ଭଦ୍ରକ

ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ମେଡିକାଲରେ ଉତ୍ତେଜନା

ଭଦ୍ରକ ଅଫିସ, ୨ା୧୦- ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଶୁକ୍ରବାର ଅପରାହ୍ନରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ସମ୍ପର୍କୀୟମାନେ ମେଡିକାଲ ପରିସରରେ ହୋହଲ୍ଲା କରିବା ସହ କର୍ମଚାରୀଙ୍କୁ ଠେଲାପେଲା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଟାଉନ ଥାନା…

ଜିଲାପାଳଙ୍କୁ ଦାବିପତ୍ର: ମୋଦି, ଯୋଗୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

ଭଦ୍ରକ ଅଫିସ,୨।୧୦: ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଶୁକ୍ରବାର ଭଦ୍ରକ ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସକାଳୁ କଂଗ୍ରେସ କର୍ମୀମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପରେ ଜିଲାପାଳଙ୍କ…

ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସ ହାତରେ ହତ୍ୟାକାଣ୍ଡର ଭିଡିଓ

ଭଦ୍ରକ ଅଫିସ,୨ା୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ କଟିଆ ମୁର୍ମୁ। କଟିଆଙ୍କୁ ଗୁରୁବାର ସନ୍ଧ୍ୟାରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। କିନ୍ତୁ ଶୁକ୍ରବାର ସକାଳୁ…

ଭିଜିଲାନ୍ସ ହାତରେ ଭଦ୍ରକ ଜିଲା ଶ୍ରମ ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ କିରାଣି

ଭଦ୍ରକ ଅଫିସ,୧।୧୦-୯ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭଦ୍ରକ ଜିଲା ଶ୍ରମ ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ କିରାଣି ସୁଧାକର ବାରିକ। ଏକ ସିକ୍ୟୁରିଟି ଏଜେନ୍ସିଠାରୁ ଲେବର ଲାଇସେନ୍ସ ନବୀକରଣ ପାଇଁ ୧୩ ହଜାର ଦାବି କରିଥିଲେ…

ବଦଳୁନି ଶହୀଦ ପୀଠ ଭାଗ୍ୟ

ବାସୁଦେବପୁର,୨୮ା୯(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁରର ଇରମ ସ୍ଥିତ ଐତିହାସିକ ମେଳଣ ପଡ଼ିଆରେ ୧୯୪୨ ସେପ୍ଟେମ୍ବର ୨୮ରେ ଲୋମହର୍ଷଣକାରୀ ଗୁଳିକାଣ୍ଡ ଘଟିଥିଲା। ଭାରତଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା ସଂଗ୍ରାମୀମାନେ ଏଠାରେ ନିଜ ବୀରତ୍ୱର ପରିଚୟ ଦେଇ ଇଂରେଜମାନଙ୍କ ଗୁଳିକୁ ଖାତିର କରି ନ…

ଜାତୀୟ ରାଜପଥ ଅବରୋଧ କଲା ଭଦ୍ରକ ଜିଲା କଂଗ୍ରେସ

ଭଦ୍ରକ ଅଫିସ,୨୨।୯: ଭଦ୍ରକ ଜିଲା କଂଗ୍ରେସ ପକ୍ଷରୁ ମଙ୍ଗଳବାର ବିଭିନ୍ନ ଦାବି ନେଇ ଜାତୀୟ ରାଜପଥ ନଂ. ୧୬ ନୂଆ ବସଷ୍ଟାଣ୍ଡଠାରେ ଶତାଧିକ କର୍ମୀ ଅବରୋଧ କରିଛନ୍ତି। ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ନଳିନୀ ମହାନ୍ତିଙ୍କ ନେତୃତ୍ୱରେ କର୍ମୀମାନେ ରାସ୍ତା ଅବରୋଧ…

କେନ୍ଦ୍ରୀୟ ଟିମ୍‌ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଭଦ୍ରକ ଅଫିସ, ୧୭ା୯- ବୁଧବାର କେନ୍ଦ୍ର ସରକାରଙ୍କ ଏକ ଚାରି ଜଣିଆ ଟିମ୍‌ ଭଦ୍ରକ ଜିଲା ଗସ୍ତ କରିଥିଲେ। ଏହି ଟିମ୍‌ ବନ୍ୟା କ୍ଷୟକ୍ଷତିର ଆକଳନ ଓ ଜିଲା ପ୍ରଶାସନ ସହ ଆଲୋଚନା କରି ଯାଜପୁର ଯାଇଥିଲେ। କେନ୍ଦ୍ର ସରକାରଙ୍କ ଗୃହ…

ବନ୍ୟାରେ ୧୧ ପଞ୍ଚାୟତର ୫୦% ଚାଷ କ୍ଷତିଗ୍ରସ୍ତ

ତିହିଡ଼ି, ୧୬ା୯(ସ୍ବ.ପ୍ର.)- ତିହିଡ଼ି ବ୍ଲକରେ ଚଳିତ ବନ୍ୟା ଯୋଗୁ ୧୧ ପଞ୍ଚାୟତର ୫୦ ପ୍ରତିଶତ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଥିବା ନେଇ ବ୍ଲକ କୃଷି ବିଭାଗ ପକ୍ଷରୁ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ନିକଟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ…

ଏଟିଏମ୍‌ ଲୁଟ୍‌ ଉଦ୍ୟମ

ଭଦ୍ରକ ଅଫିସ,୧୩ା୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଣିତାଲ ଛକରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ୍‌ ଶନିବାର ବିଳମ୍ବିତ ରାତିରେ ଲୁଟ ଉଦ୍ୟମ ହୋଇଛି। ଗ୍ୟାସ କଟର ସାହାଯ୍ୟରେ ଏହାର ଚେଚିସ ବକ୍ସକୁ କଟା ଯାଇଥିବାର ଦେଖିବାକୁ ମିଳିଛି। ଗ୍ରାମାଞ୍ଚଳ ପୋଲିସ…

ଗେଙ୍ଗୁଟି ନଦୀ ବନ୍ଧ ୨୦୦ ଫୁଟ ଧସିଲା

ଧାମନଗର,୪ା୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦଳାଙ୍ଗ ପଣ୍ଡାସାହି ନିକଟରେ ଗେଙ୍ଗୁଟି ନଦୀ ବନ୍ଧ ପ୍ରାୟ ୨ ଶହ ଫୁଟ ଲମ୍ବରେ ଧସିଯାଇଛି। ଏନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସୂଚନା ଥାଉକି ୪ ବର୍ଷ ତଳେ ଗେଙ୍ଗୁଟି ନଦୀର…

ଧରାପଡ଼ିଲେ ୧୨ ଜାଲ୍‌ ଶିକ୍ଷକ

କେନ୍ଦୁଝର, ୩ା୯(ସ୍ବ.ପ୍ର.):ବାହାର ରାଜ୍ୟ ବିଶ୍ୱବିଦ୍ୟାଳୟରୁ ଜାଲ୍‌ ବିଏଡ୍‌ ପ୍ରମାଣପତ୍ର ଆଣି କେନ୍ଦୁଝର ଜିଲା ଅନ୍ତର୍ଗତ ୮ ଟି ବ୍ଲକରେ ଶିକ୍ଷକ ଚାକିରି କରୁଥିବା ୧୨ ଚୁକ୍ତିଭିତ୍ତିକ ଶିକ୍ଷକ ଧରାପଡ଼ିଛନ୍ତି। ସେମାନଙ୍କ ବିରୋଧରେ ୭ଦିନ ମଧ୍ୟରେ ଥାନାରେ ଏତଲା ଦେବାକୁ ଜିଲା ପ୍ରକଳ୍ପ…

ମହିଳାଙ୍କୁ ଗଛରେ ବାନ୍ଧି ମାଡ଼: ଭିଡିଓ ଭାଇରାଲ ପରେ ପୋଲିସର ତନାଘନା

ଭଦ୍ରକ ଅଫିସ,୩ା୯ :ଭଦ୍ରକ ଟାଉନ ଥାନା ଅଞ୍ଚଳରେ ବକେୟା ଟଙ୍କା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବୁଧବାର ମଧ୍ୟାହ୍ନରେ ଜଣେ ମହିଳାଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଇଥିବା ନେଇ ଏକ ଭିଡିଓ ଭାଇରାଲ ହୋଇଛି। ଉକ୍ତ ମହିଳାଙ୍କୁ ଅର୍ଦ୍ଧ ଉଲଗ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?