ଭଦ୍ରକ

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି। ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଅଧୀନ ଗୋପାଳବିନ୍ଧା ଗ୍ରାମରେ ଶନିବାର ଅପରାହ୍ନରେ ଏଭଳି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ ମିଥ୍ୟା ଅଭିଯୋଗରେ ପୋଲିସର ଗିରଫଦାରୀ ପ୍ରତିବାଦରେ ଗ୍ରାମବାସୀ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି।…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ନବନିର୍ମାଣ କୃଷକ ସଂଗଠନର ଦାବି ଅନୁଯାୟୀ ଧାନର ଅଭାବୀ ବିକ୍ରି ,…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ ଧରି ଧାରଣାରେ ବସିଛନ୍ତି ଚାଷୀ। ସୂଚନା ଅନୁଯାୟୀ ଏହି ସମିତିରେ ୪୦୯ ଜଣ…

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ ଏଗାରଟା ସମୟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି ।…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷୋତ୍ତମପୁରସ୍ଥିତ ନେତାଜୀ ବ୍ଲକସ୍ତରୀୟ ଷ୍ଟାଡିୟମରେ ରବିବାର ଆରମ୍ଭ ହୋଇଛି ୨୪ତମ ସର୍ବ…

କଙ୍ଗାରୁ କୋର୍ଟରେ ମହିଳାଙ୍କୁ ବଜାର ଉପରେ କରିଦେଲେ ଛିଡ଼ା: ସହିପାରିଲେନି ବାପା ଶେଷରେ ନେଲେ ଚରମ ନିଷ୍ପତ୍ତି 

ଚାନ୍ଦବାଲି,୨୬।୧(କିଷାନ ପାତ୍ର): ସୀମା ଟପିଲା ବର୍ବରତା। ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ ବାପା ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ…

ମଝି ସମୁଦ୍ରରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଡିଜିପି କହିଲେ ଏହି ଦ୍ୱୀପରେ…

ଭଦ୍ରକ,୨୨ା୧(ସନାତନ ରାଉତ): ଭଦ୍ରକ ଜିଲା ଧାମରା ବନ୍ଦର ନିକଟସ୍ଥ ଉଡ଼ାବାଲି ଦ୍ବୀପରେ ୭୭ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ଉଡ଼ିଛି ତ୍ରିରଙ୍ଗା। ଉପକୂଳ ସୁରକ୍ଷା ଓ ଶହୀଦଙ୍କ ଶ୍ରଦ୍ଧାଞ୍ଜଳି ଉଦ୍ଦେଶ୍ୟରେ ଏହି ତ୍ରିରଙ୍ଗା ଉତ୍ତୋଳନ କରାଯାଇଛି। ଯାହାର ପ୍ରକୃତ ନାମ ହେଲା କନିକା…

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ। ରାତିରେ ସମସ୍ତେ ସୋଇଥିବା ବେଳେ କୌଣସି କାରଣରୁ ନିଆଁ ଲାଗି ସାହିର ରସା ନନ୍ଦ…

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନା…

ଗୋମାଫିଆଙ୍କ ଘରେ ରେଡ୍‌: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ

ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ କରିଛି l ଶନିବାର ଭୋର ସମୟରୁ ଚଢ଼ାଉ ଆରମ୍ଭ ହୋଇଥିଲାବେଳେ ୭୦ ଲକ୍ଷରୁ ଉର୍ଦ୍ଧ୍ୱ…

ଟ୍ରେନ ଲାଇନ୍‌ ପାର୍‌ ହେଉଥିବାବେଳେ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ଘଟଣାସ୍ଥଳରେ…

ତିହିଡି଼,୧୫।୧(ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ପୀରହାଟ ଥାନା ଅଧୀନ ବିନ୍ଧାବଜାର ନିକଟରେ ଗୁରୁବାର ପୂର୍ବାହ୍ନରେ ଟ୍ରେନ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତା ମହିଳାଙ୍କ ନାଁ ଝୁନି ସାହୁ (୪୨)। ଘର କେନ୍ଦ୍ରାପଡ଼ା ଜିଲାରେ। ସେ ପୀରହାଟ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?