ଭଦ୍ରକ ଜିଲା ବଳିଦାନର ମାଟି: ଜିଲାପାଳ
ଭଦ୍ରକ ଅଫିସ,୧୫।୮(ଡି.ଏନ୍.ଏ.): ଭଦ୍ରକ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ କଲେଜ ପଡ଼ିଆରେ ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି। ସେ ତାଙ୍କ…
ଭଦ୍ରକରେ ୧୨୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୧୮ ପଜିଟିଭ୍ ଚିହ୍ନଟ
ଭଦ୍ରକ ଅଫିସ,୧୪ା୮: ଭଦ୍ରକ ଜିଲାରେ ଶୁକ୍ରବାର ୧୧୮ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୧ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ମାତ୍ର ୮ ଜଣ ଚି଼ହ୍ନଟ ହୋଇଥିବା ବେଳେ ୧୧୦ ଜଣ…
ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ : ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା
ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ପ୍ରକାଶ ଯେ, ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କମାରିଆ ଗ୍ରାମର…
ନିର୍ଗୁଣ୍ଡି ପଞ୍ଚାୟତର ଏହି ଗାଁ ଶଟ୍ଡାଉନ୍
ଭଣ୍ଡାରିପୋଖରୀ,୧୩ା୮(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ପିରିଜିପୁର ଗାଁରେ ଜନୈକ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ନମିତା ପାତ୍ର ଗୁରୁବାରଠାରୁ ସୋମବାର ପର୍ଯ୍ୟନ୍ତ ଶଟ୍ଡାଉନ୍ ଘୋଷଣା କରିଛନ୍ତି। ବ୍ଲକ ଅଞ୍ଚଳରେ ଦିନକୁ ଦିନ ସଂକ୍ରମଣ…
ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ: ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା
ତିହିଡ଼ି,୧୩ା୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ପ୍ରକାଶ ଯେ, ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କମାରିଆ ଗ୍ରାମର…
ମହିଳାଙ୍କ ଆତ୍ମହତ୍ୟା: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ
ଭଣ୍ଡାରିପୋଖରୀ,୧୨ା୮(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଷୋଳମପୁର ପଞ୍ଚାୟତ ଦାଣ୍ଡକୂଳ ଗ୍ରାମରେ ବୁଧବାର ଜଣେ ମହିଳା ତାଙ୍କ ଶୋଇବା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଶାଶୁଘର ଲୋକେ କହୁଥିବା ବେଳେ ମୃତ ମହିଳାଙ୍କ ବାପଘର ଲୋକେ ହତ୍ୟା କରାଯାଇଥିବା ଅଭିଯୋଗ…
ଭଦ୍ରକରେ ଚିନ୍ତା ବଢ଼ାଇଲାଣି ସ୍ଥାନୀୟ ସଂକ୍ରମଣ: ୧୧୧୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୧୨।୮: ଭଦ୍ରକ ଜିଲାରେ ବୁଧବାର ୫୦ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧୧୮କୁ ବୃଦ୍ଧି ପାଇଛି। ଚି଼ହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧରୁ ମାତ୍ର ୩ଜଣ ଥିବା ବେଳେ ୪୭…
ଭଦ୍ରକରେ ସଙ୍ଗରୋଧକୁ ପଛରେ ପକାଇଲା ସ୍ଥାନୀୟ ସଂକ୍ରମଣ: ଜାଣନ୍ତୁ ଗୋଟିଏ ଦିନରେ କେତୋଟି ରହିଛି ଲୋକାଲ କେସ୍
ଭଦ୍ରକ ଅଫିସ,୧୧।୮: ଭଦ୍ରକ ଜିଲାରେ ମଙ୍ଗଳବାର ୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍ ସଂଖ୍ୟା ୧୦୬୮ ଛୁଇଁଛି। ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ ଚିହ୍ନଟ ହୋଇଥିବା ବେଳେ…
ଭଦ୍ରକ ଜିଲାର ଜଣେ ବିଡିଓଙ୍କୁ କରୋନା: ଜାଣନ୍ତୁ ସେ କେଉଁ ବ୍ଲକର
ପଦ୍ମପୁର:(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଡିଓ, ସାମାଜିକ ନିରାପତ୍ତା ଅଧିକାରୀ, ଓ ଜଣେ କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ବ୍ଲକର ସମସ୍ତ କର୍ମଚାରୀ ଭୟଭୀତ ହୋଇପଡିଛନ୍ତି। ମଙ୍ଗଳବାର ସମସ୍ତଙ୍କର ସ୍ବାବ ଟେଷ୍ଟ ହେବ ବୋଲି ଜଣାପଡିଛି।…
ଘରେ ପୂରାଇଲେନି ପୁଅ, ମା’ବାରଦୁଆର
ଧାମନଗର,୧୧।୮(ଡି.ଏନ.ଏ.)-ପୁଅଟିଏ ଜନ୍ମ ହେଲେ ସବୁଠୁ ବେଶୀ ଖୁସି ହୋଇଥାନ୍ତିି ମା’ବାପା। ବୃଦ୍ଧକାଳେ ସାହାରା ହେବା ଆଶାରେ ସେମାନେ ଦୁନିଆର ସବୁ ଖୁସି ପୁଅ ପାଇଁ ଅଜାଡି ଦେଇଥାନ୍ତି। ହେଲେ କେତେକ କ୍ଷେତ୍ରରେ ସେଥିରେ ବ୍ୟତିକ୍ରମ ଦେଖିବାକୁ ମିଳୁଛି। ବୃଦ୍ଧ ମା’ ବାପାଙ୍କୁ…
ପେନ୍ସନ୍ ପାଇଁ ଟ୍ରଲିରେ ଆସିଲେ ବୃଦ୍ଧ
ତିହିଡ଼ି, ୧୦ା୮(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ୟୁକୋ ବ୍ୟାଙ୍କ ଶାଖାରୁ ପେନସନ ନେବା ପାଇଁ ଜଣେ ଅସହାୟ ବୃଦ୍ଧ ଟ୍ରଲିରେ ବୁହାହୋଇ ବ୍ୟାଙ୍କକୁ ଆସିଥିବା ଦେଖିବାକୁ ମିଳିଥିଲା। ସେ ଜଣେ ଅବସରପ୍ରାପ୍ତ ଶିକ୍ଷକ ପଦନ ଚରଣ ନାୟକ(୭୫)। ତାଙ୍କ ଘର ସିନ୍ଦୋଳ ଗ୍ରାମରେ।…
ବାଲେଶ୍ୱର ପରେ ଭଦ୍ରକରୁ ଉଦ୍ଧାର ହେଲା ହଳଦିଆ କଇଁଛ
ଚାନ୍ଦବାଲି, ୧୦ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବେନ୍ତାଳପୁର ଗଁାର ଏକ ଚାଷ ଜମିରୁ ସୋମବାର ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି । ବେନ୍ତାଳପୁର ଗଁାର ଚାଷୀ ନିରାକର ମହାନ୍ତି ତାଙ୍କ ଜମିରେ ହଳ କରୁଥିବା ସମୟରେ ଏହି କଇଁଛକୁ ଧରିଥିଲେ।…
Archives


