ଭଦ୍ରକ

ପ୍ରଥମେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର, ଶେଷରେ ମାରିଦେବାକୁ ଉଦ୍ୟମ

ବନ୍ତ,୬।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇ ଶେଷରେ ନଦୀକୁ ଠେଲି ମାରିଦେବାକୁ ଉଦ୍ୟମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗରୁ ପ୍ରକାଶ…

ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି: ସମ୍ପତ୍ତି ତାଲିକା ଦେଇପାରିଲେନି ଶିକ୍ଷକ

ବନ୍ତ,୬।୫ (ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ପ୍ରାୟ ୯୦ ପ୍ରତିଶତ ପ୍ରାଥମିକ ଶିକ୍ଷକ ନିଜର ସମ୍ପତ୍ତି ତାଲିକା ଦେଇପାରି ନ ଥିବା ଜଣାଯାଇଛି। ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ସମସ୍ୟା ଉପୁଜିଥିବା କୁହାଯାଇଛି। ପ୍ରକାଶ ଯେ, ରାଜ୍ୟ ସରକାର…

ପୋଖରୀ ଖୋଳା ବେଳେ ମିଳିଲା ଅନନ୍ତ ସାଇ ବିଷ୍ଣୁ ମୂର୍ତ୍ତି

ଭଣ୍ଡାରିପୋଖରୀ, ୫।୫ (ଡି.ଏନ.ଏ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କୁରିଗାଁ ପଞ୍ଚାୟତ ଷଠଗାଁର ରମେଶ ପରିଡ଼ା ନାମକ ଜଣେ ବ୍ୟକ୍ତିଙ୍କର ଦୁଧେଇ ନାଳ ନିକଟରେ ଥିବା ନିଜସ୍ବ ଜମିରେ ରବିବାର ପୋଖରୀ ଖୋଳାଯାଉଥିଲା। ଏହି ସମୟରେ ସେଠାରୁ ଅନନ୍ତ ସାଇ ବିଷ୍ଣୁଙ୍କର ଏକ…

ଭାରତୀୟ ଟାଏକୋଣ୍ଡୋ ପ୍ରଶିକ୍ଷକ ତାଲିକାରେ ଚିନ୍ମୟ

ଭଦ୍ରକ ଅଫିସ,୪।୫-ଭାରତୀୟ ଟାଏକୋଣ୍ଡୋ ଦଳରେ ପ୍ରଶିକ୍ଷକ ତାଲିକାରେ ଦଳରେ ଭଦ୍ରକର ଚିନ୍ମୟ ବେହେରାଙ୍କ ନାମ ସ୍ଥାନ ପାଇଛି। ଚଳିତ ମାସ ୧୫ରୁ ୩୦ ତାରିଖ ପର୍ଯ୍ୟନ୍ତ ଓସେନିଆ ଟାଏକୋଣ୍ଡୋ ଏବଂ ବିଶ୍ୱ ଟାଏକୋଣ୍ଡୋ ସଂଘ ଦ୍ୱାରା ଜି-୨ ଅନ୍‌ଲାଇନ ଅନ୍ତର୍ଜାତୀୟ ପୁମ୍‌ସେ…

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ

ବାସୁଦେବପୁର, ୩।୫: ପୂର୍ବତନ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ତଥା ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବିଧାୟକ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କଠାରେ ଲକ୍ଷଣ ଦେଖାଦେବାରୁ କୋଭିଡ୍‌ ପରୀକ୍ଷା କରିବା ପରେ ପଜିଟିଭ୍‌ ବାହାରିଥିବା ସେ ଶନିବାର…

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଭଣ୍ଡାରିପୋଖରୀ,୩।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ଗ୍ରାମରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟଛି। ଏଥିରେ ଗ୍ରାମର ନୃସିଂହ ଜେନାଙ୍କ ୨ ବଖରା ଓ ଚୌଧୁରୀ ଜେନାଙ୍କ ୨ ବଖରା ଘର ପୋଡି ନଷ୍ଟ ହୋଇଛି। ଏହି ଅଗ୍ନିକାଣ୍ଡ ବିଦ୍ୟୁତ ଶଟସର୍କିଟ…

ବଜ୍ରପାତରେ ଜଳିଗଲା ୨୯ ବଖରା

ପାଟଣା/ହାଟଡିହୀ/ରୂପସା/ଭଦ୍ରକ ଅଫିସ,୨।୫: କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନର ବଜ୍ରପାତ ଘଟି ଗଛ ସହ ୨୯ ବଖରା ଜଳିଯାଇଛି। କେନ୍ଦୁଝର ପାଟଣା ବ୍ଲକରେ ରବିବାର କାଳବୈଶାଖୀ ପ୍ରଭାବରେ ବୁଢ଼ୀକାପୁଡି ମହାନ୍ତ ସାହିରେ ବଜ୍ରପାତ ହୋଇଥିଲା। ଉକ୍ତ ଗ୍ରାମର ଲକ୍ଷ୍ମୀଧର…

ଆଖଣ୍ଡଳମଣି ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୨।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ବାବା ଆଖଣ୍ଡଳମଣିଙ୍କ ମନ୍ଦିରକୁ ଶନିବାର ସନ୍ଧ୍ୟାଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରିଛନ୍ତି। ସାଧାରଣ ଦର୍ଶନ ଉପରେ ଅଙ୍କୁଶ ଲଗାଯାଇଛି। କେବଳ ସେବାୟତମାନେ…

ଥାନା ଆଗରେ କିରୋସିନ ଢାଳି ମହିଳାଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୧ା୫: ପୋଲିସ ଉପରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକ ଜିଲା ଅରଣ୍ଡୁଆ ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ତାରାମଣି ବିଶ୍ୱାଳ ବାସୁଦେବପୁର ଥାନା ସମ୍ମୁଖରେ ଦେହରେ କିରୋସିନ ଢାଳି ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ଉପସ୍ଥିତ କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରିବାରେ…

ବନ୍ଦ ରହିବ ଧର୍ମାନୁଷ୍ଠାନ

ଭଦ୍ରକ ଅଫିସ, ୧ା୫: ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜାରି କରାଯାଇଛି। ଦିନକୁ ଦିନ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏଭଳି…

ବଜ୍ରପାତରେ ଜଳିଗଲା ୨୦ ବଖରା : ୧୧ ପରିବାର ସର୍ବସ୍ବାନ୍ତ

ଭଦ୍ରକ ଅଫିସ, ୧ା୫-ଭଦ୍ରକ ତିହିଡି ବ୍ଲକ ଅଚକ ପଞ୍ଚାୟତ ଗୋପ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା, ପବନ, ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟି ୧୧ଟି ପରିବାରର ୨୦ରୁ ଊର୍ଦ୍ଧ୍ୱ ବଖରା ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଛି। ସମସ୍ତେ…

ଜଳିଗଲା ୬ ଦୋକାନ

ଭଦ୍ରକ ଅଫିସ, ୧ା୫-ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥ ରାଣୀତାଲ ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ଟି ଦୋକାନ ଜଳିଯାଇଛି। ଅଗ୍ନିକାଣ୍ଡରେ ପ୍ରାୟ ୧୫ଲକ୍ଷ ଟଙ୍କାର ସମ୍ପତ୍ତି ପୋଡି ହୋଇଯାଇଛି। ବିଦ୍ୟୁତ ସଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?