ଭଦ୍ରକ

ଭଦ୍ରକରେ ୩ କରୋନା ପଜିଟିଭ୍‌ ଚିହ୍ନଟ, ୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୮ା୬: ଭଦ୍ରକ ଜିଲାରେ ଗୁରୁବାର ଆଉ ୩ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧ରେ ପହଞ୍ଚିଛି। ଏହି ଆକ୍ରାନ୍ତମାନେ ଭଣ୍ଡାରିପୋଖରୀ ବ୍ଲକର ଦୁଇଟି ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଛନ୍ତି। ଏମାନେ ଗୁଜରାଟ, ପଶ୍ଚିମ…

ଭିଜିଲାନ୍ସ ଜାଲରେ ଟେକ୍ନିକାଲ ଆସିଷ୍ଟାଣ୍ଟ

ଭଦ୍ରକ ଅଫିସ,୧୮।୬: ଭଦ୍ରକ ଡିପିସି ଅଫିସର ଟେକ୍ନିକାଲ ଆସିଷ୍ଟାଣ୍ଟଙ୍କ ଘରେ ଗୁରୁବାର ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରଛନ୍ତି। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଟେକ୍ନିକାଲ ଆସିଷ୍ଟାଣ୍ଟ ବୈଲୋଚନ ପୁହାଣଙ୍କ ଘର ସମେତ ବିଭିନ୍ନ ସ୍ଥାନରେ…

ବର୍ଷା ଆରମ୍ଭରୁ ଧସିଲା ଗାର୍ଡ୍‌ଓ୍ବାଲ୍‌ : ନିର୍ମାଣ ନ ସରୁଣୁ ସ୍ଥିତି ବେହାଲ

ଭଦ୍ରକ ଅଫିସ, ୧୭ା୬- ନିର୍ମାଣ କାର୍ଯ୍ୟ ନ ସରୁଣୁ ସ୍ଥିତି ବେହାଲ ହୋଇପଡ଼ିଛି। ବର୍ଷା ଆରମ୍ଭରୁ ଗାର୍ଡଓ୍ବାଲ୍‌ (ସୁରକ୍ଷା ପ୍ରାଚରୀ) ଧସି ଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଡ୍ରେନେଜ ବିଭାଗ ଅଧୀନ ଧାମନଗର ବ୍ଲକ ପଳିକିରି ଅଞ୍ଚଳ ଯ’…

ଗାଡ଼ି ଧକ୍କାରେ ମେଡିକାଲ ଛାତ୍ର ଗୁରୁତର : ଚାଳକଙ୍କ ନାମରେ ମାମଲା ରୁଜୁ

ବନ୍ତ,୧୬।୬(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ କେନ୍ଦୁଆପଦା ଛକସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାରେ ବାଇକ୍‌ରେ ଆସୁଥିବା ଜଣେ ମେଡିକାଲ ଛାତ୍ରଙ୍କୁ ଏକ ଟାଟା ଏସି ଗାଡି ଧକ୍କା ଦେବା ଫଳରେ ଛାତ୍ର ଜଣଙ୍କ ଗୁରୁତର ଆହତ ହୋଇ ଚିକିତ୍ସାଧୀନ…

ବୁରୁଜାଲ ଗାଁରେ ଗୋଷ୍ଠୀ ସଂଘର୍ଷ: ୬ ଆହତ

ଚାନ୍ଦବାଲି,୧୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଉତୁକୁଡ଼ା ପଞ୍ଚାୟତର ବୁରୁଜାଲ ଗାଁରେ ବୁଧବାର ସକାଳେ ଦୁଇ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ପ୍ରଥମେ ଚାନ୍ଦବାଲି…

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା: ୩ କୋର୍ଟ ଚାଲାଣ, ଚୋରି ସାମଗ୍ରୀ ଉଦ୍ଧାର

ଭଦ୍ରକ ଅଫିସ,୧୭ା୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଚଳିତ ମାସ ୫ ତାରିଖ ରାତିରେ କବାଟ ଭାଙ୍ଗି ଚୋରି ହୋଇଥିଲା। ସଙ୍ଗରୋଧ କେନ୍ଦ୍ରରେ ଥିବା ଇନ୍‌ଭର୍ଟର, ବ୍ୟାଟେରୀ, ଆକ୍ୱାଗାର୍ଡ ପରି କିଛି ସାମଗ୍ରୀ ଚୋରି ହୋଇଥିଲା ବୋଲି…

ନପଙ୍ଗ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ,୧୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପଞ୍ଚାୟତର ଚଣ୍ଡୀମାତା ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।…

ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ

ବାସୁଦେବପୁର, ୧୬ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ପଢ଼ୁଁଆ ପଞ୍ଚାୟତ ସରପୋଖରୀଆଡ଼ିଠାରେ ଋଷ୍ୟଶୃଙ୍ଗ ସାଂସ୍କୃତିକ ଅନୁଷ୍ଠାନ ଆନୁକୂଲ୍ୟରେ ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ ଉତ୍ସବ ୩ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରବିବାର କଳସପୂଜା କରାଯାଇଥିଲା। ସୋମବାର ମଙ୍ଗଳବାର ଦୁଇଦିନ ଧରି ଋଷ୍ୟଶୃଙ୍ଗ ଓ…

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ ପଡୋଶୀ ଯୁବକ ଗିରଫ

ଚାନ୍ଦବାଲି,୧୬।୬(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନସ୍ଥ ଚଡଦିଆ ଗ୍ରାମ ପଞ୍ଚାୟତର ଚଡଦିଆ ଗାଁର ଜଣେ ୫ ବର୍ଷର ନାବାଳିକା ବଳାତ୍କାର ଅଭିଯୋଗରେ ପଡୋଶୀ ଘରର ଜଣେ ଯୁବକକୁ ବାଂଶଡା ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ…

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା:୨ ଅଟକ, ଚୋରି ସାମଗ୍ରୀ ଜବତ

ଭଦ୍ରକ ଅଫିସ/ପଦ୍ମପୁର,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋରାମାଟି ପଞ୍ଚାୟତର ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଗତ ୫ ତାରିଖରେ ଚୋରି ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର ଗ୍ରାମାଞ୍ଚଳ ଥାନା ଅଧିକାରୀ ଓ ସାବରଙ୍ଗ ଫାଣ୍ଡି ଅଧିକାରୀ ସମ୍ପକ୍ତ ୨ ଜଣଙ୍କୁ ଅଟକ…

ପୂର୍ବ ଶତ୍ରୁତାରୁ ଅଗ୍ନିକାଣ୍ଡ: ରାତିରେ ଶୋଇଥିବା ବେଳେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଉଦପୁର ଗାଁରେ ୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ପୂର୍ବ ଶତ୍ରୁତାରୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଫେରାର ହୋଇଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣାର ତଦନ୍ତ…

ରଜରେ ଆମ୍ବ ଖାଇବାକୁ ନ ଦେବାରୁ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଭଦ୍ରକ ଅଫିସ,୧୬।୬: ରଜରେ ଆମ୍ବ ଖାଇବା ପାଇଁ ନଦେବାରୁ ସ୍ତ୍ରୀଙ୍କୁ ବାଉଁଶରେ ପିଟି ହତ୍ୟା କଲେ ନିଶାସକ୍ତ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ଥାନା ଜଳମଣ୍ଡୁଆର ଡଜେନା ସାହି ଗ୍ରାମରେ। ସୂଚନା ଅନୁଯାୟୀ, ଦ୍ୱିତୀୟ ରଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri