ଭଦ୍ରକ

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ ଶିଶୁ ବାଟିକା ଚାକିରି ପାଇଁ କୋର୍ସ କରି ମଧ୍ୟ ଚାକିରି ନ ହେବାରୁ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ମଧ୍ୟାହ୍ନରେ ଏକ ବାଲି ବୋଝେଇ ଟ୍ରାକ୍ଟରକୁ ଜୟ ମାତାଦୀ ନାମକ ଘରୋଇ ବସ୍‌…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ ୨୧,୦୨୪ ପରୀକ୍ଷାର୍ଥୀ ୧୧୫ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି । ସକାଳ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ ସେଠାରେ ଫସିଥିବା ଅଭିଯୋଗ ହୋଇଛି। ଏକ ପ୍ଲାଏଉଡ୍ କାରଖାନାରେ କାମ କରୁଥିବା ଏହି…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ଅନ୍ୟପକ୍ଷେ ମହୁମାଛି ଆକ୍ରମଣରେ ଜଣେ ବାଟୋଇ ମଧ୍ୟ…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର ଏକତରଫା କାର୍ଯ୍ୟାନୁଷ୍ଠାନ ଅଭିଯୋଗ କରି ସ୍ଥାନୀୟ ଲୋକମାନେ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା ମଙ୍ଗଳବାର ଦେଖିବାକୁ ମିଳିଛି। ଏନେଇ ସ୍ଥାନୀୟ ଲୋକେ ଆରଡି ଫାଣ୍ଡିକୁ ଜଣାଇଥିଲେ ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ କନିକା ରାଜାଙ୍କ ଦ୍ବାରା ପହିଲି ଘର୍ଷଣ ଲାଗି କରା…

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି । ଏହାର ପ୍ରତିବାଦ କରି ନବ ନିର୍ମାଣ କୃଷକ ସଂଗଠନ ଶୁକ୍ରବାର ଧାନ…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ ଦେଖିବାକୁ ମିଳିଛି l ବିଭିନ୍ନ ଟ୍ରେଡ଼ ଶ୍ରମିକ ୟୁନିୟନ ପକ୍ଷରୁ ଭଦ୍ରକ ବନ୍ତ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଅଗରପଡା ଥାନାରେ ଆଡିଆ ଗ୍ରାମରେ l ମଙ୍ଗଳବାର…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର ପୂର୍ବାହ୍ନ ସାଢ଼େ ୧୨ଟାବେଳେ ଏକ ଦୋକାନରୁ ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଗୋଟେ ବାଇକ ଜଳିଯାଇଛି। ଚୂଡ଼ାମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?