ଭଦ୍ରକ

ବୈତରଣୀରେ ବନ୍ୟା ଆଶଙ୍କା: ସୁରକ୍ଷିତ ସ୍ଥାନକୁ ଚାଲିଯିବା ପାଇଁ ପ୍ରଶାସନର ଘୋଷଣା

ଭଦ୍ରକ ଅଫିସ,୨୭ା: ବାତ୍ୟା ‘ୟାସ୍‌’ର ତାଣ୍ଡବ ଯୋଗୁ ବୈତରଣୀରେ ବନ୍ୟା ଜଳ ଧୀରେ ଧୀରେ ଫୁଲିବାରେ ଲାଗିଛି। ଆଖୁଆପଦାଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଧାମନଗର, ଭଣ୍ଡାରିପୋଖରୀ ବ୍ଲକ ପ୍ରଭାବିତ…

ବିପଦ ସଙ୍କେତ ଉପରେ ବୈତରଣୀ

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭ା୫(ଡି.ଏନ୍‌.ଏ.): ‘ୟାସ୍‌’ର ତାଣ୍ଡବ ଯୋଗୁ ବୈତରଣୀ ଧୀରେ ଧୀରେ ଫୁଲିବାରେ ଲାଗିଛି। ଆଖୁଆପଦା ଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୧୭.୯୨ ମିଟର ପ୍ରବାହିତ ହେଉଛି। ପର୍ଯ୍ୟାୟ କ୍ରମେ ବଢ଼ିବାରେ ଲାଗିଥିବାରୁ ବନ୍ୟା…

ବାତ୍ୟା ସମୟରେ ଭଦ୍ରକରେ ୬୯ ଶିଶୁ ଜନ୍ମ

ଭଦ୍ରକ,୨୭।୫: ଭଦ୍ରକ ଜିଲା ପ୍ରଶାସନର ରେକର୍ଡ ଅନୁଯାୟୀ, ୟାସ୍‌କୁ ଦୃଷ୍ଟିରେ ରଖି ୨୨୪ ଜଣ ଆସନ୍ନ ପ୍ରସବାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ଥାନୀୟ ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ଉଦ୍ୟମ କ୍ରମେ ଏହି ଗର୍ଭବତୀମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ନିକଟସ୍ଥ…

ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭଦ୍ରକ ଅଫିସ,୨୬।୫: କେହି ଜଣେ ଦୁର୍ବୃତ୍ତ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ନାଁରେ ସୋସିଆଲ ମିଡିଆରେ ଖୋଲିଛନ୍ତି ଫେକ୍‌ ଆକାଉଣ୍ଟ। ଜିଲାପାଳ ନିଜର ଫେସ୍‌ବୁକ ଆକାଉଣ୍ଟ ମାଧ୍ୟମରେ ଲୋକଙ୍କୁ ଏହି ସମ୍ପର୍କରେ ସୂଚନା ଦେଇଛନ୍ତି। ଉକ୍ତ ଫେକ୍‌ ଆକାଉଣ୍ଟରୁ ଫ୍ରେଣ୍ଡ…

ଭଦ୍ରକରେ ଲଗାଣ ବର୍ଷା ଓ ପବନ ଜାରି

ଭଦ୍ରକ ଅଫିସ,୨୬ା୫: ବାତ୍ୟା ‘ୟାସ’ ଭଦ୍ରକ ଧାମରା ନିକଟ ଦେଇ ଅତିକ୍ରମ କରୁଥିବା ବେଳେ ଜିଲାରେ ପ୍ରବଳ ବର୍ଷା ହେବା ସହ ଚାନ୍ଦବାଲି ଓ ଧାମରାରେ ପବନର ବେଗ ୧୦୦ରୁ ୧୪୦ କିମି ରହିଛି । ଜିଲାର ସଦ୍ୟତମ ରେନ୍‌ଫଲ ରିପୋର୍ଟ…

ଭଦ୍ରକରେ ୧୦ ଏନ୍‌ଡିଆରଏଫ ଟିମ୍‌

ଭଦ୍ରକ ଅଫିସ: ୨୫।୫: ୟାସ୍‌ର ମୁକାବିଲା ପାଇଁ ଭଦ୍ରକ ଜିଲାରେ ସମୁଦାୟ ୧୦ ଏନ୍‌ଡିଆରଏଫ ଟିମ୍‌ ମୁତୟନ ଅଛନ୍ତି। ଏହି ଟିମ୍‌କୁ ବାତ୍ୟା ପ୍ରବଣ ଚାନ୍ଦବାଲି, ଧାମରା, ବାସୁଦେବପୁର, ତିହିଡ଼ି ଅଞ୍ଚଳରେ ମୁତୟନ କରାଯାଇଛି। ପୂର୍ବରୁ ୪ଟି ଟିମ୍‌ ପହଞ୍ଚି ବାସୁଦେବପୁର…

ୟାସ୍‌’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍‌’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ ରାଜ୍ୟ ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭିଭି ଯାଦବ…

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍‌ଡ଼ି ସୂଚନା ଅନୁଯାୟୀ ବାତ୍ୟା ବାଲେଶ୍ୱର…

ମୋବାଇଲ୍‌ ଗେମ୍‌ ହେଲା କାଳ: ରାତିରେ ଶୋଇଥିଲେ, ସକାଳେ…

ପଦ୍ମପୁର,୨୩।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁ ନଗର ପଞ୍ଚାୟତ ଗଦି ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଶ୍ରୀତମ୍‌ ନାୟକ। କିଛିଦିନ ଧରି ସେ ଅନ୍ୟମନସ୍କ ରହିବା ସହ ମୋବାଇଲରେ ଗେମ ଖେଳୁଥିଲେ।…

ସପ୍ତାହେ ପାଇଁ ଶଟ୍‌ଡାଉନ

ଭଣ୍ଡାରିପୋଖରୀ,୨୨।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ୪ ନଂ. ୱାର୍ଡକୁ ଶୁକ୍ରବାରଠାରୁ ସପ୍ତାହେ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଉକ୍ତ ୱାର୍ଡର ପୋଖରୀ ଆଡ଼ି ସଂଲଗ୍ନ କିଛି ସ୍ଥାନରେ ମହିଳା, ପୁରୁଷ ଏବଂ ଛୋଟ ପିଲାଙ୍କୁ ମିଶାଇ ୨୭ଜଣ…

ବାତ୍ୟା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭଦ୍ରକ ଅଫିସ,୨୨ା୫- ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜିଲାର ବିଭିନ୍ନ ବ୍ଲକରେ ଥିବା ବାତ୍ୟା ଆଶ୍ରୟ ସ୍ଥଳଗୁଡ଼ିକୁ ଯାଇ ପ୍ରଶାସନିକ ଅଧିକାରୀମାନେ କ୍ଷେତ୍ର ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଡ. ଜ୍ଞାନ ରଞ୍ଜନ…

ଅବକାରୀ ବିଭାଗର ଚଢ଼ାଉ: ୨ଗିରଫ

ପଦ୍ମପୁର,୨୦।୫(ଡି.ଏନ୍‌.ଏ): ଭଦ୍ରକ ଜିଲାରେ ଅବକାରୀ ବିଭାଗ ଚଢ଼ାଉ କରିଛି। ସାବରଙ୍ଗ ଥାନା ଅନ୍ତର୍ଗତ ଏରଡା ବଜାର ଓ ସାବରଙ୍ଗ ଛକରେ ଥିବା ଚୋରା ମଦ ଦୋକାନ ଉପରେ ଏହି ଚଢ଼ାଉ କରାଯାଇଛି। ଅବକାରୀ ବିଭାଗର ଏହି ଚଢ଼ାଉ ସମୟରେ ୧୫୦ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?