ଭଦ୍ରକ

ରାସ୍ତା ମଝିରେ ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୫ା୮(ଡି.ଏନ୍‌.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ…

ବାଲି ମାଫିଆଙ୍କ ସହ ବାର୍ତ୍ତାଳାପର ଅଡିଓ ଭାଇରାଲ:ବଦଳିଲେ ଭଣ୍ଡାରିପୋଖରୀ ଥାନାଧିକାରୀ

ଭଦ୍ରକ ଅଫିସ, ୨୫ା୮- ବାଲି ମାଫିଆଙ୍କୁ ସୁହାଇଲା ଭଳି ଥାନାଧିକାରୀଙ୍କ କଥାବାର୍ତ୍ତାର ଅଡିଓ ରେକର୍ଡ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ବିବାଦୀୟ ହୋଇପଡ଼ିଛନ୍ତି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନାଧିକାରୀ ସନାତନ ସାହୁ। ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ଏସ୍‌ପି…

ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି…

ଭଦ୍ରକରେ ବଢୁଛି ସ୍ଥାନୀୟ ସଂକ୍ରମଣ: ଆଜି ଚିହ୍ନଟ ହୋଇଛନ୍ତି ୬୬

ଭଦ୍ରକ ଅଫିସ,୨୪ା୮: ସୋମବାର ଭଦ୍ରକରୁ ୬୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୬୫ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ଆକ୍ରାନ୍ତମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ଯାହାକି…

ମୂର୍ତ୍ତି ତିଆରି ନିଶାରେ ଶୁଭଶ୍ରୀସୋନମ

ବନ୍ତ, ୨୪।୮(ଡି.ଏନ.ଏ.)-ପାଠ ପଢିବା ସହିତ ଚିତ୍ର ଆଙ୍କିବା ଓ ମୂର୍ତ୍ତି ତିଆରି କରିବାରେ ନିଜକୁ ହଜାଇ ଦେଇଛନ୍ତି ଶୁଭଶ୍ରୀ ସୋନମ ରାଜ। ତାଙ୍କର ପ୍ରତିଭାକୁ ବିକାଶ କରାଇବା ଲାଗି ଲକ୍‌ଡାଉନ ସୁଯୋଗ ଆଣିଦେଇଛି ବୋଲି ସେ କୁହନ୍ତି। ଶୁଭଶ୍ରୀଙ୍କ ଘର ଭଦ୍ରକ…

ଭଦ୍ରକରେ ୨୦୯୯ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ୯୨ ପଜିଟିଭ୍‌ ସମସ୍ତେ ସ୍ଥାନୀୟ ସଂକ୍ରମଣ

ଭଦ୍ରକ ଅଫିସ,୨୩ା୮: ଭଦ୍ରକ ଜିଲାରେ ରବିବାର ୯୨ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୯ ଛୁଇଁଛି। ଆଜି ଚି଼ହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରୁ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ଜିଲାରୁ…

ବଧୂହତ୍ୟା ଅଭିଯୋଗ: ଶାଶୁ, ଶ୍ୱଶୁର, ନଣନ୍ଦେଇ ଅଟକ; ଦିଅର ଫେରାର

ଚାନ୍ଦବାଲି,୨୨ା୮(ଡିି.ଏନ୍‌.ଏ.) : ଭଦ୍ରକ ଜିଲା ଚାନ୍ଦବାଲି ଥାନା ପଣସପଡ଼ା ଗାଁରେ ବଧୂହତ୍ୟା ଅଭିଯୋଗରେ ଶାଶୁ, ଶ୍ୱଶୁର ଓ ନଣନ୍ଦେଇଙ୍କୁ ପୋଲିସ୍‌ ଅଟକ ରଖି ପଚରାଉଚରା କରୁଥିବା ବେଳେ ଦିଅର ଫେରାର ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ବାଂଶଡ଼ା ଥାନା ଅନ୍ତର୍ଗତ ତୋଟାପଡ଼ା ପଞ୍ଚାୟତର…

ଭଦ୍ରକରେ ୨୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଜଣକୁ ବାଦ୍‌ ଦେଲେ ସମସ୍ତେ ସ୍ଥାନୀୟ ସଂକ୍ରମଣ

ଭଦ୍ରକ ଅଫିସ,୨୨।୮: ଭଦ୍ରକ ଜିଲାରେ ଶନିବାର ୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୭ରେ ପହଞ୍ଚିଛି। ଆଜିର ଚିହ୍ନଟଙ୍କ ମଧ୍ୟରୁ ମାତ୍ର ଜଣଙ୍କୁ ଛାଡିଦେଲେ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି।…

କରୋନା କବଳରେ ଭଦ୍ରକ ଏମ୍‌ପିଙ୍କ ପରିବାର: ମଞ୍ଜୁଲତା ମଣ୍ଡଳଙ୍କ ସମେତ ୪ ଆକ୍ରାନ୍ତ

ଭଦ୍ରକ ଅଫିସ,୨୨। ୮: ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ସମେତ ତାଙ୍କ ସ୍ବାମୀ ତଥା ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ଘରର ୪ ଜଣଙ୍କୁ କରୋନା ହୋଇଥିବା ଶନିବାର ଜଣାପଡିଛି। ଏ ନେଇ ଏମ୍‌ପି ଓ ପୂର୍ବତନ ବିଧାୟକ ଉଭୟେ…

ଅଭିଯୋଗ ନ ଶୁଣିବାରୁ ଥାନା ଆଗରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ

ଭଦ୍ରକ ଅଫିସ,୨୨।୮: ଭଦ୍ରକ ପୁରୁଣା ବଜାରରେ ଏକ ଅଭାବନୀୟ କାଣ୍ଡ ଘଟିଛି। ପୋଲିସ ଅଭିଯୋଗ ନ ଶୁଣିବାରୁ ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ପୁରୁଣା ବଜାରରେ ରହୁଥିବା ସେକ…

ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ କରୋନା

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା। ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ବିଧାୟକ ସଞ୍ଜୀବ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ…

ବିପଦ ସଙ୍କେତ ଉପରେ ବୈତରଣୀ

ଭଣ୍ଡାରିପୋଖରୀ,୨୧ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦାଠାରେ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇ ଶୁକ୍ରବାର ସକାଳ ୭ଟାରେ ବିପଦ ସଙ୍କେତ ଅତିକ୍ରମ କରିଛି। ଆନିକଟଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ପୂର୍ବାହ୍ନ ୧୧ ଟାରେ ବନ୍ୟାଜଳ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?