ଭଦ୍ରକ ଜିଲାର ତିନି ପଞ୍ଚାୟତରୁ ହଟିଲା କଣ୍ଟେନମେଣ୍ଟ କଟକଣା
ଭଦ୍ରକ ଅଫିସ, ୧୩।୫: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଜିଲାର ବିଭିନ୍ନ ପଞ୍ଚାୟତରେ କଣ୍ଟେନମେଣ୍ଟ କଟକଣା ଜାରି କରାଯାଇଥିଲା। ତେବେ ୩ଟି ପଞ୍ଚାୟତରୁ କଣ୍ଟେନମେଣ୍ଟ କଟକଣାକୁ ବୁଧବାର ପ୍ରତ୍ୟାହାର କରାଯାଇଛି। ବାସୁଦେବପୁର ବ୍ଲକର ଚୂଡ଼ାମଣି, କିସ୍ମତକୃଷ୍ଣପୁର...
ଭଦ୍ରକରେ ପହଞ୍ଚିଲା ଦ୍ୱିତୀୟ ଶ୍ରମିକ ସ୍ପେଶାଲ ଟ୍ରେନ: ଓହ୍ଲାଇଲେ ୩୨୬ଜଣ
ଭଦ୍ରକ ଅଫିସ, ୧୩।୫: ଭଦ୍ରକ ଷ୍ଟେଶନରେ ବୁଧବାର ସକାଳେ ଦ୍ୱିତୀୟ ଶ୍ରମିକ ସ୍ପେଶାଲ ଟ୍ରେନ ପହଞ୍ଚିଛି। ଥାନେଗଡ଼ରୁ ଆସିଥିବା ଏହି ଟ୍ରେନ ଭଦ୍ରକ ଷ୍ଟେଶନରେ ୩୨୬ଜଣଙ୍କୁ ଓହ୍ଲାଇ ବାଲେଶ୍ୱର ଅଭିମୁଖେ ଗସ୍ତ କରିଥିବା ଜଣାପଡ଼ିଛି। ଭଦ୍ରକ ଷ୍ଟେଶନରେ ଭଦ୍ରକ ଜିଲାର...
ଯୋଗଶିକ୍ଷା କରୁଛନ୍ତି ପ୍ରବାସୀ
ବନ୍ତ,୧୨।୫(ଡି.ଏନ.ଏ.)-କରୋନା ଲକ୍ ସମୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ସାମୟିକ ସ୍ବାସ୍ଥ୍ୟ କେନ୍ଦ୍ର(ଟି.ଏମ୍.ସି)ରେ ପ୍ରବାସୀମାନେ ଯୋଗ ଶିକ୍ଷା କରୁଥିବା ଦେଖାଯାଇଛି। ସମୟର ସଦୁପଯୋଗ କରିବା ସହିତ ଶରୀରକୁ ସୁସ୍ଥ ରଖିବା ଲକ୍ଷ୍ୟରେ ଏହି ଯୋଗାଭ୍ୟାସ କରାଯାଉଛି। ସରପଞ୍ଚ କିଶୋର...
ବନ୍ତରେ ପହଞ୍ଚତ୍ଲେଣି ୧୫୧ ପ୍ରବାସୀ ଓଡ଼ିଆ
ବନ୍ତ,୧୨।୫(ଡି.ଏନ୍.ଏ.)-କରୋନା ଲକ୍ ଡାଉନ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ବ୍ଲକରେ ୨୬ଟି ରାଜ୍ୟରୁ ଘରକୁ ଫେରିବା ୮୪୪୧ ଜଣ ପ୍ରବାସୀ ଓଡିଆ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ସୋମବାର ସୁଦ୍ଧା ୧୫୧ଜଣ ଫେରିଥିବା ଜଣାଯାଇଛି। ଗତ ୨ ତାରିଖରେ ୫,...
ଭଦ୍ରକ ଷ୍ଟେସନରେ ଅପରାହ୍ନରେ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ୍: ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ
ଭଦ୍ରକ ଅଫିସ, ୧୨।୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ଭଦ୍ରକ ଷ୍ଟେସନରେ ମଙ୍ଗଳବାର ଅପରାହ୍ନରେ ୨ଟି ସ୍ବତନ୍ତ୍ର ଟ୍ରେନ୍ ପହଞ୍ଚିବ। ଏଥିପାଇଁ ପ୍ରଶାସନ ଓ ରେଲୱେ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରବାସୀ ଓହ୍ଲାଇବା ପରେ ପ୍ରଶାସନ ପକ୍ଷରୁ ସ୍କ୍ରିନିଂ ଓ...
ମାସ୍କ, ସାନିଟାଇଜର୍ ବଣ୍ଟନ
ବାସୁଦେବପୁର,୧୧ା୫(ଡି.ଏନ୍.ଏ.)-ବାସୁଦେବପୁର ଠାରେ ଭଦ୍ରକ ଏମ୍ପି ମଞ୍ଜୁଲତା ମଣ୍ଡଳ ତାଙ୍କ ଆଞ୍ଚଳିକ ଅନୁଦାନ ପାଣ୍ଠିରୁ କରୋନା ଯୁଦ୍ଧାଙ୍କୁ ମାସ୍କ, ସାନିଟାଇଜର୍, ଗ୍ଲୋବସ୍, କ୍ୟାପ ଆଦି ସାମଗ୍ରୀ ସୋମବାର ବଣ୍ଟନ କରିଛନ୍ତି। ବାସୁଦେବପୁର ଟାଉନହଲରେ ପ୍ରଥମେ ଏମ୍ପି ମଣ୍ଡଳ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏହି...
ଟିକ୍ଟକ୍ ଛାଡ଼ି ଏବେ କ୍ୱାରାଣ୍ଟାଇନ୍ ଅନ୍ତେବାସୀ କରୁଛନ୍ତି ଯୋଗାଭ୍ୟାସ
ଭଦ୍ରକ ଅଫିସ,୧୧ା୫ : ଭଦ୍ରକ ଜିଲା ତିହିଡି ବ୍ଲକ ଭାଟପଡ଼ା କ୍ୱାରାଣ୍ଟାଇନ୍ ସେଣ୍ଟରରେ ଟିକ୍ଟକ୍ ଭିଡିଓ କିଛି ଦିନ ତଳେ ସମଗ୍ର ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଏବେ ଏହି କ୍ୱାରାଣ୍ଟାଇନ୍ ସେଣ୍ଟରର ଅନ୍ତେବାସୀମାନେ ନିଜର ତ୍ରୁଟି ସୁଧାରି ଦୈନିକ...
ଭଦ୍ରକ ଷ୍ଟେଶନରେ ଓହ୍ଲାଇବେ ପ୍ରବାସୀ ଓଡ଼ିଆ: ବ୍ୟାପକ ପ୍ରସ୍ତୁତି
ଭଦ୍ରକ ଅଫିସ,୧୧ା୫: ଭଦ୍ରକ ଷ୍ଟେଶନରେ ସୋମବାର ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ଆସି ପହଞ୍ଚିବେ। ଏଥିପାଇଁ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଏସ୍ପି ରାଜେଶ ପଣ୍ଡିତ, ପିଡି...
ଭଦ୍ରକର ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ୨୦ ବଖରା
ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ ସାହିର ମୃତ୍ୟୁଞ୍ଜୟ ବେଜ୍ ଓ ସଞ୍ଜୟ ବେଜ୍ଙ୍କ ଦୁଇ ବଖରା ଜଳିଯାଇଛି। ଅଗ୍ନିକାଣ୍ଡର...
ଧାନକଟା ମେଶିନ ପିଟି ହୋଇଯିବାରୁ ଚାଷୀଙ୍କ ପ୍ରାଣଗଲା
ଧାମନଗର, ୧୦ା୫(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ କୋଠାର ପଞ୍ଚାୟତ ଦିନାଜପୁର ଗ୍ରାମର ମାଧବ ରାଉତ(୪୦) ନାମକ ଚାଷୀ ଧାନକଟା ମେଶିନରେ ପିଟି ହୋଇ ପ୍ରାଣ ହରାଇଛନ୍ତି। ଶନିବାର ରାତିରେ ଗୁରୁନଗର ଶାସନ ନିକଟ ଦଣ୍ଡାକୁଳ ପାଟରେ ମେଶିନ ଦ୍ୱାରା ଧାନ...
ଭୋକଉପାସରେ ଦିନ କାଟୁଛନ୍ତି ଅସହାୟ ମହିଳା
ବନ୍ତ,୧୦।୫(ଡି.ଏନ୍.ଏ.)-କରୋନା ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏନେଇ ବହୁ ଲୋକ ଅସହାୟ ହୋଇପଡ଼ିଛନ୍ତି। ଦିନକୁ ଦୁଇ ଓଳି ଖାଇବାକୁ ପାଉ ନାହାନ୍ତି। ଭଦ୍ରକ ଜିଳା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ କନ୍ତିଆ ଗ୍ରାମର ସାବିତ୍ରୀ...
ବନ୍ତକୁ ଫେରିଲେ ୯୨ ପ୍ରବାସୀ ଓଡ଼ିଆ, ଗୁଜରାଟରୁ ଫେରିଛନ୍ତି ସର୍ବାଧିକ
ବନ୍ତ,୧୦ା୫(ଡି.ଏନ୍.ଏ.): ଲକ୍ଡାଉନ୍ ପରିପେକ୍ଷୀରେ ଅନ୍ୟ ରାଜ୍ୟରୁ ଭଦ୍ରକ ଜିଲା ବନ୍ତ ବ୍ଲକକୁ ଶନିବାର ସୁଦ୍ଧା ୯୨ ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶରୁ ଜଣେ, ବିହାରରୁ ଜଣେ, ଗୁଜରାଟରୁ ୪୩, ଝାଡଖଣ୍ଡରୁ ୨, କର୍ଣ୍ଣାଟକରୁ...
Archives


