ଭଦ୍ରକ

ଉତ୍ତର ଓଡ଼ିଶାରେ ବନ୍ୟା

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ ମୟୂରଭଞ୍ଜ…

ଆଖଣ୍ଡଳମଣି ମନ୍ଦିରରେ ବୁଡ଼ିଗଲା ବିଗ୍ରହ

ଆରଡି, ୨୭ା୮(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ବୁଧବାର ସକାଳୁ ପହୁଡ଼ ଖୋଲାଯିବା ପରେ ପାଳିଆ ସେବକ ଓ ଅନ୍ୟ ସେବାୟତ ମାନେ ବାବା ଆଖଣ୍ଡଳମଣିଙ୍କ ବିଗ୍ରହ ବୁଡିଯିବା ଦେଖିବାକୁ…

ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ଭାଜପା ନେତା

ବନ୍ତ,୨୭।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ ଆଦି ଜଳବନ୍ଦୀ ଗ୍ରାମ ଗୁଡିକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ଭାଜପା ନେତା ବୁଧବାର ବଦ୍ରୀ ନାରାୟଣ ଧଳ ପରିଦର୍ଶନ କରିଛନ୍ତି। ଉପରୋକ୍ତ ଗ୍ରାମକୁ ଯାଇଥିବା ରାସ୍ତାର ଦୁରବସ୍ଥା…

ବୈତରଣୀ ନଦୀ ଆଖୁଆପଦାଠାରେ ଅତିକ୍ରମ କଲା ବିପଦସଙ୍କେତ

ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ନଦୀ ବୁଧବାର ମଧ୍ୟାହ୍ନରେ ବିପଦ ସଙ୍କେତ ଅତିକ୍ରମ କରିଛି। ଏଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ୧ ଟାରେ ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଅର୍ଥାତ ୧୮.୨୭…

ଆଜିବି ଭଦ୍ରକରୁ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୬।୮: ଭଦ୍ରକ ଜିଲାରୁ ବୁଧବାର ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୩୭ରେ ପହଞ୍ଚିଛି। ତେବେ ଲଗାତାର ଭାବେ ଭଦ୍ରକରେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ…

ଭଦ୍ରକରେ ବନ୍ୟା ଆଶଙ୍କା: ପହଞ୍ଚିଲେ ଏନ୍‌ଡିଆର୍‌ଏଫ, ଓଡ୍ରାଫ୍‌ ଟିମ୍‌

ଭଦ୍ରକ ଅଫିସ,୨୬।୮: ଲଘୁଚାପ ଜନିିତ ଲଗାଣ ବର୍ଷା ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି। ଭଦ୍ରକ ଜିଲାରେ ମଧ୍ୟ ଦୁଇ ଦିନ ଧରି ଲଗାଣ ବର୍ଷା ହେଉଥିବା ବେଳେ ବନ୍ୟା ଆଶଙ୍କା କରାଯାଉଛି। ସମସ୍ତ ନଦୀରେ ବର୍ଷା ଜଳ ପ୍ରବାହିତ ହେବାରେ ଲାଗିଛି।…

ମନ୍ଦିର ଗର୍ଭଗୃହରେ ପାଣି, ବୁଡିଗଲେ ବାବା ଆଖଣ୍ଡଳମଣି

ଆରଡି, ୨୬।୮,(ଡି.ଏନ.ଏ.) : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷା ପାଣି ପ୍ରବେଶ କରିବାରୁ ବାବା ଆଖଣ୍ଡଳମଣି ସମ୍ପୂର୍ଣ୍ଣ ଭାବେ ବୁଡିଯାଇଥିଲେ। ଲିଙ୍ଗ ବୁଡି ରହିଥିବାରୁ ବୁଧବାର ସକାଳେ ମଙ୍ଗଳଆଳତି ହେବାରେ ବିଳମ୍ବ…

ଦ୍ରୁତ ଗତିରେ ବଢୁଛି ବୈତରଣୀ,ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍‌.ଏ): ବୈତରଣୀ ନଦୀରେ ବନ୍ୟା ଜଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଲଘୁଚାପଜନିତ ଲଗାଣ ବର୍ଷାରେ ବୈତରଣୀ ନଦୀ ମଙ୍ଗଳବାର ରାତି ୩ ଟାରୁ ବଢିବା ଆରମ୍ଭ କରିଛି। ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ଆଖୁଆପଦା ଆନିକଟ ଠାରେ ବନ୍ୟାଜଳ…

ରାସ୍ତାରେ ଘାଇ,୩ ଗାଁ ଜଳବନ୍ଦୀ

ବନ୍ତ, ୨୬।୮(ଡି.ଏନ୍‌.ଏ.)-ଲଘୁଚାପଜନିତ ବର୍ଷା ଓ ରେବ ନଦୀର ଜଳପତ୍ତନ ବୃଦ୍ଧି ଯୋଗୁ ରାସ୍ତାରେ ଘାଇ ସୃଷ୍ଟି ହୋଇ ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ୩ଟି ଗ୍ରାମର ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ଏହି ବ୍ଲକର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ…

ଗ୍ୟାସ ଗାଡ଼ିକୁ ଅଟକାଇବା ପଡ଼ିଲା ମହଙ୍ଗା: ୨ ଯୁବକ ଗିରଫ

ବନ୍ତ,୨୫।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ଜାମବଣି ଛକଠାରେ ସୋମବାର ଅପରାହ୍ନରେ ଆଗରପଡାରୁ ଆସୁଥିବା ଗ୍ୟାସ ସିଲିଣ୍ଡର ବୋଝେଇ ଗାଡିକୁ ୩ ଜଣ ଯୁବକ ଅଟକାଇ ଟଙ୍କା ମାଗିଥିଲେ। ଏହା ସହ ଚାଳକଙ୍କୁ ମାଡ ମାରିଥିଲେ। ପରେ ଗାଡି ସହ…

ଡରାଇଲାଣି ଭଦ୍ରକ : ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲାରେ ମଙ୍ଗଳବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୨୨୩ରେ ପହଞ୍ଚିଛି। ପ୍ରାୟ ସବୁଦିନ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ରହିଥାନ୍ତି। ମାତ୍ର ଆଜିର ସମସ୍ତ…

ରୋଜଗାର ଚିନ୍ତାରେ ମାଛଧରାଳୀ

ଭଦ୍ରକ ଅଫିସ, ୨୫ା୮- କରୋନା ପ୍ରଭାବରେ ଦେଶରେ ସବୁ ବର୍ଗର ଲୋକ ପ୍ରଭାବିତ ହୋଇଥିବା ବେଳେ ମାଛଧରାଳୀ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ସବୁ ଶ୍ରେଣୀର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ହେଲେ ମତ୍ସ୍ୟଜୀବୀଙ୍କ ପାଇଁ ସରକାରୀ ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?