ଭଦ୍ରକ

୧୦୭ ବର୍ଷର ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ

ବନ୍ତ,୧୦।୩(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ୧୦୭ ବର୍ଷର ପୁରୁଣା ଅଢ଼ାଳପଙ୍କ ଯୋଗୀନ୍ଦ୍ର ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ବିଦ୍ୟାଳୟର ମୋଟ ୮୭ ଛାତ୍ରୀଛାତ୍ରଙ୍କୁ ମାତ୍ର…

ମଧ୍ୟାହ୍ନଭୋଜନ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ

ବାସୁଦେବପୁର,୮ା୩: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାନ୍ତିପୁର ୟୁପି ସ୍କୁଲର ମଧ୍ୟାହ୍ନ ଭୋଜନ ଟଙ୍କା ହଡ଼ପ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ ସୋମବାର ନିଲମ୍ବିତ କରାଯାଇଛି। ବିଇଓଙ୍କ ଚିଠି ନଂ. ୭୪୧/୨୧ ତା୮।୩।୨୦୨୧ରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…

ଗୋଟିଏ ପରିବାରରୁ ୯୬୭ କୁଇଣ୍ଟାଲ ଧାନ କିଣି ଫଶିଲେ ସମବାୟ ସମିତି ସମ୍ପାଦକ

ଭୁବନେଶ୍ୱର/ଭଣ୍ଡାରିପୋଖରୀ, ୫।୩ : ଧାନକିଣାରେ ଅନିୟମିତତା ଏବଂ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ସେବା ସମବାୟ ସମିତି ଭାରପ୍ରାପ୍ତ ସମ୍ପାଦକ ମଦନ ମୋହନ ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଏଥିସହିତ ଉକ୍ତ ସମିତିର ଡାଟାଏଣ୍ଟ୍ରି ଅପରେଟର…

୬ ହଜାର ତଣ୍ଡ ଗଣିଲେ ବାଇକ୍‌ ଚାଳକ

ଭଦ୍ରକ ଅଫିସ, ୪।୩- ବାଇକ୍‌ ଚଲାଉଥିବା ବେଳେ ମୋବାଇଲରେ କଥା ହେବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ତାଙ୍କୁ ଜରିମାନା ଦେବାକୁ ପଡ଼ିଛି। ବୁଧବାର ଭଦ୍ରକ ଜିଲା ବନ୍ତ ଛକ ପୋଲ ତଳେ ଟାଉନ ଥାନା ପୋଲିସ ପାଟ୍ରୋଲିଂ କରୁଥିଲା।…

ସ୍କୁଟିରେ ଚାଲାଣ ହେଉଥିଲା ୨୬ ଲକ୍ଷ ଟଙ୍କାର ଧଳାଜହର

ଭଦ୍ରକ ଅଫିସ, ୩।୩: ଭଦ୍ରକ ଜିଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଧୂଷୁରୀ ପୋଲିସ ସହାୟତାରେ ବୁଧବାର ୨୬ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ବାଇକ୍‌ରେ ଚାଲାଣ ହେଉଥିବା ବେଳେ ପୂର୍ବରୁ ଛକିଥିବା ପୋଲିସ ଟିମ୍‌ ଆରଡ଼ି ରାସ୍ତାର ଉଚ୍ଚପଦା…

ମଝି ରାସ୍ତାରେ ଆମ୍ବୁଲାନ୍ସରୁ ଡେଇଁଲେ ରୋଗୀଙ୍କ ମା’, ପୂରା ଘଟଣା ଜାଣିଲେ…

ଭଦ୍ରକ ଅଫିସ,୧।୩: କଟକ ବଡ଼ ମେଡିକାଲ ବଦଳରେ ବାଲେଶ୍ୱର ନେଉଥିବାରୁ ୧୦୮ ଆମ୍ବୁଲାନ୍ସରୁ ଡେଇଁ ପଡ଼ିଥିଲେ ରୋଗୀଙ୍କ ମା’। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲାରେ। ଭଦ୍ରକ ଗ୍ରାମାଞ୍ଚଳ ଥାନା ରମ୍ଭିଳା ଅଞ୍ଚଳର ଗୀତାରାଣୀ ବାରିକଙ୍କ ପୁଅ ଗଛରୁ ଖସିପଡିଥିଲେ…

ଶ୍ରମିକଙ୍କ ସହ ମାଟି ବୋହିଲେ ପ୍ରକଳ୍ପ ନିର୍ଦ୍ଦେଶକ

ଭଦ୍ରକ ଅଫିସ,୧।୩-ମୁଣ୍ଡରେ ପଗଡ଼ି ବାନ୍ଧି ଝୁଡ଼ିରେ ମାଟି ବୋହିଲେ ଭଦ୍ରକ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ। ଶ୍ରମିକମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରକଳ୍ପ ନିର୍ଦ୍ଦେଶକ ଦାସ ସେମାନଙ୍କ ସହ ମିଶି କାମ କଲେ। ଧାମରା ପଞ୍ଚାୟତ ଝାଡ଼କଟା ଗ୍ରାମ୍ୟ ରାସ୍ତାରେ ଏଭଳି…

ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ବାମୀ

ଭଦ୍ରକ ଅଫିସ,୨୭ା୨: ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ସ୍ତ୍ରୀଙ୍କ ଦେହରେ ନିଆଁ ଲାଗିଯାଇଥିଲା। ସ୍ତ୍ରୀଙ୍କ ଚିତ୍କାର ଶୁଣି ବଞ୍ଚାଇବା ପାଇଁ ଆସି ସ୍ବାମୀ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ଭଦ୍ରକ ଜିଲା ଧୂଷୁରୀ ଥାନା ବୟାଙ୍ଗଡିହୀ…

ବିକ୍ରି ହେଲାନି ଧାନ, ମଣ୍ଡିରେ ବିଷ ପିଇଲେ ଚାଷୀ

ଭଦ୍ରକ ଅଫିସ,୨୭।୨: ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଜଣକ ନିରାଶ ହୋଇ ବିଷ ପିଇ ଦେଇଥିଲେ। ଏହି ଘଟଣା ଘଟିଛି ଭଦ୍ରକ ଜିଲାରେ। ବନ୍ଧଗାଁ ପଞ୍ଚାୟତର ଚାଷୀ ରାମକୃଷ୍ଣ ପଣ୍ଡା। ବହୁ କଷ୍ଟେ ସେ ଧାନ ଅମଳ କରିଥିଲେ।…

ଧାନବସ୍ତା ରଖି ରାସ୍ତା ଅବରୋଧ କଲେ ଚାଷୀ

ବନ୍ତ,୨୭।୨(ସ୍ବ.ପ୍ର.): ଭଦ୍ରକ-ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ବସନ୍ତିଆଠାରେ ଶନିବାର ଚାଷୀମାନେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ବସନ୍ତିଆ ସମବାୟ ସମିତିରେ ବିକ୍ରି ଧାନ ବସ୍ତା ପଡି ରହିଥିବା ବେଳେ ଟୋକନ ଅଭାବରୁ ଧାନ ଉଠାଇବାରେ ବିଳମ୍ବ ପ୍ରତିବାଦରେ ଏହି…

କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ: ଭଦ୍ରକରୁ ନବୀନ ନିବାସ…

ଭଦ୍ରକ ଅଫିସ,୨୬।୨: ଚାକିରିରେ ପୁନଃ ନିଯୁକ୍ତି ଦାବି କରି କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ। ପ୍ରଥମେ ଦୋକାନ ଦୋକାନ ବୁଲି ଭିକ ମାଗିବା ପରେ ଏବେ ନିଜର ଅଭିଯୋଗ ଜଣାଇବା ପାଇଁ ଆରମ୍ଭ କରିଛନ୍ତି ପଦଯାତ୍ରା। ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା…

ନେପାଳ ଯିବେ ୩ ବର୍ଷୀୟ ସାଇ ଶ୍ରେୟାଂସୁ

ଭଦ୍ରକ ଅଫିସ, ୨୬।୨- ୩ ବର୍ଷ ବୟସରେ ସ୍ବତନ୍ତ୍ର ମଡେଲ ପାଇଁ ଜିଲା, ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ଜୁଲାଇରେ ନେପାଳରେ ହେବାକୁ ଥିବା ଅନ୍ତର୍ଜାତୀୟ ମଡେଲ ପ୍ରତିଯୋଗିତା ନିମନ୍ତେ ସର୍ବଭାରତୀୟ ଶିଶୁ ବର୍ଗରୁ ଚୟନ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri