ବନ୍ତ ତହସିଲଦାରଙ୍କ ଭିଡିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ
ଭଦ୍ରକ ଅଫିସ/ ବନ୍ତ (ସ୍ବ.ପ୍ର), ୨୬।୫: କର୍ଫ୍ୟୁ କଟକଣା ସମୟରେ ବନ୍ତ ତହସିଲଦାର ଲୁଗା ଦୋକାନୀଙ୍କୁ ଦୋକାନ ଖୋଲାଇ ଶାଢ଼ୀ କିଣୁଥିବା ଘଟଣାରେ ମଙ୍ଗଳବାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଭଦ୍ରକ ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସ ଘଟଣାର ତଦନ୍ତ ପାଇଁ…
ବନ୍ତ ପୋଲିସର ମାଡ଼ ଘଟଣା: ଟୁଇଟ ପରେ କନଷ୍ଟେବଳ ନିଲମ୍ବିତ
ଭଦ୍ରକ ଅଫିସ,୨୬।୫: ବନ୍ତ ଥାନାଧିକାରୀଣୀଙ୍କ ଉପସ୍ଥିତିରେ ରାସ୍ତା ଉପରେ ଜଣେ ଲୋକଙ୍କୁ ଗୋଡାଇ ଗୋଡ଼ାଇ ପିଟିବା ଘଟଣା। ଭଦ୍ରକ ଏସ୍ପି ରାଜେଶ ପଣ୍ଡିତ ଏହି ଘଟଣାରେ ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ବନ୍ତ ଥାନାରେ ଏନେଇ ଏକ ମାମଲା ରୁଜୁ…
ପ୍ରବାସୀ ଓଡ଼ିଆଙ୍କ ଜାତୀୟ ରାଜପଥ ଅବରୋଧ, ଅଟକିଲା ଶହ ଶହ ଗାଡି
ଭଦ୍ରକ ଅଫିସ,୨୬ା୫ : ଭଦ୍ରକ ନିକଟ ମାଛ ମାର୍କେଟ ନିକଟ ଜାତୀୟ ରାଜପଥ ୧୬ରେ ମଙ୍ଗଳବାର ସକାଳେ ହଜାର ହଜାର ପ୍ରବାସୀ ଓଡ଼ିଆ ରାସ୍ତା ଅବରୋଧ କରିଥିଲେ। ଫଳରେ ଭୁବନେଶ୍ୱର-ବାଲେଶ୍ୱର ଦେଇ ଯାଉଥିବା ସମସ୍ତ ରାସ୍ତା ସମସ୍ତ ବନ୍ଦ ହୋଇଯାଇଥିଲା। ଏଥିସହ…
ବିନା ଟେଷ୍ଟରେ ଘରକୁ ଫେରିଲେ କ୍ୱାରାଣ୍ଟାଇନ୍ ଅନ୍ତେବାସୀ
ଆରଡି,୨୬ା୫(ଡି.ଏନ.ଏ.)-ସଙ୍ଗରୋଧ ନିୟମ କୋହଳ ପରେ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହୁଥବା ଅନ୍ତେବାସୀ ବିନା କରୋନା ଟେଷ୍ଟରେ ଘରକୁ ଫେରିଛନ୍ତି। ଭଦ୍ରକ ଜିଲା ଆରଡି ଅଞ୍ଚଳରେ ଏହି ଘଟଣା ଦେଖିବାକୁ ମିଳିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ଚିନ୍ତା ପ୍ରକଟ କରିଛନ୍ତି। ସେମାନଙ୍କ ଦ୍ୱାରା ଗାଁରେ…
ଫିକା ପଡ଼ିଲା ଈଦ୍-ଉଲ୍-ଫିତର୍ : ଘରେ ଘରେ ପାଳିଲେ ଈଦ୍
ଭଦ୍ରକ ଅଫିସ, ୨୫ା୫- ଶାନ୍ତି, ମୈତ୍ରୀ ଓ ଦାନର ପର୍ବ ଈଦ ବା ଈଦ୍-ଉଲ୍-ଫିତର୍। ଏହି ପର୍ବ କରୋନା କଟକଣା କାରଣରୁ ଭଦ୍ରକ ସହରରେ ସୋମବାର ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ପାଳନ କରାଯାଇଛି। କରୋନା ପାଇଁ ପ୍ରଶାସନିକ ସ୍ତରରେ ଧାର୍ମିକ ଅନୁଷ୍ଠାନ…
ଭୁଶୁଡ଼ିଲା ସୁରକ୍ଷା ପାଚେରି
ପଦ୍ମପୁର, ୨୫ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତରେ ଦେଢ଼ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟରେ ନିର୍ମିତ ଓଭରହେଡ଼ ପାଣି ଟାଙ୍କିର ସୁରକ୍ଷା ପାଚେରି ଭୁଶୁଡ଼ି ପଡ଼ିଛି। କୋଟି କୋଟି ଟଙ୍କାର ବ୍ୟୟରେ ଶେଷ ହେବାକୁ ଥିବା ଏହି କାର୍ଯ୍ୟର…
ମିଶନ ଶକ୍ତି ଗୃହରେ ତାଲା ପକାଇଲେ ଶତାଧିକ ମହିଳା
ପଦ୍ମପୁର,୨୫।୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ପଞ୍ଚାୟତର ୭୬ଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ଶତାଧିକ ମହିଳା ସୋମବାର ଆର୍ଥିକ ଅନିୟମିତତା ଅଭିଯୋଗ କରି ବିରସ ମହିଳା ମିଶନଶକ୍ତି ଗୃହରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ସେଠାରେ…
ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଲା
ଭଦ୍ରକ ଅଫିସ,୨୫ା୫: ଭଦ୍ରକ ଜିଲାରେ ସୋମବାର ୮ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଛି। ଏହି ୮ ଜଣଙ୍କ ମଧ୍ୟରୁ ୪ ଜଣ କୋଲକାତା ଫେରନ୍ତା ହୋଇଥିବା ବେଳେ ତେଲେଙ୍ଗାନାରୁ ଜଣେ,…
ମନ୍ଦିର, ମସ୍ଜିଦ୍ରେ ୧୪୪ ଧାରା ଜାରି କଲା ପ୍ରଶାସନ
ଭଦ୍ରକ ଅଫିସ, ୨୫ା୫- ମହାମାରୀ କରୋନା ପାଇଁ ଏଥର ସବୁ ମନ୍ଦିର ଓ ମସ୍ଜିଦ୍ରେ ୧୪୪ ଧାରା ଜାରି ହୋଇଛି। ଏଥିଯୋଗୁ ସୋମବାର ପାଳନ ହେବାକୁ ଥିବା ଇଦ୍ ପର୍ବ ଏକ ପ୍ରକାର ଫିକା ପଡ଼ିବ ବୋଲି କୁହାଯାଉଛି। ଇଦ୍ ପର୍ବରେ…
ଶତବାର୍ଷିକୀରେ ନୀଳମଣିଙ୍କୁ ଶ୍ରଦ୍ଧାଞ୍ଜଳି
ବାସୁଦେବପୁର,୨୫ା୫(ଡି.ଏନ୍.ଏ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାସୁଦେବପୁରର ପୂର୍ବତନ ବିଧାୟକ ସ୍ବର୍ଗତ ନୀଳମଣି ରାଉତରାୟଙ୍କର ଜନ୍ମ ଶତବାର୍ଷିକୀ ଉତ୍ସବ ରବିବାର ପାଳିତ ହୋଇଯାଇଛି। ସକାଳେ ବାସୁଦେବପୁରସ୍ଥିତ ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସାମ୍ନାରେ ଥିବା ସ୍ବର୍ଗତ ରାଉତରାୟଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ଜିଲା ପରିଷଦ…
ତେସିଙ୍ଗା କ୍ୱାରାଣ୍ଟାଇନ୍ ସେଣ୍ଟରରେ ବଗିଚା କାମ କରୁଛନ୍ତି ପ୍ରବାସୀ
ଭଣ୍ଡାରିପୋଖରୀ,୨୪ା୫(ଡି.ଏନ୍.ଏ.): କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରରେ କିଏ ଟିକ୍ଟକ୍ କଲାଣି ତ ଆଉ କିଏ ଖାଇବା ଫିଙ୍ଗି ଭିଡିଓ ଭାଇରାଲ କଲେଣି। ଏଥିନେଇ ସରପଞ୍ଚଙ୍କଠାରୁ ପ୍ରଶାସନ ପର୍ଯ୍ୟନ୍ତ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି। ମାତ୍ର ଏମିତି ଏକ କ୍ୱାରାଣ୍ଟାଇନ୍ ସେଣ୍ଟର ଅଛ, ଯେଉଁଠି…
୪ଦିନ ହେଲା ବିଦ୍ୟାଳୟରେ ମୁଣ୍ଡ ଗୁଞ୍ଜିଛନ୍ତି ପରିବାର
ପଦ୍ମପୁର, ୨୩ା୫(ଡି.ଏନ. ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତ ଦାସଡିହ ଗ୍ରାମର ଗଣେଶ ମଳିକଙ୍କ ଘର ବାତ୍ୟା ପ୍ରଭାବରେ ଭୁଶୁଡ଼ି ପଡ଼ିଛି। ମୁଣ୍ଡ ଗୁଞ୍ଜିବାକୁ ଜାଗା ନ ଥିବାରୁ ସେ ତାଙ୍କ ପରିବାରର ୯ଜଣଙ୍କ ସହ ଦାସଡିହ ପ୍ରାଥମିକ…
Archives


