ଭଦ୍ରକ

ଭଦ୍ରକ ପୌରପାଳିକାର ୧୨ଟି ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭଦ୍ରକ ଅଫିସ,୨୭ା୭: ଭଦ୍ରକ ପୌରପାଳିକାର ୧୧ଟି ଓ୍ବାର୍ଡକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ପଦକ୍ଷେପ ନିଆ ଯାଇଥିବା ପୌର ପ୍ରଶାସନ ପକ୍ଷରୁ କୁହାଯାଇଛି। ପୌରପାଳିକାର ୩୦ଟି ଓ୍ବାର୍ଡ ମଧ୍ୟରୁ ୩, ୬, ୭,…

ଭଦ୍ରକରେ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୪୭ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୭ା୭: ସୋମବାର ଭଦ୍ରକ ଜିଲାରୁ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ,…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୫ା୭: ଭଦ୍ରକ ଜିଲାରେ ରବିବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫ ଜଣ ସ୍ଥାନୀୟ…

ପ୍ରବାସୀଙ୍କୁ ୨୦୦୦ ବଦଳରେ ୧୯୦୦ ଦେବା ଅଭିଯୋଗ: ପିଇଓ ନିଲମ୍ବିତ

ପଦ୍ମପୁର,୨୫।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଶାଶୁଭୁଆସୁଣି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଚିନ୍ମୟୀ ପଣ୍ଡାଙ୍କୁ କୋଭିଡ୍‌ ଗାଇଡ୍‌ ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ନିଲମ୍ବନ କରିଛନ୍ତି। ଏ ନେଇ ଚିଠି ନଂ ୩୫୫/୨୪/୭/୨୦ରେ ତାଙ୍କୁ ଚାନ୍ଦବାଲି ବ୍ଲକରେ ରିପୋର୍ଟ…

ଗୋବିନ୍ଦପୁର ପଞ୍ଚାୟତ ୭୨ ଘଣ୍ଟିଆ ଶଟ୍‌ଡାଉନ

ଧାମନଗର, ୨୫।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଜଣେ କୋରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଉକ୍ତ ଆକ୍ରାନ୍ତ ଜଣକ ଗାଁର ଅନ୍ୟମାନଙ୍କ ସହ ସଂପର୍କରେ ଆସିଥିବାରୁ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ସରପଞ୍ଚ ଜିଲାପାଳ କ୍ଷମତା ବ୍ୟବହାର…

୩ ବ୍ୟାଙ୍କ ସିଲ୍‌ କଲା ପ୍ରଶାସନ

ଭଦ୍ରକ ଅଫିସ, ୨୫ା୭: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଶନିବାର ୩ଟି ବ୍ୟାଙ୍କକୁ ସିଲ୍‌ କରାଯାଇଛି। କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବା ପରେ ବ୍ୟାଙ୍କକୁ ବିଶୋଧନ କରିବା ଲାଗି ଏହି ସିଲ୍‌ କରାଯାଇଥିବା କୁହାଯାଇଛି। ଡାହାଣୀଗଡ଼ିଆ ଛକ ସ୍ଥିତ ଆଇସିଆଇସିଆଇ…

ଠେଙ୍ଗା ଧରି ଜଗିଛନ୍ତି ଅଙ୍ଗନୱାଡ଼ି, ଆଶା କର୍ମୀ

ଭଦ୍ରକ ଅଫିସ, ୨୫ା୭- ଭଦ୍ରକ ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଛି। ଶୁକ୍ରବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ ଛୁଇଁଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇସାରିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ସଂକ୍ରମଣ ନିୟନ୍ତ୍ରଣ…

ଡରାଇଲାଣି ଭଦ୍ରକ, ସଙ୍ଗରୋଧ ଅପେକ୍ଷା ସ୍ଥାନୀୟ ସଂକ୍ରମିତ ବେଶି

ଭଦ୍ରକ ଅଫିସ,୨୪।୭: ଭଦ୍ରକ ଜିଲାରେ ଶୁକ୍ରବାର ୬୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ରେ ପହଞ୍ଚିଛି। ତେବେ ଏମାନଙ୍କ ମଧ୍ୟରୁ ୧୯ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୪୧ ସ୍ଥାନୀୟ ଅଞ୍ଚଳର…

ଧର୍ମାନୁଷ୍ଠାନରେ ୧୪୪ ଧାରା ବଳବତ୍ତର: କଟକଣା ମଧ୍ୟରେ ପାଳନ ହେବ ଇଦ୍‌, ଝୁଲଣ

ଭଦ୍ରକ ଅଫିସ,୨୪ା୭: ଲକ୍‌ଡାଉନ୍‌ ସ୍ଥିତିକୁ ନେଇ ଜିଲାର ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନରେ ଶ୍ରାବଣ ମାସର ଶେଷ ସୋମବାର ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିଛି। ଏହି ସମୟ ମଧ୍ୟରେ ଝୁଲଣଯାତ୍ରା ପଡୁଥିବାରୁ ଏହାକୁ କଟକଣାର ସହିତ ପାଳନ କରାଯିବ। ଅନୁରୂପ…

ବୈତରଣୀ ନଦୀପଠାରୁ ବାଲି ଚୋରା ଚାଲାଣ

ଭଦ୍ରକ ଅଫିସ, ୨୪ା୭- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀର ବନ୍ଦାଳୋ ମଢିଆଳିଠାରୁ ଷୋଳମପୁର ପଞ୍ଚାୟତର ଦାଣ୍ଡକୂଳ ପର୍ଯ୍ୟନ୍ତ ବିଭିନ୍ନ ଘାଟରୁ ପ୍ରଶାସନ ଜାଣତରେ ଶହ ଶହ ଟ୍ରିପ ବାଲି ଚୋରା ଚାଲାଣ ହେଉଛି। ବାଲି ମାଫିଆମାନେ ପ୍ରତ୍ୟେକ…

ଭଦ୍ରକରେ ଆଜି ୩୦ ନୂଆ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୪୨୪ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୩ା୭: ଗୁରୁବାର ଭଦ୍ରକ ଜିଲାରେ ୩୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୪୨୪ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୨ ଜଣ…

ପଦ୍ମପୁରରେ ଚୋରା ମଦ ବେପାରୀ ଗିରଫ

ପଦ୍ମପୁର,୨୩।୭(ଡି.ଏନ.ଏ.): ବାସୁଦେବପୁର ବ୍ଲକ ଅଧିନ ପଦ୍ମପୁର ବଜାର ନିକଟରୁ ଜଣେ ଚୋରା ମଦ ବେପାରୀଙ୍କୁ ଗୁରୁବାର ଅବକାରୀ ବିଭାଗ ଗିରଫ କରିଛି। ଗିରଫ ବେପାରୀ ହେଲେ ମନୋଜ କୁମାର ନାୟକ। ସୂଚନାଯୋଗ୍ୟ, ପଦ୍ମପୁର ବଜାର ନକଟସ୍ଥ ରାସ୍ତା ପାର୍ଶରେ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?