ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା
ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ଯାହାଫଳରେ ଉଭୟ ଭାଜପା ଏବଂ ବିଜେଡି ଦଳର…
୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ
ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ୭…
ବଜାର ଯାଉଥିଲେ ଦମ୍ପତି: ରାସ୍ତାରେ ଜଳିଗଲା ବାଇକ
ବାସୁଦେବପୁର,୧୨।୪: ଭଦ୍ରକ ଜିଲା ଧାମରା ବସ୍ ଷ୍ଟାଣ୍ଡ ନିକଟରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀ-ସ୍ବାମୀ ଏକ ବାଇକ୍ ଯୋଗେ କୌଣସି କାମରେ ବାସୁଦେବପୁର ବଜାର ଆସୁଥିଲେ। ହେଲେ ଧାମରା ବସ୍ ଷ୍ଟାଣ୍ଡ ନିକଟରେ ବାଇକ୍ଟି ହଠାତ୍ ହୁତୁହୁତୁ…
ଶ୍ମଶାନ ମାଟି ତଳୁୁ ଶବ ଗାଏବ
ଭଣ୍ଡାରିପୋଖରୀ,୧୧।୪ (ରାଜେନ୍ଦ୍ର ଶତପଥୀ): ଶ୍ମଶାନରୁ ଶବ ଗାଏବ। ଗଁା ଶ୍ମଶାନରେ ମା’ଙ୍କ ମୃତଦେହ ପୋତାଯାଇଥିଲା। ଦଶାହ କର୍ମ ପାଇଁ ପୁଅ ଗଲାବେଳକୁ ଶ୍ମଶାନରେ ମୃତଦେହ ନାହିଁ। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ମଣିନାଥପୁର ବୈତରଣୀ ନଦୀପଠାରେ ଥିବା ଶ୍ମଶାନରେ ଗୁରୁବାର…
କ୍ଷମତା ଯିବା ପରେ କାମୁଛି ଦବଦବା: ପୌରାଧ୍ୟକ୍ଷାଙ୍କ ବ୍ୟାନରରେ ରହିଲାନି ନବୀନଙ୍କ ଫଟୋ
ଭଦ୍ରକ,୮।୪(ସନାତନ ରାଉତ): ୱକ୍ଫ ବିଲ୍ରେ ବିଜେଡିର ରାଜ୍ୟ ସଭା ସଦସ୍ୟଙ୍କ ଭୋଟିଂକୁ ନେଇ ସାରା ରାଜ୍ୟରେ ରାଜନୀତି ହଲ୍ଚଲ୍ ହୋଇଥିବା ବେଳେ ଭଦ୍ରକରେ ମଧ୍ୟ ଏହାର ପ୍ରତିଫଳନ ଦେଖିବାକୁ ମିଳିଛି। ରବିବାର ଶ୍ରୀରାମ ନବମୀ ନଗର ସଂକୀର୍ତ୍ତନ ଶୋଭାଯାତ୍ରା ପାଇଁ ବିଭିନ୍ନ…
ଐତିହାସିକ ଶ୍ରୀରାମନବମୀ ମହୋତ୍ସବ: ଶୋଭାଯାତ୍ରାରେ ୧୫୦ ପ୍ରଜ୍ଞାପନ ମେଢ଼ ସାମିଲ
ଭଦ୍ରକ,୬।୪(ସନାତନ ରାଉତ): ଭଦ୍ରକର ଐତିହାସିକ ଶ୍ରୀରାମ ନବମୀ ମହୋତ୍ସବ ପାଇଁ ରବିବାର ଭଦ୍ରକ ସହରର ପରିବେଶ ଗେରୁଆମୟ ହୋଇଥିବା ବେଳେ ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହୋଇଛି। ଅପରାହ୍ନ ୫ ଟାରେ ଆରମ୍ଭ ହୋଇଥିବା ନଗର ସଂକୀର୍ତ୍ତନରେ ଜିଲା ଓ ଜିଲା…
ବେଙ୍ଗାଲୁର ଯାଇ ଥିବାବେଳେ ଅଗ୍ନିକାଣ୍ଡ: ଜଳିଗଲା ୩ ବଖରା
ଧୂଷୁରୀ, ୫।୪, ( ଦୀପ୍ତି ରଞ୍ଜନ ନାୟକ ) : ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅର୍ଜୁନପୁର ପଞ୍ଚାୟତ ମମଦୁଲା ଗ୍ରାମରେ ବିଳମ୍ବିତ ରାତିରେ ନିଆଁଲାଗି ସମ୍ପୂର୍ଣ୍ଣ ଧ୍ବଂସ ହୋଇ ଯାଇଛି । ଅଗ୍ନିକାଣ୍ଡ ବେଳେ ପରିବାର ଲୋକେ ଘରେ…
ସଡ଼କ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର
ସାବରଙ୍ଗ,୫।୪(କାଳିପଦ ରାୟ): ବାସୁଦେବପୁର ପୌରାଞ୍ଚଳ ଅଧୀନ ଜାମଝାଡି ଧାମରା ରାସ୍ତାର ଗୁଆଗାଁ ଛକଠାରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବରଣ୍ଡୁଆ ପଞ୍ଚାୟତର ୨୫ ବର୍ଷୀୟ ପଦ୍ମଲୋଚନ ଦଳେଇ। ଅନ୍ୟ ଜଣେ ଯୁବକ ସତ୍ୟଜିତ ମହାନ୍ତି ଗୁରୁତର…
ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ
ତିହିଡ଼ି,୪ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହକୁ ଏକ ପୋଖରୀରୁ ଗୁରୁବାର ରାତିରେ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ଗଦାଧର ମହାଳିକ (୩୨) ବୋଲି ଜଣାଯାଇଛି। ଗଦାଧର ଗୁରୁବାର…
କ୍ଷୀରରୁ ମିଳୁନି ଉଚିତ୍ ମୂଲ୍ୟ
ଚାନ୍ଦବାଲି,୪ା୪(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସିରେ ଥିବା ଦୁଗ୍ଧ ଉତ୍ପାଦକ ସମବାୟ ସମିତି ଆଗରେ ଗୋପାଳକମାନେ କ୍ଷୀର ଢାଳିଛନ୍ତି। ଦୁଗ୍ଧ ଉତ୍ପାଦ କେନ୍ଦ୍ରର କର୍ମଚାରୀମାନେ ଜାଣିଶୁଣି ନିମ୍ନମାନର ଦର୍ଶାଉଛନ୍ତି। ଫଳରେ ଚାଷୀ କ୍ଷୀର ଉଚିତ୍ ମୂଲ୍ୟ ପାଉ ନ ଥିବା…
ସଶସ୍ତ୍ର ଡକାୟତି: ହାତଗୋଡ଼ ବାନ୍ଧି ଲୁଟିନେଲେ ୫୦ ଲକ୍ଷ ଟଙ୍କା
ଖଇରା,୩ା୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ପ୍ରହରାଜପୁର ଗ୍ରାମରେ ଦୁର୍ବୃତ୍ତମାନେ ମାରଣାସ୍ତ୍ରରେ ଆକ୍ରମଣ କରି ଜୁଏଲାରୀ ମାଲିକଙ୍କ ଘରୁ ୫୦ ହଜାର ଟଙ୍କାର ଅଳଙ୍କାର ଓ ଟଙ୍କା ଲୁଟି ନେଇଥିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ…
ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି
ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍ପିଙ୍କ ଅଫିସ୍ରେ ସ୍ଥିତି ସମୀକ୍ଷା କରିଛନ୍ତି। ଭଦ୍ରକ ଓ ବାଲେଶ୍ୱର ଜିଲାରେ ରାମନବମୀ ପାଳନରେ ଶାନ୍ତିଶୃଙ୍ଖଳା ନେଇ ସ୍ଥିତି ସମୀକ୍ଷା…
Archives


