ଭଦ୍ରକରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ
ଭଦ୍ରକ, ୧।୫(ସନାତନ ରାଉତ)- ଭଦ୍ରକ ଟାଉନ ହଲରେ ଗୁରୁବାର ପୂର୍ବାହ୍ନ ୯ ଟାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ହୋଇଯାଇଛି l ଡିଜିଟାଲ ଯୁଗରେ ମେଶିନ ଦ୍ୱାରା ସବୁ କାମ କରାଯାଉଥିଲେ ମଧ୍ୟ ମେସିନ ଚଳାଇବା ପାଇଁ ମାନବ ସମ୍ବଳର…
ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା
ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ। ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ ହେବା ଘଟଣାକୁ ନେଇ ତୁମ୍ବି ତୋଫାନ ଥମି ନ ଥିବା ବେଳେ ରବିବାର ଗେଲପୁରସ୍ଥିତ…
ଆମ୍ବୁଲାନ୍ସରେ ହେଉଥିଲା ଗୋଚାଲାଣ: ୪ ଗୋରୁ ଉଦ୍ଧାର, ଆମ୍ବୁଲାନ୍ସ ଜବତ
ଭଦ୍ରକ,୨୭।୪(ସନାତନ ରାଉତ): ଭଦ୍ରକରେ ଗୋ ଚାଲାଣ ରୋକିବା ପାଇଁ ପୋଲିସ କଡା ପଦକ୍ଷେପ ନେଉଥିବାରୁ ଗୋ ମାଫିଆ ମାନେ ଅଭିନ ଉପାୟରେ କରୁଛନ୍ତି ଗୋଚାଲାଣ ।ରବିବାର ଭୋର ସମୟରେ ଗୋ ଚାଲାଣ ହେଉଥିବା ଏକ ଆମ୍ବୁଲାନ୍ସକୁ ଜବତ କରିଛି ପୁରୁଣାବଜ଼ାର ପୋଲିସ…
ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ଓଭର ବ୍ରିଜ ୱାଲରେ ପିଟି ହେଲା ବାଇକ, ୨ ମୃତ ଜଣେ ଗୁରୁତର
ଭଦ୍ରକ,୨୭।୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ବନ୍ତ ଛକ ଓଭର ବ୍ରିଜ ନେହେରୁ ଷ୍ଟାଡିଅମ ନିକଟରେ ରବିବାର ପୂର୍ବାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟିଛି। ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ…
ଗୋରୁ ବୋଝେଇ ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ
ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଉକ୍ତ ଭ୍ୟାନରେ ପ୍ରାୟ ୪୦ ଗୋରୁ ଥିଲାବେଳେ…
ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ
ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି। ଏହି ଉତ୍ସବ ପରେ ବ୍ଲକ ଅଫିସ୍ ପରିସରରେ ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ମାର୍ପିଟ୍ ହୋଇଥିବା…
ଲିଫ୍ଟରେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ, ମେଡିକାଲରେ ଉତ୍ତେଜନା, ପୋଲିସ ମୁତୟନ
ଭଦ୍ରକ,୨୪।୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଲିଫ୍ଟରେ ଚାପି ହୋଇ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଘଟିଛି l ଘଟଣାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ସୃଷ୍ଟି ହୋଇଛି l ଘଟଣାସ୍ଥଳରେ ଟାଉନ ପୋଲିସ ମୁତୟନ ରହିଛନ୍ତି। ସୂଚନା ମୁତାବକ,…
ସାଙ୍ଗ ହୋଇ ଖେଳୁଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଜୀବନ
ବାସୁଦେବପୁର,୨୪।୪ (କାଳିପଦ ରାୟ): ପୋଖରୀରେ ବୁଡ଼ିଗଲେ ଦୁଇଭଉଣୀ। ଉଦ୍ଧାର କରାଯାଇ ମେଡିକାଲ ଅଣାଯାଇଥିଲେ ହେଁ ବଞ୍ଚାଯାଇପାରି ନ ଥିଲା। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦମଳ ଦିହ ସାହିରେ ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି। ମୃତକଦ୍ୱୟ…
ବ୍ୟାଙ୍କ ସ୍ଥାନାନ୍ତରକୁ ଲୋକଙ୍କ ବିରୋଧ: ରାସ୍ତାରୋକୋ କଲେ ଉପଭୋକ୍ତା
ଭଦ୍ରକ, ୨୩।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ବରପଦା ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଶାଖା ସ୍ଥାନାନ୍ତରକୁ ସ୍ଥାନୀୟ ଲୋକ ବିରୋଧ କରିଛନ୍ତି l ଶହ ଶହ ସଂଖ୍ୟାରେ ବ୍ୟାଙ୍କ ଉପଭୋକ୍ତା ବୁଧବାର ପୂର୍ବାହ୍ନ ୮ଟାରୁ ଭଦ୍ରକ ଆନନ୍ଦପୁର…
କଲେଜରେ ଭଉଣୀଙ୍କୁ ଛାଡ଼ି ଫେରୁଥିଲେ: ବାଇକ୍ ସହ ଧକ୍କା ପରେ ଚାପିଦେଲା ହାଇଓ୍ବା, ଯୁବକ ମୃତ…
ତିହିଡି଼,୨୨।୪(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାସ୍ତାର ବିନ୍ଧାବଜାରଠାରୁ କିଛି ଦୂରରେ ମଙ୍ଗଳବାର ସକାଳ ସାଢେ ୮ଟା ସମୟରେ ଏକ ହାଇୱା ତଳେ ଚାପିହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ହେଲେ ଉତ୍ତମ କୁମାର ଶଙ୍ଖୁଆ (୨୪) ଏବଂ ତାଙ୍କ ଘର…
ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…
ସାବରଙ୍ଗ,୨୨।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତର ବାଣପୁର ଗ୍ରାମରେ ଥିବା ନବଗ୍ରହ ମନ୍ଦିରରୁ ସୋମବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଛି। ମନ୍ଦିର ଗ୍ରିଲ ଭାଙ୍ଗି ଦୁର୍ବୃତ୍ତମାନେ ୧୦ ସୁନା ଚିତା, ୮ ରୂପା ଚିତା, ଦୁଇ…
ବିଭିନ୍ନ ଦାବିରେ ଓଡ଼ିଶା ମଜଦୂର ୟୁନିୟନ ପକ୍ଷରୁ ବିକ୍ଷୋଭ
ତିହିଡ଼ି,୧୯ା୪(ସଞ୍ଜିତ ବଳ): ଓଡ଼ିଶା କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଶନିବାର ତିହିଡ଼ି ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୟୁନିୟନର କର୍ମକର୍ତ୍ତାମାନେ ପୂର୍ବାହ୍ନ ୧୧ଟା ସମୟରେ ତିହିଡ଼ି ପୁରୁଣାହାଟଠାରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିବା ପରେ ବ୍ଲକ…
Archives


