ଭଦ୍ରକ

ଆସନ୍ତାକାଲି ଭଦ୍ରକ ସହର ବନ୍ଦ

ଭଦ୍ରକ ଅଫିସ,୯।୧୨-ଭଦ୍ରକ ଜିଲାବାସୀଙ୍କ ବାରମ୍ବାର ଦାବି ସତ୍ତ୍ବେ ଏଠାରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉ ନାହିଁ। ଜିଲାବାସୀଙ୍କର ଏହି ଦାବିକୁ ବହୁଦିନ ଧରି ଅଣଦେଖା କରାଯାଉଛି। ଏଣୁ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଭଦ୍ରକ ସହରକୁ…

କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ

ପଦ୍ମପୁର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କରିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଥିବା…

ସୌନ୍ଦର୍ଯ୍ୟ ହରାଉଛି ଯଗୁସାଗର ପୋଖରୀ

ଦୋବଲ, ୩ା୧୨( ଡି.ଏନ୍‌.ଏ.)- ଭଦ୍ରକ ଜିଲା ଧାମନଗର ସ୍ଥିତ ସର୍ବ ପୁରାତନ ଓ ଐତିହାସିକ ଯଗୁସାଗର ପୋଖରୀ ଏବେ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଜମିଦାରୀ ପ୍ରଥା ଉଚ୍ଛେଦ ପରେ ଏହି ପୋଖରୀ ସରକାରଙ୍କ ମତ୍ସ୍ୟ ବିଭାଗ ଅଧୀନରେ ରହିଛି। ହେଲେ ଦୀର୍ଘବର୍ଷ…

ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ୨ ଜୀବନ

ତିହିଡ଼ି,୨ା୧୨(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମର ପ୍ରସନ୍ନ ମଲିକ(୧୯) ଓ ନାୟକାଣିଡିହୀ ଥାନା ଅନ୍ତର୍ଗତ ଭଞ୍ଜସାହିର ଧର୍ମପଦ ମଲିକ(୧୯)ଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ମୁତାବକ ପ୍ରସନ୍ନ ଓ ଧର୍ମପଦ ଉଭୟ ଗୋଟିଏ ବାଇକ୍‌ରେ ମଙ୍ଗଳବାର ଘଟଗାଁ…

ସରପଦାରେ ଅଗ୍ନିକାଣ୍ଡ: ୩ ବଖରା ଜଳିଗଲା

ଭଣ୍ଡାରିପୋଖରୀ,୨।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ଗ୍ରାମରେ ମଙ୍ଗଳବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଏକ ପରିବାରର ୩ ବଖରା ଘର ପୋଡି ଭସ୍ମୀଭୂତ ହୋଇଯାଇଛି। ଗ୍ରାମର ବୃଦ୍ଧା ରମାମଣି ଓଝା( ୬୫)ଙ୍କ ୩ ବଖରା ଘର…

କାର୍ତ୍ତିକ ପୂର୍ଣ୍ଣିମାରେ ଆରଡ଼ି ପୀଠ ଜନଶୂନ୍ୟ

ଆରଡ଼ି,୩୦ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ଭକ୍ତ ସମାଗମ ଦେଖିବାକୁ ମିଳିନାହିଁ। କୋଭିଡ କଟକଣା ଯୋଗୁ ମନ୍ଦିର ଓ ଶିବଗଙ୍ଗା ପୁଷ୍କରିଣୀ ପାଶର୍‌ବ ବର୍ତ୍ତୀ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିଲା। ସେବାୟତମାନେ…

ଶ୍ରଦ୍ଧାଳୁଙ୍କୁ ଶିବଗଙ୍ଗା ମନା

ଆରଡ଼ି,୨୯।୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ଅନନ୍ୟ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ବିଜେସ୍ଥଳ ଆରଡ଼ିର ଶିବଗଙ୍ଗା ପୁଷ୍କରିଣୀରେ ଏବର୍ଷ କୋଭିଡ୍‌ କଟକଣା ପାଇଁ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇପାରିବେ ନାହିଁ। ରାହାସ ପୂର୍ଣ୍ଣିମାରେ ପୀଠକୁ ଭକ୍ତମାନଙ୍କ ଆଗମନରେ ରୋକ ଲଗାଇଛି ଜିଲା ପ୍ରଶାସନ। ଏଥିସହିତ ପୀଠରେ ଥିବା…

୧୦ ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ନକଲି ଜର୍ଦ୍ଦା ଜବତ

ଭଦ୍ରକ ଅଫିସ, ୨୧।୧୧- ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ପୁଣି ଶନିବାର ବିପୁଳ ପରିମାଣର ନକଲି ଜ଼ର୍ଦ୍ଦା ଜବତ କରାଯାଇଛି। ଏଥିରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶ ଜବତ ସହ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି ପୋଲିସ। ଜବତ ହୋଇଥିବା ନକଲି…

ଝିଅ ବାହାଘର ପାଇଁ ଥିବା ସୁନା ଅଳଙ୍କାର, ନଗଦ ୫ ଲକ୍ଷ ନେଇଗଲେ ଦୁର୍ବୃତ୍ତ

ପଦ୍ମପୁର,୨୦।୧୧(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଦେଉଳି ଗାଁର ମଧୁସୂଦନ ଧଳଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହେଇଛି। ଏ ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହେଇଛି। ଝିଅର ବାହାଘର ଲାଗି ମଧୁସୂଦନଙ୍କ ସ୍ତ୍ରୀ ଜୋସ୍ନାରାଣୀ ସମସ୍ତ ସୁନା…

ପାର୍କ ନିର୍ମାଣ ପାଇଁ ମାଟି ଖୋଳିଲା ବେଳେ ବାହାରିଲେ ମହାଦେବ, ଗାଁରେ ଚାଲିଛି ପୂଜାର୍ଚ୍ଚନା

ପଦ୍ମପୁର,୧୫ା୧୧(ଡି.ଏନ୍‌.ଏ.): ଭଦ୍ରକ ବ୍ଲକ ଅଧୀନ ଗୋରାମାଟିର ଲଦିଆପଦାଠାରେ ପାର୍କ ନିର୍ମାଣ ପାଇଁ ଟ୍ରାକ୍ଟର ମାଟି ଖୋଳିବା ବେଳେ ଗାଡ଼ି ବନ୍ଦ ହୋଇଯାଇଥିଲା। ସେଠାରେ ଲୋକମାନେ ଅଧିକ ଖୋଳିବାରୁ ମହାଦେବଙ୍କ ଲିଙ୍ଗ ବାହାରିଲେ। ଗ୍ରାମବାସୀ ସେଠାରେ ଏବେ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି।

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୧୫।୧୧- ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଦ୍ୱିତୀୟ ଦିନରେ ରବିବାର ମହାକାଳୀ ବେଶରେ ମା’ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା ଭଦ୍ରକାଳୀ ରବିବାର ମହାକାଳୀ ବେଶରେ ନାଲି ପାଟ ବସ୍ତ୍ର ପରିଧାନ କରିବା ସହ ମୁଖ…

କଲେଜ ଫି’ ବୃଦ୍ଧିକୁ ବିରୋଧ: ରାଜପଥ ଅବରୋଧ କଲେ ଛାତ୍ରୀଛାତ୍ର

ଆରଡ଼ି, ୯।୧୧ (ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସାଅଁାଳପୁର ନିକଟସ୍ଥ ଆଇଜିଏମ୍‌ କଲେଜରେ ଫି’ ବୃଦ୍ଧି ପ୍ରତିବାଦରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ଏହାକୁ ବିରୋଧ କରି ପ୍ରଥମେ କଲେଜ ପରିସରରେ ହୋହଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?