ଭଦ୍ରକ

ଔଷଧ ଦୋକାନରେ ଗୁଟ୍‌ଖା, ସିଗାରେଟ୍‌ ବିକ୍ରି

ଭଦ୍ରକ ଅଫିସ, ୨୪।୪: ଔଷଧ ଦୋକାନରେ ବିକ୍ରି ହେଉଥିଲା ଗୁଟ୍‌ଖା ଓ ସିଗାରେଟ୍‌। ସ୍ଥାନୀୟ ପ୍ରଶାସନ ଓ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୩ ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ଔଷଧ ଦୋକାନକୁ ୭ ଦିନ ପାଇଁ ସିଲ୍‌ କରାଯାଇଛି। ଭଦ୍ରକ…

ଶ୍ରୀରାମ ନବମୀ ମହୋତ୍ସବ, କଟକଣାରେ ମହାଯଜ୍ଞ

ଭଦ୍ରକ ଅଫିସ,୨୨।୪- କରୋନା ମହାମାରୀ ଯୋଗୁ ଚଳିତବର୍ଷ ମଧ୍ୟ ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଫିକା ପଡ଼ିଛି। ୩ ଦିନର ହୋମଯଜ୍ଞ, ହନୁମାନ ଚାଳିଶା ପାଠ, ଶ୍ରୀରାମ ମହାନବମୀ ଯଜ୍ଞ ଆଦି କଟକଣା ମଧ୍ୟରେ ସମ୍ପନ୍ନ ହୋଇଛି। ବୁଧବାର ଏହି…

ବାସୁଦେବପୁରରୁ ୨ ଜଣଙ୍କ ଜୀବନ ନେଲା କରୋନା

ପଦ୍ମପୁର,୨୧।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତର ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଛତିଶଗଡ଼ରେ ଏକ କମ୍ପାନୀରେ କାମ କରୁଥିବା ବେଳେ ଉଭୟ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମଙ୍ଗଳବାର ରାତିରେ ଛତିଶଗଡ଼ ଠାରେ ତାଙ୍କର ମୃତ୍ୟୁ…

ଅଶ୍ଳୀଳ ଭିଡିଓ ଭାଇରାଲ, ଶିକ୍ଷକ ନିଲମ୍ବିତ

ପଦ୍ମପୁର,୨୦।୪(ଡି.ଏନ.ଏ.)-ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଭଦ୍ରକ ଜିଲା ସଦର ବ୍ଲକ ଅଞ୍ଚଳର ଏକ ୟୁଜିଏମ୍‌ଇ ସ୍କୁଲର ଏକ୍ସ କ୍ୟାଡ଼ର ଶିକ୍ଷକ ସପନ କୁମାର ମିଶ୍ରଙ୍କୁ ନିଲମ୍ବିତ କରାଯାଇଛି। ବ୍ଲକ ଶିକ୍ଷାଧିକାରୀ ଶମ୍ଭୁନାଥ ପାଣିଗ୍ରାହୀ ଚିଠି…

‘ପ୍ରାଣୀ, ପକ୍ଷୀଙ୍କ ସେବାରୁ ମିଳୁଛି ଆତ୍ମତୃପ୍ତି’

ବନ୍ତ,୧୯।୪ (ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତରୁ ପୁରୀ ୨୩୦ କି.ମି. ମାତ୍ର ୨୮ ଘଣ୍ଟାରେ ଦୌଡ଼ି ଚର୍ଚ୍ଚାରେ ଥିଲେ ଯୁବ ଧାବକ ସୌରଭ ସେଠୀ। ମାନସିକ ଅନଗ୍ରସର, ଦିବ୍ୟାଙ୍ଗ, କ୍ଷୁଦାର୍ତ୍ତ, ରୋଗୀ ଓ ଅସହାୟ ଲୋକଙ୍କୁ ସହାୟତା କରିଆସୁଥିବା ବେଳେ ବିଶେଷ କରି…

ଓ୍ବେବସାଇଟରେ ମିଛ ତଥ୍ୟ

ଭଦ୍ରକ ଅଫିସ,୧୯।୪: ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ସ୍ଲୋଗାନ ଦେଇ ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ନାମରେ ନୂଆ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଇନ୍‌ଫରମେଶନ ଟେକ୍ନାଲୋଜିର ସହାୟତା ନିଆଯାଇ ପୂର୍ଣ୍ଣ ସ୍ବଚ୍ଛତା ସହ ଯୋଜନାର କାର୍ଯ୍ୟକାରିତା ପାଇଁ ନୂଆ ମାର୍ଗଦର୍ଶିକା…

ମେଶିନରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ: ତଦନ୍ତ ଆରମ୍ଭ କଲେ ଅଧିକାରୀ

ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଜେସିବି ଦ୍ୱାରା କାମ କରାଯାଉଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ଟୁଇଟର ମାଧ୍ୟମରେ ଅଭିଯୋଗ ପରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ୱେବସାଇଟ୍‌ରୁ ଉକ୍ତ କାର୍ଯ୍ୟ ସମ୍ପର୍କିତ ତଥ୍ୟ ଡିଲିଟ୍‌…

ପଦ ହରାଇଲେ ଦୈସିଂ ସରପଞ୍ଚ

ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଦୈସିଂ ସରପଞ୍ଚ ପାର୍ବତୀ ମାଝୀ ଓଡ଼ିଆ ଲେଖାପଢ଼ା ଜାଣି ନ ଥିବାରୁ ପଦ ହରାଇଛନ୍ତି। ଜିଲା ଜଜ୍‌ କୋର୍ଟ ତାଙ୍କୁ ଅଯୋଗ୍ୟ ଘୋଷଣା କରିବା ସହ ଭଦ୍ରକ ବିଡିଓ ତୁରନ୍ତ ସରପଞ୍ଚ ପଦ…

ସେବାୟତଙ୍କୁ କରୋନା: ୩ ଦିନ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୧୫।୪: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସକାଳ ୮ଟାରୁ ୩ ଦିନ ପାଇଁ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଘୋଷଣା କରାଯାଇଛି। ସେବାୟତମାନେ ଯଥାରୀତି…

ମାସ୍କ ଚେକିଂ ବେଳେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ

ଭଦ୍ରକ ଅଫିସ,୧୫।୪: ମାସ୍କ ଚେକିଂ ବେଳେ ଗୁରୁବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ୩ ବ୍ରାଉନସୁଗାର ବେପାରୀ। ପୋଲିସ ଗିରଫ ବେପାରିଙ୍କଠାରୁ ୧୦ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ…

ବୈତରଣୀ ଉଜାଡ଼ି ଦେଲା ମା’ର କୋଳ

ଭଦ୍ରକ ଅଫିସ,୧୫।୪: ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସୋହଡ଼ା ପଞ୍ଚାୟତ ଗୌରାଙ୍ଗପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଭଉଣୀଭାଇ ହେଲେ ସୋହଡ଼ା ଗ୍ରାମର ମନ୍ମଥ ଦାସଙ୍କ…

ଶ୍ରଦ୍ଧାଳୁଙ୍କୁ ଆଖଣ୍ଡଳମଣି ମନା

ଭଦ୍ରକ ଅଫିସ,୧୫।୪: ରାଜ୍ୟରେ କରୋନା ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୁରୁବାର ଭଦ୍ରକ ଆରଡି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ମନ୍ଦିରକୁ ୩ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?