କାର୍ତ୍ତିକ ପୂର୍ଣ୍ଣିମାରେ ଆରଡ଼ି ପୀଠ ଜନଶୂନ୍ୟ
ଆରଡ଼ି,୩୦ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ଭକ୍ତ ସମାଗମ ଦେଖିବାକୁ ମିଳିନାହିଁ। କୋଭିଡ କଟକଣା ଯୋଗୁ ମନ୍ଦିର ଓ ଶିବଗଙ୍ଗା ପୁଷ୍କରିଣୀ ପାଶର୍ବ ବର୍ତ୍ତୀ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିଲା। ସେବାୟତମାନେ…
ଶ୍ରଦ୍ଧାଳୁଙ୍କୁ ଶିବଗଙ୍ଗା ମନା
ଆରଡ଼ି,୨୯।୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ଅନନ୍ୟ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ବିଜେସ୍ଥଳ ଆରଡ଼ିର ଶିବଗଙ୍ଗା ପୁଷ୍କରିଣୀରେ ଏବର୍ଷ କୋଭିଡ୍ କଟକଣା ପାଇଁ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇପାରିବେ ନାହିଁ। ରାହାସ ପୂର୍ଣ୍ଣିମାରେ ପୀଠକୁ ଭକ୍ତମାନଙ୍କ ଆଗମନରେ ରୋକ ଲଗାଇଛି ଜିଲା ପ୍ରଶାସନ। ଏଥିସହିତ ପୀଠରେ ଥିବା…
୧୦ ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ନକଲି ଜର୍ଦ୍ଦା ଜବତ
ଭଦ୍ରକ ଅଫିସ, ୨୧।୧୧- ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ପୁଣି ଶନିବାର ବିପୁଳ ପରିମାଣର ନକଲି ଜ଼ର୍ଦ୍ଦା ଜବତ କରାଯାଇଛି। ଏଥିରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶ ଜବତ ସହ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି ପୋଲିସ। ଜବତ ହୋଇଥିବା ନକଲି…
ଝିଅ ବାହାଘର ପାଇଁ ଥିବା ସୁନା ଅଳଙ୍କାର, ନଗଦ ୫ ଲକ୍ଷ ନେଇଗଲେ ଦୁର୍ବୃତ୍ତ
ପଦ୍ମପୁର,୨୦।୧୧(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଦେଉଳି ଗାଁର ମଧୁସୂଦନ ଧଳଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହେଇଛି। ଏ ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହେଇଛି। ଝିଅର ବାହାଘର ଲାଗି ମଧୁସୂଦନଙ୍କ ସ୍ତ୍ରୀ ଜୋସ୍ନାରାଣୀ ସମସ୍ତ ସୁନା…
ପାର୍କ ନିର୍ମାଣ ପାଇଁ ମାଟି ଖୋଳିଲା ବେଳେ ବାହାରିଲେ ମହାଦେବ, ଗାଁରେ ଚାଲିଛି ପୂଜାର୍ଚ୍ଚନା
ପଦ୍ମପୁର,୧୫ା୧୧(ଡି.ଏନ୍.ଏ.): ଭଦ୍ରକ ବ୍ଲକ ଅଧୀନ ଗୋରାମାଟିର ଲଦିଆପଦାଠାରେ ପାର୍କ ନିର୍ମାଣ ପାଇଁ ଟ୍ରାକ୍ଟର ମାଟି ଖୋଳିବା ବେଳେ ଗାଡ଼ି ବନ୍ଦ ହୋଇଯାଇଥିଲା। ସେଠାରେ ଲୋକମାନେ ଅଧିକ ଖୋଳିବାରୁ ମହାଦେବଙ୍କ ଲିଙ୍ଗ ବାହାରିଲେ। ଗ୍ରାମବାସୀ ସେଠାରେ ଏବେ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି।
ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ ଅଫିସ,୧୫।୧୧- ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଦ୍ୱିତୀୟ ଦିନରେ ରବିବାର ମହାକାଳୀ ବେଶରେ ମା’ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା ଭଦ୍ରକାଳୀ ରବିବାର ମହାକାଳୀ ବେଶରେ ନାଲି ପାଟ ବସ୍ତ୍ର ପରିଧାନ କରିବା ସହ ମୁଖ…
କଲେଜ ଫି’ ବୃଦ୍ଧିକୁ ବିରୋଧ: ରାଜପଥ ଅବରୋଧ କଲେ ଛାତ୍ରୀଛାତ୍ର
ଆରଡ଼ି, ୯।୧୧ (ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସାଅଁାଳପୁର ନିକଟସ୍ଥ ଆଇଜିଏମ୍ କଲେଜରେ ଫି’ ବୃଦ୍ଧି ପ୍ରତିବାଦରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ଏହାକୁ ବିରୋଧ କରି ପ୍ରଥମେ କଲେଜ ପରିସରରେ ହୋହଲ୍ଲା…
ମଶାଧୂପରୁ ଲାଗିଲା ନିଆଁ, ୩ ଯବାନ ଗୁରୁତର
ଭଦ୍ରକ ଅଫିସ,୯ା୧୧: ଓଏସ୍ଏପିର ୫ମ ବାଟାଲିଅନର ୩ ଯବାନ ନିଆଁରେ ପୋଡ଼ି ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ରବିବାର ରାତିରେ ଶୋଇଥିବା ବେଳେ ମଶାଧୂପରୁ ନିଆଁ ଲାଗିଥିବା ସୂଚନା ମିଳିଛି। ଭଦ୍ରକ ଜିଲା ପୁରୁଣାବଜାର ଥାନାରେ ଏପରି…
ପୋଖରୀରେ ବୁଡ଼ି ଚାଲିଗଲା ୨ ଶିଶୁଙ୍କ ଜୀବନ
ବାସୁଦେବପୁର,୧ା୧୧(ଡି.ଏନ୍.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ପାରାପୋଖରୀ ଓ ତିହିଡ଼ି ବ୍ଲକର ଏକଡ଼ାଳ ଗ୍ରାମରେ ରବିବାର ପୋଖରୀରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ ହୋଇଛି। ପାରାପୋଖରୀ ଗ୍ରାମର ସୂର୍ଯ୍ୟକାନ୍ତ ବଳଙ୍କ ଝିଅ ଉର୍ବିରାଣୀ (୩) ନିଜ ମାମୁଁଘର ପଞ୍ଚଟିକ୍ରି ଗ୍ରାମକୁ ଯାଇଥିବା ବେଳେ…
ଜାଲ୍ ନୋଟ୍ କାରବାର: ୨ ଜଣଙ୍କୁ ଗିରଫ କଲା ପୋଲିସ
ପଦ୍ମପୁର,୧ା୧୧(ଡି.ଏନ୍.ଏ.): ଉଦ୍ରକ ଜିଲାରେ ନକଲି ଜର୍ଦ୍ଦା, ନକଲି ମସଲା , ନକଲି ବିଶାକ୍ତ ମଦର ବ୍ୟାପକ କାରବାର ପୋଲିସର ନିଦ ହଜାଇ ଦେଇଥିବା ବେଳେ ନକଲି ନୋଟ୍ ଜବତ ଘଟଣା ପୋଲିସ ମୁଣ୍ଡବିନ୍ଧାର କାରଣ ସାଜିଛି । ବାସୁଦେବପୁର ଅଞ୍ଚଳ ଗୁଆଗତିଆ…
ନିଆରା ପାର୍ବଣ
କାଶତଣ୍ଡୀ ଫୁଲର ପସରା ମେଲାଇ ଗାଁକୁ ଆସିଛି ପାର୍ବଣ। କରୋନା କଟକଣା ମଧ୍ୟରେ ଗାଁର ଆବାଳବୃଦ୍ଧବନିତା ମସ୍ଗୁଲ ହୋଇଉଠିଛନ୍ତି। ମା’ ଦୁର୍ଗତିନାଶିନୀ ଗାଁର ପୂଜା ମେଢରେ ପଦାର୍ପଣ କରିସାରିଛନ୍ତି। ବିଲ୍ବବରଣରୁ ଦଶହରା ପର୍ଯ୍ୟନ୍ତ ଗ୍ରାମବାସୀ ନିଜକୁ ଆଧ୍ୟାତ୍ମିକତାରେ ହଜେଇ ଦେଇଥାନ୍ତି। ପୁରୁଷ…
ଭଦ୍ରକରେ ନକଲି ଜର୍ଦ୍ଦା କାରଖାନା ଠାବ
ଭଦ୍ରକ ଅଫିସ, ୨୪ା୧୦-ଭଦ୍ରକ ପୁରୁଣା ବଜାର ଅଧୀନ ହେଲା ସାହିଠାରେ ଶନିବାର ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ଭଦ୍ରକ ଟାଉନ ପୋଲିସ ଓ ପୁରୁଣା ବଜାର ପୋଲିସର ମିଳିତ ଭାବେ ହେଲାସାହିରେ ଚଢ଼ାଉ ହୋଇଥିଲା। ଏହି ଚଢ଼ାଉ ସମୟରେ କେତେକ…
Archives


