ଭଦ୍ରକ

ବିପ୍ଳବଜିତ୍‌ ଭଦ୍ରକ ଜିଲାରେ ମାଟ୍ରିକ ଟପ୍ପର

ପଦ୍ମପୁର,୩୦ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଢୁଆଁ କୁମାରପୁର ଉଚ୍ଚ ବିଦ୍ୟାଳୟର ଛାତ୍ର ବିପ୍ଳବଜିତ୍‌ ମିଶ୍ର ଚଳିତ ମାଟ୍ରିକ ପରୀକ୍ଷାରେ ୫୭୧ ମାର୍କ ରଖି ଜିଲାରେ ଟପ୍ପର ହୋଇଛନ୍ତି। ତାଙ୍କର ବାପା ବିବେକାନନ୍ଦ ନନ୍ଦ ମିଶ୍ର ଶିକ୍ଷକତା କରୁଥିବା ବେଳେ ମା’…

ଭଦ୍ରକରେ ୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୩୦ା୭: ଗୁରୁବାର ଭଦ୍ରକ ଜିଲାରେ ଆଉ ୫୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୦୬ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୮ ଜଣ କ୍ୱାରାଣ୍ଟାଇନ୍‌ରୁ…

ଭଦ୍ରକ ଏକତା ବଜାରର ବ୍ୟବସାୟୀଙ୍କୁ କରୋନା: ୨ ବଜାର ୭୨ ଘଣ୍ଟା ଶଟଡାଉନ

ଭଦ୍ରକ ଅଫିସ,୨୯।୭: ମଙ୍ଗଳବାର ଭଦ୍ରକ ଏକତା ବଜାରରେ ଭ୍ରାମ୍ୟମାଣ କରୋନା ଚିହ୍ନଟ ପ୍ରକ୍ରିୟା ମାଧ୍ୟମରେ ଏକ ବ୍ୟବସାୟିକ ଅନୁଷ୍ଠାନର ମାଲିକ ଓ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏ ନେଇ ବୁଧବାର ପ୍ରଶାସନ ପକ୍ଷରୁ ୨ ଟି ବଜାରକୁ ଶଟଡାଉନ…

ମାଟ୍ରିକ୍‌ ପରୀକ୍ଷା ଫଳ: ଭଦ୍ରକରେ ପୁଅଙ୍କୁ ପଛରେ ପକାଇଲେ ଝିଅ

ଭଦ୍ରକ ଅଫିସ,୨୯।୭: ମାଟ୍ରିକ୍‌ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଭଦ୍ରକ ଜିଲାରେ ପୁଅଙ୍କୁ ପଛରେ ପକାଇ ଝିଅ ବାଜିମାତ କରିଛନ୍ତି । ଜିଲାରେ ମୋଟ ୨୨,୦୧୪ ପରୀକ୍ଷାର୍ଥି ଥିବାବେଳେ ସେଥିରୁ ୧୬,୬୮୪ ପାସ କରିଛନ୍ତି। ପାସ ହାର ମୋଟ ୭୫.୭୬…

ପ୍ରଶାସନ ଶୁଣିଲାନି, ଗ୍ରାମବାସୀ ସଫା କଲେ ନାଳ

ବନ୍ତ,୨୯।୭(ଡି.ଏନ୍‌.ଏ.): ପ୍ରଶାସନ ଉପରୁ ଭରସା ତୁଟାଇ ଶେଷରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଘରପଦା ଗ୍ରାମବାସୀଙ୍କ ସମେତ ଜାଗୁଳାଇ ୟୁଥ୍‌ କ୍ଲବର ସଭ୍ୟମାନେ ମିଳିତ ଭାବେ ପୋତି ହୋଇ ପଡ଼ିଥିବା ଏକ ନାଳକୁ ସଫା କରିଛନ୍ତି। ଗତ ୩…

ପ୍ରବାସୀଙ୍କ ଅର୍ଥ ହଡ଼ପ କରି ବନ୍ଧାହେଲେ ସରପଞ୍ଚ, ପିଇଓଙ୍କ ସ୍ବାମୀ

ବାସୁଦେବପୁର/ପଦ୍ମପୁର,୨୮ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଶାଶୁଭୁଆଶୁଣି ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀଙ୍କୁ ରାଜ୍ୟ ସରକାର ପ୍ରଦାନ କରୁଥିବା ୨ ହଜାର ଟଙ୍କା ମଧ୍ୟରୁ ଶହେ ଟଙ୍କା କମ୍‌ କରି ୧୯ଶହ ଟଙ୍କା ଦେବା ଘଟଣାରେ ଚୂଡ଼ାମଣି ସାମୁଦ୍ରିକ…

ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ

ଭଦ୍ରକ ଅଫିସ/ ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସଦର ଆରଆଇ ସୁବ୍ରତ ମଳିକଙ୍କୁ ମଙ୍ଗଳବାର ଭଦ୍ରକ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆରଆଇ ସୁବ୍ରତ ପଣସପଡା ଗ୍ରାମର କିଶୋର କୁମାର ପଣ୍ଡାଙ୍କ ଠାରୁ ଲିଗାଲ ହେୟାର ସାର୍ଟିଫିକେଟ କରିଦେବା ନିମନ୍ତେ…

ଏଥର ଭଦ୍ରକରୁ ଚିହ୍ନଟ ପଜିଟିଭ୍‌ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୮।୭: ଭଦ୍ରକ ଜିଲାରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୯ ଛୁଇଁଛି। ତେବେ ୨ ଚିହ୍ନଟ ସ୍ଥାନୀୟ ଅଞ୍ଚଳ ବୋଲି ସୂଚନା ମିଳିଛି। ଉଭୟଙ୍କ ମଧ୍ୟରୁ ଜଣେ…

କାଳିଆ ଟଙ୍କା ଫେରାଇବାକୁ ୩,୮୧୪ ହିତାଧିକାରୀଙ୍କୁ ନୋଟିସ୍‌

ଭଦ୍ରକ ଅଫିସ, ୨୮ା୭-ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ମଧ୍ୟରୁ କାଳିଆ ଯୋଜନା ଏକ ଲୋକାଭିମୁଖୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଯୋଜନା ଭାବେ ବେଶ୍‌ ଲୋକାଦୃତ ହୋଇଥିଲା। ହେଲେ ଏବେ ଏହି ଯୋଜନାକୁ ନେଇ ଲୋକେ ଅସନ୍ତୋଷ ବ୍ୟକ୍ତ କଲେଣି।…

ଗ୍ରାମରେ ଦେଖାଦେଲା କରୋନା ଲକ୍ଷଣ : ୭ ଦିନ ଓଡଙ୍ଗ ପଞ୍ଚାୟତ ଶଟ୍‌ଡାଉନ୍‌

ବନ୍ତ,୨୭।୭(ଡି.ଏନ୍‌.ଏ./ସ୍ବ.ପ୍ର) : ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତକୁ ସରପଞ୍ଚ କିଶୋର କିଙ୍କର ପଢ଼ିଆରୀ ସୋମବାର ସକାଳ ୭ଟାରୁ ଆସନ୍ତା ରବିବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ଙ୍ଗ ଟି.ଏମ୍‌.ସିରେ ୨ଟି ପଜିଟିଭ୍‌…

ମାନିଲେନି ଲକ୍‌ଡାଉନ୍‌ ନିୟମ: ଶେଷରେ ଆଖି ବୁଜିଲେ କାଉଡ଼ିଆ

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): କରୋନା ଲାଗି ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଚଳିତ ବର୍ଷ କାଉଡ଼ିଆଙ୍କୁ ଶୈବ ପୀଠ ମନା ହୋଇଥିଲା। ଏ ନେଇ ଶ୍ରାବଣ ମାସ ତୃତୀୟ ସୋମବାର ହୋଇଥିଲେ ସୁଦ୍ଧା କୌଣସି ଶୈବ ପୀଠରେ ଭକ୍ତଙ୍କ ଭିଡ଼ ଜମି ନଥିଲା। ତେବେ…

ଜୁନିୟର କଲେଜ ଅଧ୍ୟକ୍ଷଙ୍କ କରୋନାରେ ମୃତ୍ୟୁ: ବାରିକପୁର ବଜାର ଶଟଡାଉନ

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ବଜାରକୁ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଶଟଡାଉନ ଘୋଷଣା କରାଯାଇଛି। ସ୍ଥାନୀୟ ନିର୍ଗୁଣ୍ଡି ଓ ନଗୁଁଆ ପଞ୍ଚାୟତର ସରପଞ୍ଚ ନମିତା ପାତ୍ର ଓ କମଳ କୁମାର ନନ୍ଦ ମିଳିତ ଭାବେ ବାରିକପୁର ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri