ଭଦ୍ରକ

ଗର୍ଭବତୀଙ୍କୁ ମରଣାନ୍ତକ ଆକ୍ରମଣ: ଭିଡିଓ ଭାଇରାଲ

ଭଦ୍ରକ ଅଫିସ, ୧୩।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିରୋଳି ଶାସନ ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର କିଛି ପଡୋଶୀ ଉକ୍ତ ଗର୍ଭବତୀଙ୍କ ବେକକୁ ବାଉଁଶରେ ଚାପିବା ସହ ତାଙ୍କ ମୁଣ୍ଡକୁ କାଠ ଫାଳିଆରେ…

ଏବେ ବି ଫେରୁଛନ୍ତି ପ୍ରବାସୀ

ଭଦ୍ରକ ଅଫିସ, ୧୩ା୭: ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୯୪ ଛୁଇଁଛି। ସରକାରୀ ଭାବେ ଜିଲାରେ ଜଣଙ୍କ ମୃତ୍ୟୁ ଘଟିଥିବା ଘୋଷଣା କରାଯାଇଥିବା ବେଳେ ବେସରକାରୀ ଭାବେ ଏହା ୨ ବୋଲି କୁହାଯାଉଛି। ମୁଖ୍ୟତଃ ଭଦ୍ରକ ଜିଲାକୁ…

ଭଦ୍ରକରେ ୧୧ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଲା

ଭଦ୍ରକ ଅଫିସ,୧୨ା୭: ରବିବାର ଭଦ୍ରକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଛି। ଚି଼ହ୍ନଟ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ ବୋଲି କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା କୁହାଯାଇଛି।

ଶାଢ଼ି ଦୋକାନରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି

ଚାନ୍ଦବାଲି,୧୧ା୭(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ବଜାରସ୍ଥିତ ଭାଗ୍ୟଲକ୍ଷ୍ମୀ ଫେଶନ୍‌ ଶାଢ଼ି ଦୋକାନର ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଦୋକାନରେ ଥିବା ସବୁ ଶାଢ଼ି ଓ ଅନ୍ୟାନ୍ୟ କପଡ଼ା ସାମଗ୍ରୀ ପୋଡ଼ ପାଉଁଶ ହୋଇଯାଇଛି। ସକାଳୁ ଦୋକାନରୁ ଧୂଆଁ…

ଖଟିଆରେ ବୁହାହେଲେ ରୋଗୀ

ଚାନ୍ଦବାଲି,୧୧ା୭(ଡି.ଏନ.ଏ.)-ରାସ୍ତା ଖରାପ ଯୋଗୁ ଜଣେ ମହିଳା ଗୋଗୀଙ୍କୁ ତାଙ୍କ ପରିବାର ଲୋକେ ଖଟିଆରେ ବୋହି ପ୍ରାୟ ୩ କି.ମି ଦୂର ମୁଖ୍ୟ ରାସ୍ତାକୁ ଆଣି ସେଠାରୁ ଘରୋଇ ଗାଡ଼ିରେ ଡାକ୍ତରଖାନାକୁ ନେବା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ…

୨ ଲକ୍ଷ ଟଙ୍କାର ନକଲି ଜର୍ଦ୍ଦା ଜବତ, ମୁଖ୍ୟ ଅଭିଯୁକ୍ତ ଅଟକ

ଭଦ୍ରକ ଅଫିସ,୧୦ା୭: ଭଦ୍ରକରେ ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ ସହ ଜଣକୁ ଅଟକ ରଖିଛି ପୋଲିସ। ସୂଚନାନୁସାରେ, ଭଦ୍ରକ ପୁରୁଣାବଜାର ଥାନା ଅଞ୍ଚଳର ଏକ ଘରେ ବିପୁଳ ପରମାଣର ନକଲି ଜର୍ଦ୍ଦା ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ପରେ…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଲା

ଭଦ୍ରକ ଅଫିସ,୧୦ା୭: ଶୁକ୍ରବାର ଭଦ୍ରକ ଜିଲାରୁ ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଛି। ଆକ୍ରାନ୍ତ ଦ୍ୱୟ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବାରୁ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି।

ଆଜୀବନ କାରାଦଣ୍ଡ ଭୋଗୁଥିବା ୫ କଏଦୀ ମୁକ୍ତ

ଭଦ୍ରକ ଅଫିସ,୯।୮: ରାଜ୍ୟ ଆଇନ ବିଭାଗର ବିଜ୍ଞପ୍ତି ତଥା ରାଜ୍ୟ ଜେଲ୍‌ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ଅନୁଯାୟୀ ଭଦ୍ରକ ଉପକାରାଗାରରୁ ବୁଧବାର ରାତିରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୫ଜଣ କଏଦୀଙ୍କୁ ମୁକ୍ତ କରାଯାଇଛି। ମୁକ୍ତ ହୋଇଥିବା କଏଦମାନେ ହେଲେ ଚାନ୍ଦବାଲି ଥାନା ଅନ୍ତର୍ଗତ…

ଭଦ୍ରକରେ ପୁଣି ୧୬ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୬୨ରେ ପହଞ୍ଚଲା

ଭଦ୍ରକ ଅଫିସ,୫ା୭: ଭଦ୍ରକ ଜିଲାରେ ରବିବାର ୧୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୨ରେ ପହଞ୍ଚିଛି। ସମସ୍ତେ କ୍ୱାରାଣ୍ଟାଇନ୍‌ରେ ଥିଲେ। ଭଦ୍ରକ, ଧାମନଗର ଓ ତିହିଡି ବ୍ଲକରୁ ଏହି ଆକ୍ରାନ୍ତମାନେ ଚିହ୍ନଟ…

ଭଦ୍ରକରେ ୨୪୬ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୪।୭: ଭଦ୍ରକ ଜିଲାରେ ଶନିବାର ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଛି। ଚିହ୍ନଟଙ୍କ ମଧ୍ୟରୁ ୧୧ ଜଣ ସାଙ୍ଗରୋଧ କେନ୍ଦ୍ରର ଓ ଜଣେ ସ୍ଥାନୀୟ ଅଞ୍ଚଳର…

ଭଦ୍ରକରେ ୨୩୩ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୩୦।୬: ଭଦ୍ରକ ଜିଲାରେ ମଙ୍ଗଳବାର ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୨୩୩ ଛୁଇଁଛି। ଚିହ୍ନଟ ବ୍ୟକ୍ତିଙ୍କ ମଧ୍ୟରୁ ୩ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବାବେଳେ ଗୋଟିଏ ଲୋକାଲ କେସ…

ଭଦ୍ରକରେ ୨୨୭ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୨୮।୬: ଭଦ୍ରକ ଜିଲାରେ ରବିବାର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୨୨୭ ଛୁଇଁଛି। ଚିହ୍ନଟ ବ୍ୟକ୍ତି ଜଣକ ସଙ୍ଘରୋଧ କେନ୍ଦ୍ରରୁ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?