ଭଦ୍ରକ

ସଙ୍ଗରୋଧରୁ ବାହାରିବାର ୨ ଦିନ ପରେ କରୋନା ପଜିଟିଭ ଚିହ୍ନଟ: ନପଙ୍ଗ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ, ୧୬।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। କୋଲକାତାରୁ ଫେରି ଜଣେ ପ୍ରବାସୀ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସେଠାରେ ଅବଧି ଶେଷ ହେବା ପରେ ସେ…

ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା, ୧୪୪ ଧାରା ଜାରି

ଭଦ୍ରକ ଅଫିସ.୧୫।୬: ଭଦ୍ରକ ସହରାଞ୍ଚଳ ଥାନା ଅଧୀନସ୍ଥ ୱାର୍ଡ ନମ୍ବର ୧୩ ମୀର ସାହି ଓ ଏଲେଖା ସାହିର ଦୁଇ ସମ୍ପ୍ରଦାୟ ମଧ୍ୟରେ ରବିବାର ରାତିରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏକ ସମ୍ପ୍ରଦାୟର କିଛି ଖଳ ପ୍ରକୃତି ଲୋକ ହନୁମାନ…

ଭଦ୍ରକରେ ନୂଆ ୧୯ ପଜିଟିଭ୍‌: ୧୭୭ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୫ା୬ : ସୋମବାର ଭଦ୍ରକ ଜିଲାରୁ ୧୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ଛୁଇଁଛି। ଏମାନଙ୍କ ମଧ୍ୟରୁ ୧୫୧ ସୁସ୍ଥ ହୋଇଥିବା ବେଳେ ୨୬ ଜଣ ଚିକିତ୍ସାଧୀନ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ…

ଫିକା ପଡିଲା ପହିଲି ରଜ

ଭଦ୍ରକ ଅଫିସ, ୧୪ା୬-ଭଦ୍ରକ ଜିଲାରେ ସପ୍ତାହର ଦୁଇଦିନ ଶଟ୍‌ଡାଉନ ଥିବାରୁ ପହିଲି ରଜ ଫିକା ପଡ଼ିଛି । ଆଉ କିଏ ଘର ଭିତରେ ରଜ ପାଳିଛି ତ କିଏ କରୋନା ଯୋଦ୍ଧାଙ୍କୁ ଉପହାର ଦେଇଛି। ଆଉ କିଏ ଅଭାବ ଅନାଟନରେ ଥିବା…

ଭଦ୍ରକରେ ୧୫୭ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୪।୬: ଭଦ୍ରକ ଜିଲାରୁ ରବିବାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ପଜିଟିଭ୍‌ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ହରିୟାଣା ଫେରନ୍ତା ବୋଲି ଜଣାପଡିଛି ଓ ସେ ସଙ୍ଗରୋଧ କେନ୍ଦ୍ରରୁ…

କାନ୍ତକବିଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ସରକାରଙ୍କ ପ୍ରୟାସକୁ ସ୍ବାଗତ

ଭଦ୍ରକ ଅଫିସ, ୧୩ା୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରେରଣାଦାୟୀ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ପରାମର୍ଶ ଦେଇଥିଲେ। ତେବେ ସେଦିନ କେବଳ ଓଡିଶାରେ ନୁହେଁ ବରଂ…

ଭଦ୍ରକରୁ ୫ ନୂଆ ଆକ୍ରାନ୍ତ ଚିହ୍ନଟ: ଜିଲାରେ ୧୪୬ ଛୁଇଁଲା ପଜିଟିଭ୍‌ ସଂଖ୍ୟା

ଭଦ୍ରକ ଅଫିସ,୧୩।୬: ଭଦ୍ରକ ଜିଲାରେ ଶନିବାର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ ଛୁଇଁଛି। ତେବେ ସମସ୍ତ ୫ ଆକ୍ରାନ୍ତ ସଙ୍ଗରୋଧ ଗୃହରୁ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ…

‘କାନ୍ତକବିଙ୍କ ସ୍ମୃତିରକ୍ଷା ପାଇଁ ପଦକ୍ଷେପ ନିଆଯିବ’

ଭଦ୍ରକ ଅଫିସ,୧୦ା୬ – କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ଭଳି ପୂଜ୍ୟପୂଜାଙ୍କ ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ମଙ୍ଗଳବାର ସନ୍ଧ୍ୟାରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍‌ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ…

ଅଗ୍ନି ବିପନ୍ନଙ୍କୁ ସହାୟତା

ଭଣ୍ଡାରିପୋଖରୀ, ୧୦।୬(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଣିନାଥପୁର ଗ୍ରାମର ଅଗ୍ନିବିପନ୍ନ ପରିବାର ରବୀନ୍ଦ୍ର ସାମଲଙ୍କୁ ଭଣ୍ଡାରିପୋଖରୀ ବ୍ଲକ କଂଗ୍ରେସ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି।ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ସୁବ୍ରତ ଦାସଙ୍କ ନେତୃତ୍ୱରେ ବ୍ଲକ କଂଗ୍ରେସ ସଭାପତି ରଜନୀ କାନ୍ତ…

୨୦୦ ଲିଟର ଦେଶୀ ମଦ ସହ ଅଟୋ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୧୦।୬: ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଡାହାଣୀଗଡ଼ିଆ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଚରମ୍ପା ଆଡୁ ବାଇପାସ ଆଡକୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋରୁ(ଓଆର-୨୨ଏଫ୍‌-୯୨୩୭) ୨୦୦ ଲିଟର ଚୋରା ଦେଶୀ ମଦ ଜବତ ହୋଇଛି। ଭଦ୍ରକ ଡାହାଣିଗାଡ଼ିଆ ଛକ…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ ଛୁଇଁଲା

ଭଦ୍ରକ ଅଫିସ,୧୦।୬: ବୁଧବାର ଭଦ୍ରକ ଜିଲାରୁ ଜଣେ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଚି଼ହ୍ନଟ ଜଣକ କୋଲକତା ଫେରନ୍ତା ଓ ସେ ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଥିବା କୁହାଯାଇଛି। ଜିଲାରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ରେ ପହଞ୍ଚିଛି।

କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ

ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍‌ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri