ଭଦ୍ରକରେ ୨୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଜଣକୁ ବାଦ୍ ଦେଲେ ସମସ୍ତେ ସ୍ଥାନୀୟ ସଂକ୍ରମଣ
ଭଦ୍ରକ ଅଫିସ,୨୨।୮: ଭଦ୍ରକ ଜିଲାରେ ଶନିବାର ୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୭ରେ ପହଞ୍ଚିଛି। ଆଜିର ଚିହ୍ନଟଙ୍କ ମଧ୍ୟରୁ ମାତ୍ର ଜଣଙ୍କୁ ଛାଡିଦେଲେ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି।…
କରୋନା କବଳରେ ଭଦ୍ରକ ଏମ୍ପିଙ୍କ ପରିବାର: ମଞ୍ଜୁଲତା ମଣ୍ଡଳଙ୍କ ସମେତ ୪ ଆକ୍ରାନ୍ତ
ଭଦ୍ରକ ଅଫିସ,୨୨। ୮: ଭଦ୍ରକ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କ ସମେତ ତାଙ୍କ ସ୍ବାମୀ ତଥା ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ଘରର ୪ ଜଣଙ୍କୁ କରୋନା ହୋଇଥିବା ଶନିବାର ଜଣାପଡିଛି। ଏ ନେଇ ଏମ୍ପି ଓ ପୂର୍ବତନ ବିଧାୟକ ଉଭୟେ…
ଅଭିଯୋଗ ନ ଶୁଣିବାରୁ ଥାନା ଆଗରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ
ଭଦ୍ରକ ଅଫିସ,୨୨।୮: ଭଦ୍ରକ ପୁରୁଣା ବଜାରରେ ଏକ ଅଭାବନୀୟ କାଣ୍ଡ ଘଟିଛି। ପୋଲିସ ଅଭିଯୋଗ ନ ଶୁଣିବାରୁ ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ପୁରୁଣା ବଜାରରେ ରହୁଥିବା ସେକ…
ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ କରୋନା
ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା। ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ବିଧାୟକ ସଞ୍ଜୀବ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ…
ବିପଦ ସଙ୍କେତ ଉପରେ ବୈତରଣୀ
ଭଣ୍ଡାରିପୋଖରୀ,୨୧ା୮(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦାଠାରେ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇ ଶୁକ୍ରବାର ସକାଳ ୭ଟାରେ ବିପଦ ସଙ୍କେତ ଅତିକ୍ରମ କରିଛି। ଆନିକଟଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ପୂର୍ବାହ୍ନ ୧୧ ଟାରେ ବନ୍ୟାଜଳ ବିପଦ…
୧୦୦ ଫୁଟ ଧସିଲା ପଥର ପ୍ୟାକିଂ
ଆରଡ଼ି,୨୧ା୮(ଡି.ଏନ୍.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କଠାରେ ୨୦ନଂ. ଜାତୀୟ ରାଜପଥର ବୈତରଣୀ ନଦୀର କୟଁାଗୋଲା ସେତୁ ପାର୍ଶ୍ୱ ରାସ୍ତାରେ ନିର୍ମାଣାଧୀନ ପଥର ପ୍ୟାକିଂ ଗୁରୁବାର ପ୍ରାୟ ୧୦୦ ଫୁଟ ଧସିଯାଇଛି । ପୂର୍ବରୁ ଏଠାରେ…
ଓଳଗ ପଞ୍ଚାୟତ ଶଟ୍ ଡାଉନ
ଆରଡ଼ି,୨୧ା୮(ଡି.ଏନ୍.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତକୁ ସରପଞ୍ଚ ଅନୁସୟା ସେଠୀ ୫ ଦିନ ପାଇଁ ଶଟ୍ଡାଉନ ଘୋଷଣା କରିଛନ୍ତି। ଏହି ଶଟ୍ ଡାଉନ ଗୁରୁବାର ରାତି ୧୨ଟାରୁ ମଙ୍ଗଳବାର ରାତି ୧୨ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏଥିସହିତ…
କପାଳୀ ସେତୁ ରାସ୍ତା ଧସିଲା
ବନ୍ତ,୨୧।୮(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଭଦ୍ରକ-ଆନନ୍ଦପୁର ୫୩ନଂ.ରାଜ୍ୟ ପଥର ଟିଲୋ କପାଳୀ ସେତୁ ମୁଣ୍ଡ ରାସ୍ତା ଗୁରବାର ଧସି ଯାଇଛି ା ଉଲ୍ଲେଖଯୋଗ୍ୟ ଯେ, ୨ ବର୍ଷ ତଳେ ଏହି ସେତୁର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨ ମାସ…
ଓଳଗ ପଞ୍ଚାୟତ ଶଟ୍ଡାଉନ୍
ଆରଡ଼ି,୨୦ା୮(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତକୁ ସରପଞ୍ଚ ଅନସୂୟା ସେଠୀ ୫ ଦିନ ଶଟ୍ଡାଉନ୍ ଘୋଷଣା କରିଛନ୍ତି । ଏହି ଶଟ୍ଡାଉନ୍ ଗୁରୁବାର ରାତି ୧୨ଟାରୁ ମଙ୍ଗଳବାର ରାତି ୧୨ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏଥିସହିତ ପଞ୍ଚାୟତରେ…
ଭଦ୍ରକରେ ସଙ୍ଗରୋଧକୁ ପଛରେ ପକାଇଲା ସ୍ଥାନୀୟ ସଂକ୍ରମଣ, ଜାଣନ୍ତୁ ଗୋଟିଏ ଦିନରେ କେତେ ରହିଛି ଲୋକାଲ କେସ୍
ଭଦ୍ରକ ଅଫିସ,୨୦।୮: ଭଦ୍ରକ ଜିଲାରେ ଗୁରୁବାର ୧୦୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୧ରେ ପହଞ୍ଚିଛି। ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାତ୍ର ୩ ଜଣଙ୍କୁ ଛାଡିଲେ ସମସ୍ତେ ସ୍ଥାନୀୟ…
ଫୁଲୁଛି ବୈତରଣୀ: ଚିନ୍ତାରେ ତଳିଆ ଅଞ୍ଚଳ, ଜିଲାରେ ରେଡ ଆଲର୍ଟ
ଭଦ୍ରକ ଅଫିସ,୨୦।୮: ଭଦ୍ରକରେ ବୈତରଣୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ମିଟର ରହିଥିବା ବେଳେ ଗୁରୁବାର ସକାଳ ୬ଟା ସୁଦ୍ଧା ୧୭.୫୬ ମିଟରରେ ଜଳସ୍ତର ପ୍ରବାହିତ ହେଉଛି। ଘଣ୍ଟାକୁ ୦.୮୯ ମିଟର ଅନୁଯାୟୀ ଜଳସ୍ତର…
କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍
ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ ଚା’ ପାନ ବିକ୍ରି କରି ପରିବାର ଚଳାଉଛନ୍ତି। ଏମିତି ଜଣେ ପ୍ରତିଷ୍ଠିତ ଯାତ୍ରା ହାସ୍ୟଭିନେତା…
Archives


