ଭଦ୍ରକ

ସ୍ଥାୟୀ ପଦବୀ ଘୋଷଣା ଦାବିରେ ବିକ୍ଷୋଭ

ଭଦ୍ରକ ଅଫିସ, ୮ା୮- ଦେଶବାସୀ କରୋନା ମହାମାରୀ କବଳିତ ହୋଇଥିବା ବେଳେ କେନ୍ଦ୍ର ସରକାର ଦରଦାମକୁ ନିୟନ୍ତ୍ରଣ କରୁନାହିଁ। ସରକାରୀ ଶିଳ୍ପ କଳ କାରଖାନାକୁ ବେପାରୀଙ୍କୁ ଟେକି ଦେଉଛି। ବ୍ୟାଙ୍କ, ରେଳ, ଉଡ଼ାଜାହାଜ ଓ ଜୀବନବୀମା ସବୁଠି ପୁଞ୍ଜି ପ୍ରତ୍ୟାହାର ଓ…

ଅଧିକ ଟେଷ୍ଟ ପାଇଁ ପରାମର୍ଶ

ଭଦ୍ରକ ଅଫିସ, ୮ା୮- ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ତଥା ଭଦ୍ରକ ଜିଲା କୋଭିଡ୍‌ ପର୍ଯ୍ୟବେକ୍ଷକ ମଧୁସୂଦନ ପାଢ଼ୀ ଶୁକ୍ରବାର ଜିଲା ଗସ୍ତରେ ଆସି କୋଭିଡ୍‌ ସମ୍ପର୍କୀତ ବିଭିନ୍ନ ସମୀକ୍ଷା କରି ଫେରିଛନ୍ତି। ଜିଲାରେ ଶୁକ୍ରବାର ସୁଦ୍ଧା ଆକ୍ରାନ୍ତଙ୍କ…

ଜମି ଅଧିଗ୍ରହଣ ପରେ ଅଟକିଛି ବିକାଶ

ଭଦ୍ରକ ଅଫିସ, ୮ା୮- ଭଦ୍ରକ ଜିଲାରେ ଫୁଡ୍‌ ଓ ଟେକ୍ସଟାଇଲ ପାର୍କ, ଜିଲାସ୍ତରୀୟ ଷ୍ଟାଡିୟମ୍‌, ଜିଲା କାରାଗାର, ଇଣ୍ଡୋର ଷ୍ଟାଡିୟମ୍‌ ଭଳି କେତେକ ସରକାରୀ ପ୍ରକଳ୍ପ ବିବାଦୀୟ ପରିସ୍ଥିତି ଯୋଗୁ କାର୍ଯ୍ୟକାରୀ ହୋଇପାରୁନାହିଁ। କାଗଜ କଲମରେ ଏଭଳି କେତେକ ପ୍ରକଳ୍ପ ଅଟକି…

ଡରାଇଲାଣି ଭଦ୍ରକ: ବଢ଼ୁଛି ସ୍ଥାନୀୟ ସଂକ୍ରମଣ ସଂଖ୍ୟା

ଭଦ୍ରକ ଅଫିସ,୭।୮: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୮୫୫କୁ ବୃଦ୍ଧି ପାଇଛି। ଶୁକ୍ରବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୦ ସଙ୍ଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୩୦…

ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ

ପଦ୍ମପୁର, ୭ା୮(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ କଞ୍ଚୁଡ଼ି, ଧଳା ଓ ମନ୍ତେଇ ନଦୀରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ପ୍ରବେଶ କରିଛି। ଦୀର୍ଘଦିନ ଧରି ବାସୁଦେବପୁର ବ୍ଲକର ଚାଷୀମାନେ ବର୍ଷା ଅଭାବରୁ ମରୁଡ଼ି ସମସ୍ୟାର…

କଣ୍ଟେନମେଣ୍ଟ ଜୋନରେ ରହଣିଆ ପଞ୍ଚାୟତ

ଭଣ୍ଡାରିପୋଖରୀ, ୭ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ରାଣିଗାଡ଼ିଆ ଗ୍ରାମରୁ ତିନି ଦିନ ପୂର୍ବେ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସ୍ଥାନୀୟ ସରପଞ୍ଚ ଅଲିଭା ନାୟକ ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଥିଲେ। ବୁଧବାର ଅକ୍ରାନ୍ତଙ୍କ…

ବଢ଼ିଲା ବୈତରଣୀ

ଭଣ୍ଡାରିପୋଖରୀ,୬ା୮(ଡି.ଏନ୍‌.ଏ.): ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀର ଆଖୁଆପଦା ଆନିକଟଠାରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ଆନିକଟଠାରେ ବନ୍ୟାଜଳ ଗୁରୁବାର ସକାଳ ୭ଟାରୁ ୧୭.୩୫ ମିଟରରୁ ବଢ଼ିବା ଆରମ୍ଭ କରି ମଧ୍ୟାହ୍ନ ୧୨ଟା ସୁଦ୍ଧା ୧୭.୩୬ ରେ ପହଞ୍ଚି…

ଭଦ୍ରକରେ ୮୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୬ା୮: ଗୁରୁବାର ଭଦ୍ରକରେ ପୁଣି ୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୪୫ ଜଣ ସ୍ଥାନୀୟ ସଂକ୍ରମିତ। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୮୦୫ରେ ପହଞ୍ଚିଥିବା ଜିଲା…

ଭଦ୍ରକ ଗାନ୍ଧୀପଡ଼ିଆରେ ଭୂମିପୂଜନ: ୫ ପ୍ଲାଟୁନରୁ ଅଧିକ ପୋଲିସ ମୁତୟନ

ଭଦ୍ରକ ଅଫିସ,୬ା୮- ଅଯୋଧ୍ୟାରେ ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଉପଲକ୍ଷେ ବୁଧବାର ଭୂମି ପୂଜନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି ଐତିହାସିକ କାର୍ଯ୍ୟକୁ ଅଧିକ ସ୍ମରଣୀୟ ଏବଂ ସ୍ବାଗତ କରିବା ଉଦ୍ଦେଶ୍ୟରେ ଭଦ୍ରକର ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ…

ରାସ୍ତାକଡ଼ରେ ଚା’ ବିକୁଛନ୍ତି ଯାତ୍ରା କଳାକାର

ପଦ୍ମପୁର, ୬ା୮(ଡି.ଏନ୍‌.ଏ.): ମହାମାରୀ କରୋନା ବିରୋଧରେ ସାରା ଦେଶ ଲଢ଼ୁଥିବା ବେଳେ ନିମ୍ନ ମଧ୍ୟବିତ୍ତ ପରିବାର ଓ କଳାକାରମାନେ ପେଟକୁ ଦାନା ପାଉନାହାନ୍ତି। ଯାତ୍ରା, ପାଲା, ଦାସକାଠିଆ, ନୃତ୍ୟ ମାଧ୍ୟମରେ ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାର କରୁଥିବା କଳାକାରମାନେ…

ଭଦ୍ରକ କଟସାହି ପଞ୍ଚାୟତର ୩ ୱାର୍ଡ ଆଜିଠାରୁ ଶଟ୍‌ଡାଉନ

ଧାମନଗର,୫।୮(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ସରପଞ୍ଚ ଅଞ୍ଜନା ଲେଙ୍କା ପଞ୍ଚାୟତର ୩ଟି ଓ୍ବାର୍ଡ ୧,୨,୩ କୁ ବୁଧବାରଠାରୁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଧାମନଗର କୋଅପରେଟିଭ ବ୍ୟାଙ୍କର ଜଣେ କର୍ମଚାରୀ ପଜିଟିଭ ବାହାରିବା…

ନର୍ଦ୍ଦମା ପାଣିରେ ସାହି ବାସିନ୍ଦା : ରାସ୍ତାରେ ଶୋଇ ଜଣାଇଲେ ନୀରବ ପ୍ରତିବାଦ

ଭଦ୍ରକ ଅଫିସ, ୫ା୮-ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଚରମ୍ପା ଓ ଏରେଇ ପଞ୍ଚାୟତର ଆର୍‌ଟିଓ ଅଫିସ ସଂଲଗ୍ନ ଆଦିବାସୀପଡ଼ା ବାସିନ୍ଦା ସବୁକ୍ଷେତ୍ରରେ ଉପେକ୍ଷିତ ହୋଇରହିଛନ୍ତି। ଏଠାକାର ଲୋକେ ଦୀର୍ଘଦିନ ହେଲା ବିଦ୍ୟୁତ୍‌ ସେବାରୁ ବଞ୍ଚିତ ରହିଥିବା ବେଳେ ଏବେ ନର୍ଦ୍ଦମା ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?