‘ଅମ୍ଫନ୍’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍.ଏ.)/ଜଗତ୍ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଆସିଥିବା…
ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ ଛୁଇଁଲା
ଭଦ୍ରକ ଅଫିସ,୫ା୬: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ୪ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ ଛୁଇଁଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ବନ୍ତ ଓ ଧାମନଗର ବ୍ଲକ ଅଧିନସ୍ଥ ସଙ୍ଗରୋଧ…
କରୋନା ବଦଳାଇ ଦେଲା ଜୀବନର ମୋଡ: ମାଛ ବିକୁଛନ୍ତି ଗୀତିକାର
ଭଦ୍ରକ ଅଫିସ, ୫ା୬- କୁମାର ଗୌତମ ଭଦ୍ରକ ସହର ତଥା ଜିଲାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ, ଓଲିଉଡ ଜଗତରେ ତାଙ୍କର ସ୍ବତନ୍ତ୍ର ପରିଚିତ ରହିଛି। ସେ ଭଦ୍ରକରେ ମେଲୋଡି ପାର୍ଟି କରି ପରିବାର ପ୍ରତିପୋଷଣ କରୁଥିଲେ। ହେଲେ କରୋନା ଲକ୍ଡାଉନ ତାଙ୍କ…
ଶନିବାର,ରବିବାର ଶଟ୍ଡାଉନ୍ ନେଇ କଟକଣା
ଭଦ୍ରକ ଅଫିସ,୪ା୬- ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତି ଶନିବାର ଓ ରବିବାର ଶଟ୍ଡାଉନ ନେଇ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଜିଲା ପାଇଁ ନୀତି ଧାର୍ଯ୍ୟ କରିବା ସହିତ ଆଇନକୁ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି।…
ପଲ୍ଲୀସଭା ବେଳେ ହାତାହାତି
ଭଦ୍ରକ ଅଫିସ,୪।୬: ଭଦ୍ରକ ବ୍ଲକ ଅନ୍ତର୍ଗତ କୋଡ଼ବରୁଆଁ ପଞ୍ଚାୟତର କୋଡ଼ଗମ୍ଭିର ଗ୍ରାମରେ ଗୁରୁବାର ପଲ୍ଲୀସଭା ଆୟୋଜିତ ହୋଇଥିଲା। ସଭା ଚାଲିଥିବା ବେଳେ ତୁମୁଳ କାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ଲକ୍ ଡାଉନ୍ ସମୟରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିୟମିତ ପଲ୍ଲୀସଭା କିପରି…
କାନ୍ତକବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି : ଦ୍ୱିତୀୟ ଦିନରେ ଧାରଣା
ଭଦ୍ରକ ଅଫିସ,୩ା୫- କାନ୍ତକବି ମଞ୍ଚ ପକ୍ଷରୁ ବାଇପାସ ନିକଟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବିରେ ବୁଧବାର ଦ୍ୱିତୀୟ ଦିନରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତି…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ
ଚାନ୍ଦବାଲି,୩ା୬(ଡି.ଏନ୍.ଏ.): ଭଦ୍ରକ ବନଖଣ୍ଡ ଅନ୍ତର୍ଗତ ଚାନ୍ଦବାଲିସ୍ଥିତ କାର୍ଯ୍ୟାଳୟରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିଛି। ବୁଧବାର ମଧ୍ୟାହ୍ନରେ ଭଦ୍ରକ ଓ ବାରିପଦାର ଭିଜିଲାନ୍ସ ପକ୍ଷରୁ ଏସିଏଫ୍ଓ ବିରଜା ମୋହନ ମହାନ୍ତି ଓ ଫରେଷ୍ଟର ଜଗନ୍ନାଥ…
ବିନା ମାସ୍କଧାରୀଙ୍କଠାରୁ ଜରିମାନା ଆଦାୟ
ଭଣ୍ଡାରିପୋଖରୀ,୩।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ପୋଲିସ ମଙ୍ଗଳବାର ଅପରାହ୍ନରେ ବ୍ଲକର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ଜରିମାନା ଆଦାୟ କରିଛି। ଥାନାଧିକାରୀ ସନାତନ ସାହୁଙ୍କ ନିର୍ଦ୍ଦେଶକ୍ରମେ ଏଏସ୍ଆଇ ଗୌରମଣି ସିଂ ଓ ଅନ୍ୟ ଥାନା…
ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
ପଦ୍ମପୁର, ୨ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର କାଶୀଅଭିରାମ ଗ୍ରାମର ଦ୍ରୌପଦୀ ରାଉତ(୩୦) ନାମ୍ନୀ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦ୍ରୌପଦୀଙ୍କ ବାପା ନରେନ୍ଦ୍ର ରାଉତ ନାୟକାଣିଡିହୀ ଥାନାରେ ତାଙ୍କୁ ହତ୍ୟା କରାଯାଇଥିବା ନେଇ…
କାନ୍ତକବି ଲଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବିରେ ଧାରଣା
ଭଦ୍ରକ ଅଫିସ,୬।୨: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଜନ୍ମମାଟି ଭଦ୍ରକରେ ଜିଲା ପ୍ରଶାସନ ଉଚିତ ସମ୍ମାନ ପ୍ରଦର୍ଶନ କରୁ ନ ଥିବା ଅଭିଯୋଗ ହୋଇଛି। ଭଦ୍ରକ ବାଇପାସ ଛକଠାରେ ଦୀର୍ଘବର୍ଷ ଧରି ସ୍ଥାପିତ ହୋଇଥିବା ଲକ୍ଷ୍ମୀକାନ୍ତ ପ୍ରତିମୂର୍ତ୍ତିକୁ କେହି ଦୁବୃର୍ତ୍ତ ଦୁଇ ବର୍ଷ…
ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିଡିଓଙ୍କୁ ଦାବିପତ୍ର
ବାସୁଦେବପୁର, ୨ା୬(ଡି.ଏନ.ଏ.)-ମହାମାରୀ କରୋନା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଲକ୍ଡାଉନ ପାଇଁ ଶ୍ରମିକ ଓ ଗରିବ ଲୋକମାନେ ହଇରାଣ ହରକତ ହେଉଥିବା ସହ ବିଭିନ୍ନ ସରକାରୀ ସହାୟତା ଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚତ୍ପାରୁନାହିଁ। ଫଳରେ ସେମାନଙ୍କ ପରିବାର…
କାଳବୈଶାଖୀରେ ଭାଙ୍ଗିଲା ଗଛ, ଟ୍ରାନ୍ସଫର୍ମର
ଭଦ୍ରକ ଅଫିସ,୧ା୬- ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବହୁ କ୍ଷୟକ୍ଷତି ଘଟିଛି। ବହୁଦିନର ଗଛଗୁଡ଼ିକ ଭାଙ୍ଗି ପଡ଼ିଥିବା ବେଳେ ଅନେକ ସ୍ଥାନରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୋଟି ପଡ଼ିଛି। ଭଦ୍ରକ ଉପକଣ୍ଠ ଗେଲପୁର ନିକଟରେ ବିରାଟ ଗଛ…
Archives


