ବନ୍ୟାରେ ଫସିଥିବା ଦୁଇ ଭାଇ, ଗର୍ଭବତୀଙ୍କୁ ଉଦ୍ଧାର କଲା ଏନ୍ଡିଆରଏଫ୍ ଟିମ୍
ଭଦ୍ରକ ଅଫିସ,୨୮ା୮: ବନ୍ୟାରେ ଫସି ରହିଥିବା ଦୁଇ ଭାଇ ଓ ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିଛି ଏନ୍ଡିଆରଏଫ୍ ଟିମ୍। ଭଣ୍ଡାରିପୋଖରୀ ବ୍ଲକ ବନ୍ୟା ପାଣି ଘେରରେ ଥିବା ଷୋଳମପୁର ନିଜ ଘରେ ଫସି ରହିଥିବା ଦୁଇ ଭାଇଙ୍କୁ ୩ଘଣ୍ଟା ଅପରେଶନ ପରେ…
ବନ୍ୟାସ୍ଥିତିର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ
ଭଦ୍ରକ ଅଫିସ,୨୮ା୮: ବୈତରଣୀରେ ସୃଷ୍ଟି ହୋଇଥିବା ବନ୍ୟାର ସ୍ଥତିି ସମ୍ପର୍କରେ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ। ବୈତରଣୀରେ ବନ୍ୟା ଯୋଗୁ ଜିଲାର ଭଣ୍ଡାରିପୋଖରୀ, ଧାମନଗର ବ୍ଲକ ବିଶେଷ ପ୍ରଭାବିତ ହୋଇଥିବା ବେଳେ ଚାନ୍ଦବାଲି ଓ ତିହିଡ଼ି…
କମୁଛି ବୈତରଣୀ, ବଢୁଛି ଦୁର୍ଦ୍ଦଶା
ଭଦ୍ରକ ଅଫିସ,୨୮ା୮: ଭଦ୍ରକର ତଳିଆ ଅଞ୍ଚଳ ଏବେ ସମ୍ପୂର୍ଣ୍ଣ ଜଳମଗ୍ନ। ପ୍ରାଥମିକ ଆକଳନ ଅନୁଯାୟୀ, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୧୩୦ ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ଭଦ୍ରକ-ଆଖଣ୍ଡଳମଣି ରାସ୍ତାର କୋଠାର ଛକ ପାଖରେ ରାସ୍ତା ଉପରେ ୩ ଫୁଟର ବନ୍ୟାଜଳ…
ଭଦ୍ରକରେ ବନ୍ୟା,୧୧୩ ଗାଁ ପ୍ରଭାବିତ
ଭଦ୍ରକ ଅଫିସ, ୨୮ା୮- ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଖୁଆପଦାଠାରେ ଏହି ନଦୀର ବିପଦ ସଙ୍କେତ ୧୭.୮୩ ରହିଥିବା ବେଳେ ଗୁରୁବାର ଅପରାହ୍ନ ୫ଟା…
ଭଦ୍ରକରେ ବନ୍ୟା ପରିସ୍ଥିତି: ତଳିଆ ଅଞ୍ଚଳବାସୀଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ
ଭଦ୍ରକ ଅଫିସ,୨୭ା୮: ଉପର ମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ୭୦ ଜଣଙ୍କୁ ଖାଲୁଆ ଅଞ୍ଚଳରୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି। ଏମାନଙ୍କ ମଧ୍ୟରୁ ୨୦ଜଣ ଆସନ୍ନ…
ଉତ୍ତର ଓଡ଼ିଶାରେ ବନ୍ୟା
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ ମୟୂରଭଞ୍ଜ…
ଆଖଣ୍ଡଳମଣି ମନ୍ଦିରରେ ବୁଡ଼ିଗଲା ବିଗ୍ରହ
ଆରଡି, ୨୭ା୮(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ବୁଧବାର ସକାଳୁ ପହୁଡ଼ ଖୋଲାଯିବା ପରେ ପାଳିଆ ସେବକ ଓ ଅନ୍ୟ ସେବାୟତ ମାନେ ବାବା ଆଖଣ୍ଡଳମଣିଙ୍କ ବିଗ୍ରହ ବୁଡିଯିବା ଦେଖିବାକୁ…
ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ଭାଜପା ନେତା
ବନ୍ତ,୨୭।୮(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ ଆଦି ଜଳବନ୍ଦୀ ଗ୍ରାମ ଗୁଡିକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ଭାଜପା ନେତା ବୁଧବାର ବଦ୍ରୀ ନାରାୟଣ ଧଳ ପରିଦର୍ଶନ କରିଛନ୍ତି। ଉପରୋକ୍ତ ଗ୍ରାମକୁ ଯାଇଥିବା ରାସ୍ତାର ଦୁରବସ୍ଥା…
ବୈତରଣୀ ନଦୀ ଆଖୁଆପଦାଠାରେ ଅତିକ୍ରମ କଲା ବିପଦସଙ୍କେତ
ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ନଦୀ ବୁଧବାର ମଧ୍ୟାହ୍ନରେ ବିପଦ ସଙ୍କେତ ଅତିକ୍ରମ କରିଛି। ଏଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ୧ ଟାରେ ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଅର୍ଥାତ ୧୮.୨୭…
ଆଜିବି ଭଦ୍ରକରୁ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର
ଭଦ୍ରକ ଅଫିସ,୨୬।୮: ଭଦ୍ରକ ଜିଲାରୁ ବୁଧବାର ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୩୭ରେ ପହଞ୍ଚିଛି। ତେବେ ଲଗାତାର ଭାବେ ଭଦ୍ରକରେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ…
ଭଦ୍ରକରେ ବନ୍ୟା ଆଶଙ୍କା: ପହଞ୍ଚିଲେ ଏନ୍ଡିଆର୍ଏଫ, ଓଡ୍ରାଫ୍ ଟିମ୍
ଭଦ୍ରକ ଅଫିସ,୨୬।୮: ଲଘୁଚାପ ଜନିିତ ଲଗାଣ ବର୍ଷା ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି। ଭଦ୍ରକ ଜିଲାରେ ମଧ୍ୟ ଦୁଇ ଦିନ ଧରି ଲଗାଣ ବର୍ଷା ହେଉଥିବା ବେଳେ ବନ୍ୟା ଆଶଙ୍କା କରାଯାଉଛି। ସମସ୍ତ ନଦୀରେ ବର୍ଷା ଜଳ ପ୍ରବାହିତ ହେବାରେ ଲାଗିଛି।…
ମନ୍ଦିର ଗର୍ଭଗୃହରେ ପାଣି, ବୁଡିଗଲେ ବାବା ଆଖଣ୍ଡଳମଣି
ଆରଡି, ୨୬।୮,(ଡି.ଏନ.ଏ.) : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷା ପାଣି ପ୍ରବେଶ କରିବାରୁ ବାବା ଆଖଣ୍ଡଳମଣି ସମ୍ପୂର୍ଣ୍ଣ ଭାବେ ବୁଡିଯାଇଥିଲେ। ଲିଙ୍ଗ ବୁଡି ରହିଥିବାରୁ ବୁଧବାର ସକାଳେ ମଙ୍ଗଳଆଳତି ହେବାରେ ବିଳମ୍ବ…
Archives


