ଦ୍ରୁତ ଗତିରେ ବଢୁଛି ବୈତରଣୀ,ବନ୍ୟା ଆଶଙ୍କା
ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍.ଏ): ବୈତରଣୀ ନଦୀରେ ବନ୍ୟା ଜଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଲଘୁଚାପଜନିତ ଲଗାଣ ବର୍ଷାରେ ବୈତରଣୀ ନଦୀ ମଙ୍ଗଳବାର ରାତି ୩ ଟାରୁ ବଢିବା ଆରମ୍ଭ କରିଛି। ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ଆଖୁଆପଦା ଆନିକଟ ଠାରେ ବନ୍ୟାଜଳ…
ରାସ୍ତାରେ ଘାଇ,୩ ଗାଁ ଜଳବନ୍ଦୀ
ବନ୍ତ, ୨୬।୮(ଡି.ଏନ୍.ଏ.)-ଲଘୁଚାପଜନିତ ବର୍ଷା ଓ ରେବ ନଦୀର ଜଳପତ୍ତନ ବୃଦ୍ଧି ଯୋଗୁ ରାସ୍ତାରେ ଘାଇ ସୃଷ୍ଟି ହୋଇ ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ୩ଟି ଗ୍ରାମର ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ଏହି ବ୍ଲକର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ…
ଗ୍ୟାସ ଗାଡ଼ିକୁ ଅଟକାଇବା ପଡ଼ିଲା ମହଙ୍ଗା: ୨ ଯୁବକ ଗିରଫ
ବନ୍ତ,୨୫।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ଜାମବଣି ଛକଠାରେ ସୋମବାର ଅପରାହ୍ନରେ ଆଗରପଡାରୁ ଆସୁଥିବା ଗ୍ୟାସ ସିଲିଣ୍ଡର ବୋଝେଇ ଗାଡିକୁ ୩ ଜଣ ଯୁବକ ଅଟକାଇ ଟଙ୍କା ମାଗିଥିଲେ। ଏହା ସହ ଚାଳକଙ୍କୁ ମାଡ ମାରିଥିଲେ। ପରେ ଗାଡି ସହ…
ଡରାଇଲାଣି ଭଦ୍ରକ : ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର
ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲାରେ ମଙ୍ଗଳବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ପଜିଟିଭ୍ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୨୨୩ରେ ପହଞ୍ଚିଛି। ପ୍ରାୟ ସବୁଦିନ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ରହିଥାନ୍ତି। ମାତ୍ର ଆଜିର ସମସ୍ତ…
ରୋଜଗାର ଚିନ୍ତାରେ ମାଛଧରାଳୀ
ଭଦ୍ରକ ଅଫିସ, ୨୫ା୮- କରୋନା ପ୍ରଭାବରେ ଦେଶରେ ସବୁ ବର୍ଗର ଲୋକ ପ୍ରଭାବିତ ହୋଇଥିବା ବେଳେ ମାଛଧରାଳୀ ମଧ୍ୟ ଏଥିରୁ ବାଦ୍ ପଡ଼ିନାହାନ୍ତି। ସବୁ ଶ୍ରେଣୀର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ହେଲେ ମତ୍ସ୍ୟଜୀବୀଙ୍କ ପାଇଁ ସରକାରୀ ସହାୟତା…
ରାସ୍ତା ମଝିରେ ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ
ପଦ୍ମପୁର, ୨୫ା୮(ଡି.ଏନ୍.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ…
ବାଲି ମାଫିଆଙ୍କ ସହ ବାର୍ତ୍ତାଳାପର ଅଡିଓ ଭାଇରାଲ:ବଦଳିଲେ ଭଣ୍ଡାରିପୋଖରୀ ଥାନାଧିକାରୀ
ଭଦ୍ରକ ଅଫିସ, ୨୫ା୮- ବାଲି ମାଫିଆଙ୍କୁ ସୁହାଇଲା ଭଳି ଥାନାଧିକାରୀଙ୍କ କଥାବାର୍ତ୍ତାର ଅଡିଓ ରେକର୍ଡ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ବିବାଦୀୟ ହୋଇପଡ଼ିଛନ୍ତି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନାଧିକାରୀ ସନାତନ ସାହୁ। ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ଏସ୍ପି…
ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ
ପଦ୍ମପୁର, ୨୪ା୮(ଡି.ଏନ୍.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି…
ଭଦ୍ରକରେ ବଢୁଛି ସ୍ଥାନୀୟ ସଂକ୍ରମଣ: ଆଜି ଚିହ୍ନଟ ହୋଇଛନ୍ତି ୬୬
ଭଦ୍ରକ ଅଫିସ,୨୪ା୮: ସୋମବାର ଭଦ୍ରକରୁ ୬୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୬୫ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ଆକ୍ରାନ୍ତମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ଯାହାକି…
ମୂର୍ତ୍ତି ତିଆରି ନିଶାରେ ଶୁଭଶ୍ରୀସୋନମ
ବନ୍ତ, ୨୪।୮(ଡି.ଏନ.ଏ.)-ପାଠ ପଢିବା ସହିତ ଚିତ୍ର ଆଙ୍କିବା ଓ ମୂର୍ତ୍ତି ତିଆରି କରିବାରେ ନିଜକୁ ହଜାଇ ଦେଇଛନ୍ତି ଶୁଭଶ୍ରୀ ସୋନମ ରାଜ। ତାଙ୍କର ପ୍ରତିଭାକୁ ବିକାଶ କରାଇବା ଲାଗି ଲକ୍ଡାଉନ ସୁଯୋଗ ଆଣିଦେଇଛି ବୋଲି ସେ କୁହନ୍ତି। ଶୁଭଶ୍ରୀଙ୍କ ଘର ଭଦ୍ରକ…
ଭଦ୍ରକରେ ୨୦୯୯ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ୯୨ ପଜିଟିଭ୍ ସମସ୍ତେ ସ୍ଥାନୀୟ ସଂକ୍ରମଣ
ଭଦ୍ରକ ଅଫିସ,୨୩ା୮: ଭଦ୍ରକ ଜିଲାରେ ରବିବାର ୯୨ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୯ ଛୁଇଁଛି। ଆଜି ଚି଼ହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରୁ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ଜିଲାରୁ…
ବଧୂହତ୍ୟା ଅଭିଯୋଗ: ଶାଶୁ, ଶ୍ୱଶୁର, ନଣନ୍ଦେଇ ଅଟକ; ଦିଅର ଫେରାର
ଚାନ୍ଦବାଲି,୨୨ା୮(ଡିି.ଏନ୍.ଏ.) : ଭଦ୍ରକ ଜିଲା ଚାନ୍ଦବାଲି ଥାନା ପଣସପଡ଼ା ଗାଁରେ ବଧୂହତ୍ୟା ଅଭିଯୋଗରେ ଶାଶୁ, ଶ୍ୱଶୁର ଓ ନଣନ୍ଦେଇଙ୍କୁ ପୋଲିସ୍ ଅଟକ ରଖି ପଚରାଉଚରା କରୁଥିବା ବେଳେ ଦିଅର ଫେରାର ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ବାଂଶଡ଼ା ଥାନା ଅନ୍ତର୍ଗତ ତୋଟାପଡ଼ା ପଞ୍ଚାୟତର…
Archives


