ଖଟିଆରେ ବୁହାହେଲେ ରୋଗୀ
ଚାନ୍ଦବାଲି,୧୧ା୭(ଡି.ଏନ.ଏ.)-ରାସ୍ତା ଖରାପ ଯୋଗୁ ଜଣେ ମହିଳା ଗୋଗୀଙ୍କୁ ତାଙ୍କ ପରିବାର ଲୋକେ ଖଟିଆରେ ବୋହି ପ୍ରାୟ ୩ କି.ମି ଦୂର ମୁଖ୍ୟ ରାସ୍ତାକୁ ଆଣି ସେଠାରୁ ଘରୋଇ ଗାଡ଼ିରେ ଡାକ୍ତରଖାନାକୁ ନେବା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ…
୨ ଲକ୍ଷ ଟଙ୍କାର ନକଲି ଜର୍ଦ୍ଦା ଜବତ, ମୁଖ୍ୟ ଅଭିଯୁକ୍ତ ଅଟକ
ଭଦ୍ରକ ଅଫିସ,୧୦ା୭: ଭଦ୍ରକରେ ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ ସହ ଜଣକୁ ଅଟକ ରଖିଛି ପୋଲିସ। ସୂଚନାନୁସାରେ, ଭଦ୍ରକ ପୁରୁଣାବଜାର ଥାନା ଅଞ୍ଚଳର ଏକ ଘରେ ବିପୁଳ ପରମାଣର ନକଲି ଜର୍ଦ୍ଦା ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ପରେ…
ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଲା
ଭଦ୍ରକ ଅଫିସ,୧୦ା୭: ଶୁକ୍ରବାର ଭଦ୍ରକ ଜିଲାରୁ ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଛି। ଆକ୍ରାନ୍ତ ଦ୍ୱୟ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବାରୁ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି।
ଆଜୀବନ କାରାଦଣ୍ଡ ଭୋଗୁଥିବା ୫ କଏଦୀ ମୁକ୍ତ
ଭଦ୍ରକ ଅଫିସ,୯।୮: ରାଜ୍ୟ ଆଇନ ବିଭାଗର ବିଜ୍ଞପ୍ତି ତଥା ରାଜ୍ୟ ଜେଲ୍ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ଅନୁଯାୟୀ ଭଦ୍ରକ ଉପକାରାଗାରରୁ ବୁଧବାର ରାତିରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୫ଜଣ କଏଦୀଙ୍କୁ ମୁକ୍ତ କରାଯାଇଛି। ମୁକ୍ତ ହୋଇଥିବା କଏଦମାନେ ହେଲେ ଚାନ୍ଦବାଲି ଥାନା ଅନ୍ତର୍ଗତ…
ଭଦ୍ରକରେ ପୁଣି ୧୬ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୨୬୨ରେ ପହଞ୍ଚଲା
ଭଦ୍ରକ ଅଫିସ,୫ା୭: ଭଦ୍ରକ ଜିଲାରେ ରବିବାର ୧୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୨ରେ ପହଞ୍ଚିଛି। ସମସ୍ତେ କ୍ୱାରାଣ୍ଟାଇନ୍ରେ ଥିଲେ। ଭଦ୍ରକ, ଧାମନଗର ଓ ତିହିଡି ବ୍ଲକରୁ ଏହି ଆକ୍ରାନ୍ତମାନେ ଚିହ୍ନଟ…
ଭଦ୍ରକରେ ୨୪୬ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୪।୭: ଭଦ୍ରକ ଜିଲାରେ ଶନିବାର ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଛି। ଚିହ୍ନଟଙ୍କ ମଧ୍ୟରୁ ୧୧ ଜଣ ସାଙ୍ଗରୋଧ କେନ୍ଦ୍ରର ଓ ଜଣେ ସ୍ଥାନୀୟ ଅଞ୍ଚଳର…
ଭଦ୍ରକରେ ୨୩୩ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୩୦।୬: ଭଦ୍ରକ ଜିଲାରେ ମଙ୍ଗଳବାର ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍ ସଂଖ୍ୟା ୨୩୩ ଛୁଇଁଛି। ଚିହ୍ନଟ ବ୍ୟକ୍ତିଙ୍କ ମଧ୍ୟରୁ ୩ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବାବେଳେ ଗୋଟିଏ ଲୋକାଲ କେସ…
ଭଦ୍ରକରେ ୨୨୭ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୨୮।୬: ଭଦ୍ରକ ଜିଲାରେ ରବିବାର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍ ସଂଖ୍ୟା ୨୨୭ ଛୁଇଁଛି। ଚିହ୍ନଟ ବ୍ୟକ୍ତି ଜଣକ ସଙ୍ଘରୋଧ କେନ୍ଦ୍ରରୁ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ମୋଟ…
ମନ୍ତେଇ ଘାଟରେ ବିପଦପୂର୍ଣ୍ଣ ଯାତ୍ରା: ଦଉଡ଼ିରେ ଝୁଲୁଛି ଯାତ୍ରୀଙ୍କ ଜୀବନ
ଭଦ୍ରକ ଅଫିସ, ୨୮ା୬-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମେଦ ପଞ୍ଚାୟତର ଚାରବାଟିଆ ମନ୍ତେଇ ନଦୀଘାଟରେ ଦୈନିକ ହଜାର ହଜାର ଲୋକ ବିପଦପୂର୍ଣ୍ଣ ଭାବେ ଡଙ୍ଗା ମାଧ୍ୟମରେ ଯାତ୍ରା କରୁଛନ୍ତି। ଘାଟିଆ ନଦୀର ଉଭୟପଟେ ଦଉଡି ବାନ୍ଧି ତାହାରି ଭରସାରେ ଯାତ୍ରୀମାନଙ୍କୁ ଡଙ୍ଗାରେ…
ଘରୁ ବାହାରିଲେ ମାଳ ମାଳ ନାଗ ସାପ
ଭଦ୍ରକ ଅଫିସ,୨୬।୬-ଗୋଟିଏ କି ଦୁଇଟି ନୁହିଁ। ଏକାବେଳେ ୪୦ରୁ ଊର୍ଦ୍ଧ୍ୱ ସାପ ଉଦ୍ଧାର ହୋଇଛି। ଏଭଳି ଘଟଣା ଭଦ୍ରକ ବ୍ଲକ କଲେଇ ପଞ୍ଚାୟତ ରଙ୍ଗରାଜପୁର ଗ୍ରାମରେ ଶୁକ୍ରବାର ଦେଖିବାକୁ ମିଳିଛି। ଗ୍ରାମର ବିଜୟ ବିଶ୍ୱାଳଙ୍କ ଘରୁ ଭଦ୍ରକର ସ୍ନେକ ହେଲଫ ଲାଇନ…
କୋଭିଡ୍-୧୯ କାର୍ଯ୍ୟରେ ଅବହେଳା କରି ସିଆର୍ସିସି ନିଲମ୍ବିତ
ବନ୍ତ,୨୬ା୬(ଡି.ଏନ୍.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ବନମାଳୀ ନାୟକଙ୍କୁ ଗୁରୁବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। କୋଭିଡ୍-୧୯ କାର୍ଯ୍ୟରେ ଅବହେଳା ଓ ରାଜନୈତିକ କାର୍ଯ୍ୟକଳାପରେ ସଂଶ୍ଲିଷ୍ଟ ରହି କାର୍ଯ୍ୟରେ ବିଘ୍ନ ସୃଷ୍ଟି କରୁଥିବା ଅଭିଯୋଗରେ…
ରାସ୍ତା ମରାମତି କଲେ ଗାଁ ଲୋକେ
ବନ୍ତ, ୨ା୬(ଡି.ଏନ୍.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଡିଆ ପଞ୍ଚାୟତ ଜିରିଣା ଛକ ଠାରୁ ବରଗଢିଆ ଗ୍ରାମକୁ ଯାଇଥିବା ୮ ଶହ ମିଟର ରାସ୍ତା ଦୀର୍ଘ ୧୫ ବର୍ଷ ହେବ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ରାସ୍ତାରେ ମେଟାଲ ଉଠିବା ସହ ବିଭିନ୍ନ…
Archives


