ଭୁଶୁଡ଼ିଲା ସୁରକ୍ଷା ପାଚେରି
ପଦ୍ମପୁର, ୨୫ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତରେ ଦେଢ଼ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟରେ ନିର୍ମିତ ଓଭରହେଡ଼ ପାଣି ଟାଙ୍କିର ସୁରକ୍ଷା ପାଚେରି ଭୁଶୁଡ଼ି ପଡ଼ିଛି। କୋଟି କୋଟି ଟଙ୍କାର ବ୍ୟୟରେ ଶେଷ ହେବାକୁ ଥିବା ଏହି କାର୍ଯ୍ୟର…
ମିଶନ ଶକ୍ତି ଗୃହରେ ତାଲା ପକାଇଲେ ଶତାଧିକ ମହିଳା
ପଦ୍ମପୁର,୨୫।୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ପଞ୍ଚାୟତର ୭୬ଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ଶତାଧିକ ମହିଳା ସୋମବାର ଆର୍ଥିକ ଅନିୟମିତତା ଅଭିଯୋଗ କରି ବିରସ ମହିଳା ମିଶନଶକ୍ତି ଗୃହରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ସେଠାରେ…
ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଲା
ଭଦ୍ରକ ଅଫିସ,୨୫ା୫: ଭଦ୍ରକ ଜିଲାରେ ସୋମବାର ୮ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଛି। ଏହି ୮ ଜଣଙ୍କ ମଧ୍ୟରୁ ୪ ଜଣ କୋଲକାତା ଫେରନ୍ତା ହୋଇଥିବା ବେଳେ ତେଲେଙ୍ଗାନାରୁ ଜଣେ,…
ମନ୍ଦିର, ମସ୍ଜିଦ୍ରେ ୧୪୪ ଧାରା ଜାରି କଲା ପ୍ରଶାସନ
ଭଦ୍ରକ ଅଫିସ, ୨୫ା୫- ମହାମାରୀ କରୋନା ପାଇଁ ଏଥର ସବୁ ମନ୍ଦିର ଓ ମସ୍ଜିଦ୍ରେ ୧୪୪ ଧାରା ଜାରି ହୋଇଛି। ଏଥିଯୋଗୁ ସୋମବାର ପାଳନ ହେବାକୁ ଥିବା ଇଦ୍ ପର୍ବ ଏକ ପ୍ରକାର ଫିକା ପଡ଼ିବ ବୋଲି କୁହାଯାଉଛି। ଇଦ୍ ପର୍ବରେ…
ଶତବାର୍ଷିକୀରେ ନୀଳମଣିଙ୍କୁ ଶ୍ରଦ୍ଧାଞ୍ଜଳି
ବାସୁଦେବପୁର,୨୫ା୫(ଡି.ଏନ୍.ଏ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାସୁଦେବପୁରର ପୂର୍ବତନ ବିଧାୟକ ସ୍ବର୍ଗତ ନୀଳମଣି ରାଉତରାୟଙ୍କର ଜନ୍ମ ଶତବାର୍ଷିକୀ ଉତ୍ସବ ରବିବାର ପାଳିତ ହୋଇଯାଇଛି। ସକାଳେ ବାସୁଦେବପୁରସ୍ଥିତ ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସାମ୍ନାରେ ଥିବା ସ୍ବର୍ଗତ ରାଉତରାୟଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ଜିଲା ପରିଷଦ…
ତେସିଙ୍ଗା କ୍ୱାରାଣ୍ଟାଇନ୍ ସେଣ୍ଟରରେ ବଗିଚା କାମ କରୁଛନ୍ତି ପ୍ରବାସୀ
ଭଣ୍ଡାରିପୋଖରୀ,୨୪ା୫(ଡି.ଏନ୍.ଏ.): କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରରେ କିଏ ଟିକ୍ଟକ୍ କଲାଣି ତ ଆଉ କିଏ ଖାଇବା ଫିଙ୍ଗି ଭିଡିଓ ଭାଇରାଲ କଲେଣି। ଏଥିନେଇ ସରପଞ୍ଚଙ୍କଠାରୁ ପ୍ରଶାସନ ପର୍ଯ୍ୟନ୍ତ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି। ମାତ୍ର ଏମିତି ଏକ କ୍ୱାରାଣ୍ଟାଇନ୍ ସେଣ୍ଟର ଅଛ, ଯେଉଁଠି…
୪ଦିନ ହେଲା ବିଦ୍ୟାଳୟରେ ମୁଣ୍ଡ ଗୁଞ୍ଜିଛନ୍ତି ପରିବାର
ପଦ୍ମପୁର, ୨୩ା୫(ଡି.ଏନ. ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତ ଦାସଡିହ ଗ୍ରାମର ଗଣେଶ ମଳିକଙ୍କ ଘର ବାତ୍ୟା ପ୍ରଭାବରେ ଭୁଶୁଡ଼ି ପଡ଼ିଛି। ମୁଣ୍ଡ ଗୁଞ୍ଜିବାକୁ ଜାଗା ନ ଥିବାରୁ ସେ ତାଙ୍କ ପରିବାରର ୯ଜଣଙ୍କ ସହ ଦାସଡିହ ପ୍ରାଥମିକ…
ବାସୁଦେବପୁର ବ୍ଲକର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ
ପଦ୍ମପୁର,୨୩।୫(ଡି.ଏନ୍.ଏ.): ଅମ୍ଫନ୍ ବାତ୍ୟାରେ କ୍ଷତିଗ୍ରସ୍ତ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୧୬ଟି ପଞ୍ଚାୟତକୁ ବିଧାୟକ ବୁଲି ଦେଖିଛନ୍ତି। ଶନିବାର ଅପରାହ୍ନରେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବିଭିନ୍ନ ପଞ୍ଚାୟତର ବାତ୍ୟା ପ୍ରଭବରେ ଭାଙ୍ଗି ଯାଇଥିବା ମାଟି ଘରଗୁଡିକ ଦେଖିବା ସହ କ୍ଷତିଗ୍ରସ୍ତ ଲୋକଙ୍କୁ…
ସାବିତ୍ରୀ ଭୋଗ ଖାଇ ୧୦ ଅସୁସ୍ଥ
ବନ୍ତ,୨୩ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ରାମପୁର ଗ୍ରାମର ୧୦ଜଣ ବ୍ୟକ୍ତି ସାବିତ୍ରୀ ଭୋଗ ଖାଇ ଅସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ା ସୂଚନାଯୋଗ୍ୟ, ସାବିତ୍ରୀ ବ୍ରତ ଅବସରରେ ରାମପୁର ଗ୍ରାମର କିଛି…
ଭଣ୍ଡାରିପୋଖରୀର ୩ କ୍ୱାରାଣ୍ଟାଇନ ସେଣ୍ଟରରୁ ୨୦ ଜଣଙ୍କ ସ୍ବାବ ସଂଗ୍ରହ
ଭଣ୍ଡାରିପୋଖରୀ,୨୩।୫ (ଡି.ଏନ୍.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ତିନୋଟି ସଙ୍ଗରୋଧ କେନ୍ଦ୍ରରୁ କରୋନା ଲକ୍ଷଣ ଥିବା ୨୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ କରାଯାଇଛି। ମାଳଦା ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ୧୩ ଜଣ, ନପଙ୍ଗ ପଞ୍ଚାୟତସ୍ଥିତ ଚଣ୍ଡୀମାତା ଉଚ୍ଚ ବିଦ୍ୟାପୀଠ କେନ୍ଦ୍ରରୁ ୨…
ସଙ୍ଗରୋଧ କେନ୍ଦ୍ରରେ ସାବିତ୍ରୀ
ବନ୍ତ,୨୨।୫(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଶୁକ୍ରବାର ମହିଳାମାନେ ସାବିତ୍ରୀମାନେ ବ୍ରତ ପାଳନ କରିଛନ୍ତି। ବିଭିନ୍ନ କେନ୍ଦ୍ରରେ ଥିବା ମହିଳାମାନଙ୍କ ପାଇଁ ସରପଞ୍ଚମାନେ ଭୋଗ ସାମଗ୍ରୀ କିଣି ଦେଇଥିଲେ। ନିକଟସ୍ଥ ମନ୍ଦିରରେ ପୂଜାର୍ଚ୍ଚନା ପରେ ମହିଳାମାନେ ପ୍ରସାଦସେବନ କରିଥିଲେ।…
ସରପଞ୍ଚ ଦେଲେ ନୂଆ ଶାଢ଼ୀ, ପୂଜା ସାମଗ୍ରୀ: ସଂଗରୋଧରେ ଥିବା ମହିଳା ପାଳିଲେ ସାବିତ୍ରୀ ବ୍ରତ
ବନ୍ତ,୨୨।୫(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ପଞ୍ଚାୟତ ଟିଏମ୍ସିରେ ଶୁକ୍ରବାର ସାବିତ୍ରୀ ବ୍ରତ ପାଳନ ହୋଇଯାଇଛି। ସଙ୍ଗରୋଧରେ ଥିବା ସଧବାମାନେ ସମଦୂରତ୍ୱ ରଖି ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ଏସବୁ ସରପଞ୍ଚଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି ବ୍ରତଧାରୀ ମହିଳାମାନେ…
Archives


