ଭଦ୍ରକ

ଉଚ୍ଛେଦ ବେଳେ ଭାଙ୍ଗିଲା ବିପ୍ଳବୀ କବିଙ୍କ ପ୍ରତିମୂର୍ତ୍ତି

ବାସୁଦେବପୁର,୨୧ା୭(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର ପ୍ରଶସ୍ତୀକରଣ ପାଇଁ ସୋମବାରଠାରୁ ବାସୁଦେବପୁର ମୁଖ୍ୟ ବଜାର ରାସ୍ତାର ଦୁଇପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ ବେଳେ ସହର ମଧ୍ୟଭାଗ ଏବି ହାଇସ୍କୁଲ ଛକରେ ଥିବା ସ୍ବାଧୀନତା ସଂଗ୍ରାମୀ ତଥା…

ଭଦ୍ରକବାସୀଙ୍କ ପାଇଁ ଖୁସି ଖବର: ଜିଲା ମୁଖ୍ୟ ଡାକ୍ତରଖାନାରେ ଆରମ୍ଭ ହେଲା ଟେଲିମେଡିଶିନ ସେବା

ଭଦ୍ରକ ଅଫିସ,୨୧।୭: ଭଦ୍ରକ ଜିଲାବାସୀଙ୍କୁ ଘରେ ବସି ସ୍ବାସ୍ଥ୍ୟ ସେବା ଯୋଗାଇବା ଓ ସଂକ୍ରମଣରୁ ଦୂରେଇ ରଖିବା ପାଇଁ ମଙ୍ଗଳବାର ଜିଲା ମୁଖ୍ୟ ଡାକ୍ତରଖାନାରେ ଟେଲିମେଡିଶିନ ସେବା ଶୁଭାରମ୍ଭ ହୋଇଛି। ଏ ନେଇ ଡାକ୍ତରଖାନା ପକ୍ଷରୁ ୨ ଟି ମୋବାଇଲ ନଂ.…

ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୩୮୧

ଭଦ୍ରକ ଅଫିସ, ୨୦।୭: ରାଜ୍ୟରେ ସୋମବାରୁ ୬୭୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲାରୁ ରହିଛନ୍ତି ୫୮ଜଣ। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭଦ୍ରକ ଜିଲାରେ ମୋଟ ସଂଖ୍ୟା ପହଞ୍ଚିଛି ୩୮୧ରେ। ଜିଲାରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା…

ଅନ୍‌ଲାଇନ୍‌ ଚାଟଶାଳୀ

ଭଦ୍ରକ ଅଫିସ, ୨୦।୭-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍କୁଲ, କଲେଜ, ଆଶ୍ରମ ସ୍କୁଲ ଏଭଳିକି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ଶିକ୍ଷାଠାରୁ ଧୀରେ ଧୀରେ ଦୂରେଇ ଯାଉଛନ୍ତି। ହେଲେ ବହୁ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ ଶିକ୍ଷାକୁ…

ବଢ଼ିଛି ସଂକ୍ରମଣ, କମିଛି ଅପରାଧ ପରିସଂଖ୍ୟାନ

ଭଦ୍ରକ ଅଫିସ,୨୦।୭- ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ୩୨୩ ଛୁଇଁଛି ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୨୫ରୁ ଊର୍ଦ୍ଧ୍ୱ ହେଲାଣି। ଭଦ୍ରକ ପୌରାଞ୍ଚଳ ଓ ଧାମନଗର, ବାସୁଦେବପୁର ସହରାଞ୍ଚଳରୁ ଆକ୍ରାନ୍ତଙ୍କ…

ବାସୁଦେବପୁର ବ୍ଲକର ୨ ପଞ୍ଚାୟତରୁ ଉଠିଲା କଣ୍ଟେନମେଣ୍ଟ

ପଦ୍ମପୁର,୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରଓ ବିନାୟକ ପଞ୍ଚାୟତରେ ଗତ ୩ ତାରିଖରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିଲା । ଶନିବାର ସନ୍ଧ୍ୟାରେ ଭଦ୍ରକ ଜିଲାପାଳ ଜ୍ଞାନ ରଞ୍ଜନ ଦାସ କପାଗିଆ, ଠାକୁର ବାଡ଼ିଓ, ବାଗଡ଼ା,  ବିନାୟକପୁର ଗ୍ରାମରୁ…

ଶିକ୍ଷକଙ୍କୁ ଟ୍ୟୁଶନ କରିବା ପଡ଼ିଲା ମହଙ୍ଗା

ପଦ୍ମପୁର,୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକ କୋଭିଡ ନିୟମ ଉଲ୍ଲଂଘନ କରି ଟ୍ୟୁଶନ କରିଥିବା ଅଭିଯୋଗ ହୋଇଛି। ଏ ନେଇ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ ରବିବାର ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

୩୧ ଯାଏ ଭଦ୍ରକ-ଧାମନଗର ଲକ୍‌ଡାଉନ୍‌

ଭଦ୍ରକ ଅଫିସ,୧୯।୭ – ଭଦ୍ରକ ପୌରାଞ୍ଚଳ ଓ ଧାମନଗର ଏନ୍‌ଏସି ଅଞ୍ଚଳକୁ ରବିବାର ଜିଲାପାଳ ଡା. ଜ୍ଞାନ ରଞ୍ଜନ ଦାସ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ୨୦ ତାରିଖଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ଲକ୍‌ଡାଉନ କଟକଣା ଲାଗୁ ହେବ । ପୂର୍ବପରି…

୨ ଦିନ ହେଲା ଜଳ ଯୋଗାଣ ବନ୍ଦ

ଆରଡି, ୧୯ା୭, (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡି ଅଞ୍ଚଳରେ ଏବେ ମେଗା ଜଳପ୍ରକଳ୍ପ ନିର୍ମାଣାଧୀନ କାର୍ଯ୍ୟକୁ ନେଇ ସଙ୍କଟ ଉପୁଜିଛି। ଆଖଣ୍ଡଳ ମଣି – ଭଦ୍ରକ, ଆଖଣ୍ଡଳମଣି-ଯାଜପୁର ରାସ୍ତା ପାର୍ଶ୍ୱ ଏବେ ଠିକାଦାର ନିଜ ଇଚ୍ଛା ଅନୁସାରେ ଖୋଳି ଚାଲିଛନ୍ତି।…

ଭିଜିଲାନ୍ସ ଜାଲରେ ବାସୁଦେବପୁର ସିଡିପିଓ

ବାସୁଦେବପୁର, ୧୮ା୭(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସିଡିପିଓ ଜାନକୀ ଦାସ ନିଜ କାର୍ଯ୍ୟାଳୟର ଅସ୍ଥାୟୀ ଡ୍ରାଇଭର ରାଜକିଶୋର ନାୟକଙ୍କଠାରୁ ୪ ମାସର ଦରମା କରାଇ ଦେବାକୁ କହି ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ଦ୍ୱାରା…

ବିନା ବେଦୀ, ମନ୍ତ୍ର ପାଠରେ ଆଦର୍ଶ ବିବାହ

ଭଦ୍ରକ ଅଫିସ,୧୭ା୭-ଭଦ୍ରକ ସହରର ଗାନ୍ଧୀପଡ଼ିଆସ୍ଥିତ ସୀତାରାମ କଲ୍ୟାଣମଣ୍ଡପରେ ବୁଧବାର ଏକ ଆଦର୍ଶ ବିବାହ ଅନୁଷ୍ଠିିତ ହୋଇଯାଇଛି। ଏହି ବାହାଘରରେ ନା ଥିଲା ଯୌତୁକ ନେଣଦେଣ, ନା ଥିଲା ଜାତକ ମେଳାପ, ଶୁଭି ନ ଥିଲା ବ୍ରାହ୍ମଣଙ୍କ ମନ୍ତ୍ରପାଠ। କନ୍ୟା ଓ ବର…

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା ଚିହ୍ନିତ ଜଳସେଚନ ନାଳକୁ କେତେକ ଚାଷୀ ଅବରୋଧ କରିଛନ୍ତି। ଫଳରେ ଚାଷଜମିରୁ ବାଙ୍ଗୋରପଦୀ ମାଇନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri