର,୭।୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତ କଣ୍ଟିଆନାଳି ଗ୍ରାମର ୧୪ ପରିବାର ୧୦ ଦିନ ଧରି ଜାମୁଝାଡ଼ି-ଧାମରା ରାସ୍ତା ବିଦେଇପୁର ଛକ ନିକଟରେ ପଲିଥିନ ତଳେ ରହୁଛନ୍ତି। ବାତ୍ୟା ୟାସ୍‌ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ପାଣି ପଶି…

ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ

ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ ବିବାହ ନ କଲେ ଏସିଡ଼ ମାଡ଼ କରିବା ସହ ହତ୍ୟା ଧମକ ଦେଉଥିବା ନେଇ…

ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା

ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍‌ଡାଉନ ଓ ଶଟ୍‌ଡାଉନ କାରଣରୁ ପ୍ରାୟ ଦୁଇମାସ ଧରି ବିଭିନ୍ନ ବେପାର ବାଣିଜ୍ୟ ଉପରେ ପ୍ରଶାସନ ପକ୍ଷରୁ ପ୍ରତିବନ୍ଧକ…

ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଗଁାର…

ଜଳବନ୍ଦୀରେ ନଦୀକୂଳିଆ ଗାଁ

ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଫଳରେ ବନ୍ୟା ଆସି ନଦୀକୂଳିଆ ଗାଁ ଗୁଡ଼ିକ ଜଳମଗ୍ନ ହୋଇଯାଇଛି।…

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭଦ୍ରକ ଅଫିସ, ୩୧।୫-କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ଦ୍ୱାରା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। ମନ୍ତ୍ରୀ ପ୍ରଧାନ ହେଲିକପ୍ଟର ଯୋଗେ ଧାମରା ବନ୍ଦରଠାରେ ଅବତରଣ କରିଥିଲେ। ଏହାପରେ ସେ ବାତ୍ୟାରେ…

ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି

ଭଦ୍ରକ ଅଫିସ /ଭଣ୍ଡାରିପୋଖରୀ/ ଭୋଗରାଇ/ ଯାଜପୁର ଅଫିସ,୨୮ା୫ (ଡି.ଏନ.ଏ.): ବାତ୍ୟା ‘ୟାସ’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉତ୍ତରଓଡ଼ିଶାର ୪ ଜିଲା ସମେତ ଯାଜପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଦୁଇଦିନ ହେଲା ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ…

ବୈତରଣୀରେ ବନ୍ୟା

ଭଦ୍ରକ ଅଫିସ,୨୮ା୫: ୟାସ୍‌ ପ୍ରଭାବରେ ଭଦ୍ରକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପବନ ପରେ ଏବେ ବିପତ୍ତି ଆଣିଛି ବନ୍ୟା। ବୈତରଣୀରେ ବନ୍ୟା ଆସିବା ଯୋଗୁ ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ବହୁ ପଞ୍ଚାୟତର ଅନେକ ଗାଁ ଜଳମଗ୍ନ ହୋଇଛି। ଭଣ୍ଡାରିପୋଖରୀ ମାଳଦା…

୨ ଦିନ ହେଲାଣି ୧୫ ପରିବାରଙ୍କୁ ମିଳିନି ରିଲିଫ୍‌

ଆରଡ଼ି,୨୭।୫: ବାତ୍ୟା ୟାସ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁରେ ପାଣି ମାଡିଯାଇଛି। ଫଳରେ ସାଳନ୍ଦୀ ନଦୀ କୂଳ ଗାଁ ରାସ୍ତାପାର୍ଶ୍ୱରେ ବସବାସ କରୁଥିବା ପ୍ରାୟ ୧୫ ପରିବାର ପାଣି ଘେରରେ ରହିଛନ୍ତି। ସରକାରୀସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?