୧୮ ହଜାର ହେକ୍ଟର ଚାଷଜମି ପାଣି ଘେରରେ
ଚାନ୍ଦବାଲି,୩୧ା୮(ଡି.ଏନ୍.ଏ.): ଚଳିତ ବନ୍ୟାରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବ୍ୟାପକ ଚାଷଜମି ଜଳମଗ୍ନ ହୋଇଛି। ବୈତରଣୀ, ସାଳନ୍ଦୀ ଓ ଏହାର କେତେକ ଶାଖା ନଦୀର ଉପର ମୁଣ୍ଡରେ ଜଳସ୍ତର କମୁଥିବା ବେଳେ ମୁହାଣ ହେତୁ ଚାନ୍ଦବାଲି ଅଞ୍ଚଳରେ ବନ୍ୟାଜଳ ବୃଦ୍ଧି ପାଇବାରେ…
ଭଦ୍ରକରେ ୨୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୪୭ ପଜିଟିଭ୍
ଭଦ୍ରକ ଅଫିସ,୩୧।୮: – ଭଦ୍ରକ ଜିଲାରେ ସୋମବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩୩ରେ ପହଞ୍ଚିଛି। ଚି଼ହ୍ନଟ ମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ୨୬୩୩ଜଣ…
ଭାଜପା ରାଜ୍ୟ ପ୍ରତିନିଧି ଦଳର ବନ୍ୟାଞ୍ଚଳ ପରିଦର୍ଶନ: ବନ୍ୟା ବିପନ୍ନଙ୍କୁ ସହାୟତା ଦାବି
ଭଣ୍ଡାରିପୋଖରୀ, ୩୦।୮(ଡି.ଏନ.ଏ): ରାଜ୍ୟ ଭାଜପା ପ୍ରତିନିଧି ଦଳର ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ୍ ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ବନ୍ୟା ବିପନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପୂର୍ବତନ ଜିଲା ସଭାପତି ବଦ୍ରୀ ନାରାୟଣ ଧଳଙ୍କ ସହ…
ବିଧାୟକ ବ୍ୟୋମକେଶ ରାୟ କରୋନା ସଂକ୍ରମିତ
ଭଦ୍ରକ ଅଫିସ, ୩୧।୮: ଚାନ୍ଦବାଲି ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧକ୍ଷ ବ୍ୟୋମକେଶ ରାୟ କରୋନା ସଂକ୍ରମିତ ହୋଇଥିବା ନିଜ ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି। ସେହିଭଳି ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୁତାର କରୋନା ସଂକ୍ରମିତ ଥିବା ଜିଲାପାଳ ଡ଼…
ବୈତରଣୀ ବନ୍ୟା ନିୟନ୍ତ୍ରଣାଧୀନ, ୨ଲକ୍ଷ ୭୦ ହଜାର ୫୧୫ ଲୋକ ପ୍ରଭାବିତ
ଭଦ୍ରକ ଅଫିସ,୩୧।୮: ବୈତରଣୀ ନଦୀରେ ଆସିଥିବା ବନ୍ୟା ନିୟନ୍ତ୍ରଣ ହୋଇଛି। ନଦୀର ଜଳପତ୍ତନ ହ୍ରାସ ପାଇ ବିପଦ ସଂକେତରେ ବହୁ ତଳେ ପ୍ରବାହିତ ହେଉଛି। ତେବେ ଯେଉଁ ବନ୍ୟା ହୋଇଯାଇଛି, ଏଥିରେ ଜିଲାର ୭ଟି ବ୍ଳକ ଓ ୪ଟି ପୌରପାଳିକାର ୧୧୮ଟି…
ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କ ଘରୁ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
ଭଦ୍ରକ ଅଫିସ,୩୦ା୮: ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କ ଘରୁ ଜଣେ ଅନୁସୂଚିତ ଜନଜାତିର ନାବାଳିକା ଶିଶୁ ଶ୍ରମିକକୁ ଉଦ୍ଧାର କରିଛି ଭଦ୍ରକ ଚାଇଲ୍ଡଲାଇନ୍ । ସମ୍ପୃକ୍ତା ନାବାଳିକାକୁ ଶିଶୁ ମଙ୍ଗଳ କମିଟି ସମ୍ମୁଖରେ ଉପସ୍ଥାପନ କରାଯିବା ପରେ ଆସିଆନା ମୁକ୍ତ ଆଶ୍ରୟସ୍ଥଳୀରେ…
ବିପଦସଙ୍କେତ ତଳେ ବୈତରଣୀ
ଭଦ୍ରକ ଅଫିସ, ୨୯ା୮ -ବୈତରଣୀରେ ବନ୍ୟା ଜଳ କମିବାରେ ଲାଗିଛି। ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ସକାଳ ୭ଟା ସୁଦ୍ଧା ୧୮.୧୩ ମିଟର, ୮ଟା ସୁଦ୍ଧା ୧୮.୦୯ ମିଟର, ୯ଟା ସୁଦ୍ଧା ୧୮.୦୫ ମିଟର, ୧୦ଟା ସୁଦ୍ଧା ୧୮.୦୦…
ବନ୍ୟାଜଳରେ ଭାସିଯାଇ ନିଖୋଜ ଥିଲେ ହେମନ୍ତ: ଉଦ୍ଧାର ହେଲା ମୃତଦେହ
ଧାମନଗର,୨୯।୮(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଖଡ଼ିପଦା ପଞ୍ଚାୟତ ଦକ୍ଷିଣ କୋରୁଆ ଗ୍ରାମର ହେମନ୍ତ ଜେନା ଶୁକ୍ରବାର ସନ୍ଧ୍ୟାରେ ବନ୍ୟାଜଳରେ ଭାସି ଯାଇ ନିଖୋଜ ଥିଲେ। ତେବେ ଶନିବାର ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ସୂଚନାଯୋଗ୍ୟ, ବନ୍ୟା ଜଳ ମାଡି ଅସୁଥିବାବେଳେ…
ବୈତରଣୀରେ ବନ୍ୟା: କେତେ ଲୋକ ପ୍ରଭାବିତ, କିପରି ଯୋଗା ଯାଉଛି ପ୍ରଶାସନିକ ସହାୟତା ଜାଣନ୍ତୁ
ଭଦ୍ରକ ଅଫିସ,୨୯।୮: ଲଗାଣ ବର୍ଷାରେ ଭଦ୍ରକ ଜିଲାର ୧୧୮ଟି ପଞ୍ଚାୟତର ୧ଲକ୍ଷ ୫୬ ହଜାର ୧୧୩ ଲୋକ ପ୍ରଭାବିତ ହୋଇଥିବା ପ୍ରଶାସନର ପ୍ରାଥମିକ ଆକଳନରୁ ଜଣାପଡ଼ଛି । ସେଗୁଡ଼ିକ ହେଲା ଭଦ୍ରକ ଜିଲାର ଭଦ୍ରକ, ଭଣ୍ଡାରିପୋଖରୀ, ଧାମନଗର, ବାସୁଦେବପୁର, ବନ୍ତ, ଚାନ୍ଦବାଲି,…
ଭଦ୍ରକ ଜିଲାରେ ବଢ଼ିଚାଲିଛି ଲୋକାଲ୍ କେସ୍: ଆଜି ବି ୭୬ ପଜିଟିଭ୍
ଭଦ୍ରକ ଅଫିସ,୨୯।୮: ଭଦ୍ରକ ଜିଲାରୁ ଶନିବାର ୭୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୪୬ରେ ପହଞ୍ଚିଛି। ତେବେ ଲଗାତାର ଭାବେ ଭଦ୍ରକରେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର…
ବୈତରଣୀରେ କମୁଛି ବନ୍ୟାଜଳ
ଭଦ୍ରକ ଅଫିସ,୨୯।୮: ଭଦ୍ରକ ଜିଲା ବୈତରଣୀ ନଦୀରେ ବନ୍ୟାଜଳ କମିବାରେ ଲାଗିଛି। ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ମିଟର ରହିଥିବା ବେଳେ ଶନିବାର ସକାଳ ୭ଟା ସୁଦ୍ଧା ୧୮.୧୩ ମିଟର, ୮ଟା ସୁଦ୍ଧା ୧୮.୦୯ ମିଟର, ୯ଟା ସୁଦ୍ଧା ୧୮.୦୫ ମିଟର, ୧୦ଟା…
ଭଦ୍ରକ ଉପଜିଲାପାଳଙ୍କୁ କରୋନା: କିଏ ନେଲେ ତାଙ୍କ ଦାୟିତ୍ୱ ଜାଣନ୍ତୁ
ଭଦ୍ରକ ଅଫିସ,୨୯।୮: ଭଦ୍ରକ ଉପଜିଲାପାଳ ପିତାମ୍ବର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଶନିବାର ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ତାଙ୍କ ସ୍ଥାନରେ ମନୋରମା ଭୂୟାଁଙ୍କୁ ଉପଜିଲାପାଳ ଦାୟିତ୍ୱ ଦିଆଯାଇ ଥିବା ସେ…
Archives


