୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ଥଇଥାନ କଲା ବ୍ଲକ ପ୍ରଶାସନ
ବନ୍ତ,୨୦ା୫(ଡି.ଏନ୍.ଏ.): ବାତ୍ୟା ‘ଅମ୍ଫନ୍’କୁ ନେଇ ଭଦ୍ରକ ଜିଲା ବନ୍ତ ବ୍ଲକବାସୀ ଭୟଭୀତ ଥିବା ବେଳେ ଏହାର ମୁକାବିଲା ନେଇ ବ୍ଲକ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ା ବୁଧବାର ମଧ୍ୟାହ୍ନ ସୁଦ୍ଧା ବ୍ଲକର ବିଭିନ୍ନ ବିଦ୍ୟାଳୟ, ପଞ୍ଚାୟତ ଗୃହ, ବାତ୍ୟା…
ଅମ୍ଫନ୍ ଯୋଗୁ ଲାଗି ରହିଛି ବର୍ଷା: କାନ୍ଥ ଭୁଶୁଡ଼ି ଶିଶୁପୁତ୍ରର ଜୀବନ ଗଲା
ଭଦ୍ରକ ଅଫିସ,୨୦।୫ – ଭଦ୍ରକ ଜିଲା ତିହିଡି ବ୍ଲକ କଁlପଡା ପଞ୍ଚାୟତ ଦକ୍ଷିଣପାରି ଗାଁରେ ମାଟି କାନ୍ଥ ଭୁଶୁଡି ଜଣେ ୩ମାସ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ତିହିଡି ବ୍ଲକ କଁlପଡା ପଞ୍ଚାୟତ ଦକ୍ଷିଣପାରି ଗାଁର ବଳରାମ ଦାସଙ୍କ ତିନିମାସର ଶିଶୁପୁତ୍ର ଘରେ…
ବାତ୍ୟା ‘ଅମ୍ଫନ୍’ ପ୍ରଭାବ: ଭଦ୍ରକରେ ବଢୁଛି ପବନର ବେଗ, ୧୩ ହଜାର ଲୋକଙ୍କୁ ସ୍ଥାନାନ୍ତର କଲାଣି ପ୍ରଶାସନ
ଭଦ୍ରକ ଅଫିସ,୨୦।୫- ଉପକୂଳ ଅତିକ୍ରମ କରୁଛି ବାତ୍ୟା ‘ଅମ୍ଫନ୍’। ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ଝଡ଼ବର୍ଷା ଲାଗି ରହିଛି। ଭଦ୍ରକ ଜିଲାରେ ମଧ୍ୟ ଧିରେ ଧିରେ ପବନର ବେଗ ବଢ଼ିବାରେ ଲାଗିଛି। ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୨ଟାରୁ ଜିଲାରେ…
ବାତ୍ୟା ପାଇଁ ୧୫୮ ଗର୍ଭବତୀଙ୍କୁ ମେଡିକାଲ ସ୍ଥାନାନ୍ତର
ଭଦ୍ରକ ଅଫିସ , ୨୦। ୫- ବାତ୍ୟା ଅମ୍ଫନର ମୁକାବିଲାକୁ ଆଖିଆଗରେ ରଖି ୧୫୮ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ପ୍ରସବ ପାଇଁ ବିଭିନ୍ନ ମେଡିକାଲ ରେ ଭର୍ତି କରିଛି ପ୍ରଶାସନ। ସର୍ବାଧିକ ବାସୁଦେବପୁରରେ ୪୫ ଜଣଙ୍କୁ ଭର୍ତି କରାଯାଇଥିବା ଜଣାପଡିଛି।
ଘର ଛାଡ଼ିଲେ ୨ହଜାରରୁ ଊର୍ଦ୍ଧ୍ୱ ଲୋକ : ୩ ଏନ୍ଡିଆର୍ଏଫ୍, ୨ ଓଡ୍ରାଫ୍ ଟିମ୍ ମୁତୟନ
ଭଦ୍ରକ ଅଫିସ, ୧୯।୫- ସମ୍ଭାବ୍ୟ ବାତ୍ୟା ଅମ୍ଫନ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ କରିଛି। ଜିଲାରେ ମୋଟ ୩ଟି ଏନ୍ଡିଆର୍ଏଫ୍ ଓ ୨ଟି ଓଡ୍ରାଫ୍ ଟିମ୍ ମୁତୟନ ହୋଇଛନ୍ତି। ଏହା ବ୍ୟତୀତ ଅଗ୍ନିଶମ ବିଭାଗ…
ବାତ୍ୟା ଅମ୍ଫନ ମୁକାବିଲା: ଧାମରା ଅଞ୍ଚଳରୁ ସ୍ଥାନାନ୍ତର ହେବେ ୧୦ ହଜାର ଲୋକ
ଚାନ୍ଦବାଲି,୧୯।୫(ଡି.ଏନ.ଏ.)-ବାତ୍ୟା ଅମ୍ଫାନ ମୁକାବିଲା ପାଇଁ ମଙ୍ଗଳବାର ମଧ୍ୟାହ୍ନରେ ଧାମରା ଅତିରିକ୍ତ ତହସିଲଦାରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ଯୋଗଦେଇ ବାତ୍ୟା ଜନିତ ସାମ୍ଭାବ୍ୟ ପରିସ୍ଥିତି ପ୍ରତି ସଜାଗ ରହିବାକୁ ପରାମର୍ଶ ଦେଇଥିଲେ। ଚାନ୍ଦବାଲି…
ବାତ୍ୟା ଅମ୍ଫନ ପ୍ରଭାବ: ଆରଡିରେ ଆରମ୍ଭ ହେଲାଣି ବର୍ଷା, ବହୁଛି ୪୦ କି.ମି. ବେଗରେ ପବନ
ଆରଡି,୧୯ା୫, (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡି ଓ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ବାତ୍ୟା ଅମ୍ଫନର ପ୍ରଭାବ ଦେଖିବାକୁ ମିଳିଛି। ଅପରାହ୍ନରୁ ଝିପିଝିପି ବର୍ଷା ସାଙ୍ଗକୁ ଘଣ୍ଟାକୁ ପ୍ରାୟ ୪୦ କି.ମି. ବେଗରେ ପବନ ବହିବା ଆରମ୍ଭ ହୋଇଯାଇଛି। ଆରଡି, ସୁନ୍ଦରପୁର, ନାନ୍ଦପୁର,…
ବନ୍ତରେ ୭ କରୋନା ପଜିଟିଭ ଚିହ୍ନଟ: ସମସ୍ତେ କୋଲକତା ଫେରନ୍ତା
ବନ୍ତ,୧୯।୫(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଚିହ୍ନଟ ହୋଇଥିବା ୭ ଆକ୍ରାନ୍ତ କୋଲକତା ଫେରନ୍ତା ଓ ସମସ୍ତେ ଗଣିଜାଙ୍ଗ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିଲେ।…
କ୍ୱାରାଣ୍ଟାଇନ୍ରେ ୯୬୫ ପ୍ରବାସୀ
ବନ୍ତ,୧୯।୫(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ସୋମବାର ସୁଦ୍ଧା ୯୬୫ ଜଣ ପ୍ରବାସୀ କ୍ୱାରାଣ୍ଟାଇନ୍ରେ ରହିଥିବା ଜଣାପଡ଼ିଛି। ବିଭିନ୍ନ ରାଜ୍ୟରୁ ଘରକୁ ଫେରିବା ପାଇଁ ପ୍ରାୟ ୮୪୪୧ ଜଣ ପଞ୍ଜୀକରଣ କରିଛନ୍ତି। ନିର୍ଦ୍ଦିଷ୍ଟ ରାଜ୍ୟ ପାଇଁ ଖୋଲା ଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍ ସେଣ୍ଟରରେ…
ବାତ୍ୟା ଅମ୍ଫନ: ଭଦ୍ରକରେ ବର୍ଷା, ମତ୍ସଜୀବୀଙ୍କୁ ସମୁଦ୍ର ମନା
ଭଦ୍ରକ,୧୯।୫(ବ୍ୟୁରୋ)-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ଅମ୍ଫନ ଉତ୍ତର ଦିଗରେ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି। ବର୍ତ୍ତମାନ ଘଣ୍ଟାକୁ ୧୭ କି.ମି. ବେଗରେ ଏହା ଗତି କରୁଛି। ସକାଳୁ ଭଦ୍ରକ ସହରରେ ପାଗ କୋହଲା ଥିଲା। ତେବେ ଅପରାହ୍ନରୁ ଏଠାରେ ଝିପିଝିପି ବର୍ଷା ହେବା…
ଅମ୍ଫନ ମୁକାବିଲା: ଚାନ୍ଦବାଲି, ବାସୁଦେବପୁରରେ ହାଇଆଲର୍ଟ ଜାରି
ଭଦ୍ରକ ଅଫିସ, ୧୯।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ପନ’ ସହ ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି । ଏ ନେଇ ଭଦ୍ରକ ଜିଲା ଚାନ୍ଦବାଲି ଓ ବାସୁଦେବପୁର ବ୍ଲକରେ ହାଇଆଲର୍ଟ ଜାରି କରିଛନ୍ତି ଜିଲା ପ୍ରଶାସନ। ଏହି ସ୍ଥାନଗୁଡ଼ିକରେ ପବନର…
ବଇଁଆ ବନାପୁର କ୍ୱାରାଣ୍ଟାଇନରେ କୋଲକାତା ଫେରନ୍ତାଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ,୧୯।୫(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବଇଁଆ ବନାପୁର ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଜଣେ କୋଲକାତା ଫେରନ୍ତା ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରପଦା ଗ୍ରାମର ଦେବେନ୍ଦ୍ର ରାଉତ। ଗତ ରବିବାର ରାତିରେ ଦେବେନ୍ଦ୍ର କୋଲକାତାରୁ ଫେରି ଭଣ୍ଡାରିପୋଖରୀ…
Archives


