ଭଦ୍ରକ

କାମରେ ଲାଗୁନି ବ୍ରିଟିଶ ଅମଳର ଚେକ୍‌ଡ୍ୟାମ

ବନ୍ତ, ୨୪ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳରେ ବ୍ରିଟିଶ ଅମଳରେ ନିର୍ମିତ ଚେକ୍‌ଡ୍ୟାମ୍‌(ଦେଶବନ୍ଧ) ଏବେ ଆଉ ପୂର୍ବଭଳି ଚାଷୀଙ୍କ କାମରେ ଲାଗୁନି। ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ହୋଇ ନ ପାରିବାରୁ ଏହା ନଷ୍ଟ ହେବାକୁ ବସିଛି। ଚାଷଜମିକୁ ପାଣି ମାଡ଼ୁନଥିବା ବେଳେ…

୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ଦୁଇ ଗିରଫ

ଭଦ୍ରକ ଅଫିସ,୨୩।୬: ଭଦ୍ରକ ଅବକାରୀ ଟିମ୍‌ ମଙ୍ଗଳବାର ବନ୍ତଛକ ପୋଲତଳୁ ଦୁଇ ଜଣ ବ୍ରାଉନ୍‌ ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ଅବଦଲାପୁରର ପ୍ରଶାନ୍ତ କୁମାର ବେହେରା ଓ ଏଲଖାର ସୁଜିତ ଦାସ। ସେମାନଙ୍କଠାରୁ ଏକ ବାଇକ୍‌ ସହ ୨୦…

ବ୍ୟବସାୟର ଢଙ୍ଗ ବଦଳିଛି, ମିଳୁନି ଆତ୍ମସନ୍ତୋଷ

ଭଦ୍ରକ ଅଫିସ, ୨୩ । ୬-ଠେଲାଗାଡି ବ୍ୟବସାୟୀଙ୍କ ଦାନାପାଣି ଛଡାଇ ନେଇଛି ମହାମାରୀ କରୋନା। ପ୍ରଶାସନିକ ସ୍ତରରେ ସେମାନଙ୍କୁ ଅନୁମତି ମିଳି ନ ଥିବାରୁ ସେମାନେ ଏବେ ରୋଜଗାର ହରାଇଛନ୍ତି। ଠେଲାଗାଡ଼ିରେ ଟିଫିନ ବିକ୍ରି କରି ପରିବାର ଚଳାଉଥିବା ବ୍ୟବସାୟୀମାନେ ଦିଗହରା…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ଧାମନଗର ଏନ୍‌ଏସି ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବୋଲି…

ହାତରେ ଜୋତା, କାନ୍ଧରେ ସାଇକେଲ

ଭଣ୍ଡାରିପୋଖରୀ, ୨୨ା୬(ଡି.ଏନ.ଏ.)-ଏମିତି ରାସ୍ତା ରହିଛି ଯେଉଁଠି ପାଦରେ ଚପଲ ପିନ୍ଧି ଯିବା ଅସମ୍ଭବ। ଲୋକେ ହାତରେ ଜୋତା ଧରି କାନ୍ଧରେ ସାଇକେଲ ପକାଇ ଘରୁ ବାହାରିଥାନ୍ତି। ୩ଶହ ମିଟର ପର୍ଯ୍ୟନ୍ତ ଏମିତି ଅବସ୍ଥାରେ ଆସିବା ପରେ ମୁଖ୍ୟ ରାସ୍ତାରେ ପହଞ୍ଚିଥାନ୍ତି। ଏଭଳି…

ନାବାଳିକାଙ୍କୁ ବଳାତ୍କାର କରି ଯୁବକ କୋର୍ଟଚାଲାଣ

ପଦ୍ମପୁର,୨୦।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପୋଲିସ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପୁରୁଷୋତ୍ତମପୁର ଗ୍ରାମର ଦେବଦତ୍ତ ବେହେରା। ସୂଚନାଯୋଗ୍ୟ, ବୁଧବାର ନାବାଳିକା ଶୋଇଥିବାବେଳେ ଦେବଦତ୍ତ ତାଙ୍କୁ ବଳାତ୍କାର କରିବା…

ଭଦ୍ରକରେ ୧୮୬ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୨୦।୬: ଭଦ୍ରକ ଜିଲାରେ ଶନିବାର ପୁଣି ୫ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ ପହଞ୍ଚିଛି। ସେଥିମଧ୍ୟରୁ ୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମାତ୍ର ୧୮ଜଣ ଚିକିତ୍ସାଧିନ…

୧୪ ଗୋରୁ ସହ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ, ୨୦ା୬- ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଅଞ୍ଚଳରୁ ଶୁକ୍ରବାର ବେଆଇନ ଗୋଚାଲାଣ ବେଳେ ଟାଉନ ଥାନା ପୋଲିସ ୧୪ଟି ଗୋରୁ ସହ ଏକ ପିକଅପ୍‌ ଭ୍ୟାନ୍‌ ଜବତ କରିଛି। ବଜରଙ୍ଗ ଦଳର କର୍ମୀମାନେ ପହଞ୍ଚି ଏହି ଗୋରୁ ବୋଝେଇ…

ଚାଇନା ସାମଗ୍ରୀ ବର୍ଜନ ପାଇଁ ଆହ୍ବାନ, ସ୍ବଦେଶୀ ସାମଗ୍ରୀ ବିକିବାକୁ ଅନୁରୋଧ

ଭଦ୍ରକ ଅଫିସ,୧୮ା୬: ସୀମାରେ ଚାଇନା-ଭାରତ ସଂଘର୍ଷ ପରେ ଦେଶବ୍ୟାପୀ ଆଲୋଡ଼ନ ଖେଳିଯାଇଛି। ସଂଘର୍ଷରେ ଭାରତର ଯବାନମାନେ ଶହୀଦ ହେବା ପରେ ଚାଇନା ବିରୋଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଭଦ୍ରକ ଜିଲାରେ ଚାଇନା ସାମଗ୍ରୀ ବିକ୍ରି ଓ ବ୍ୟବହାରଠାରୁ ଦୂରେଇ…

ଭଦ୍ରକରେ ୩ କରୋନା ପଜିଟିଭ୍‌ ଚିହ୍ନଟ, ୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୮ା୬: ଭଦ୍ରକ ଜିଲାରେ ଗୁରୁବାର ଆଉ ୩ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧ରେ ପହଞ୍ଚିଛି। ଏହି ଆକ୍ରାନ୍ତମାନେ ଭଣ୍ଡାରିପୋଖରୀ ବ୍ଲକର ଦୁଇଟି ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଛନ୍ତି। ଏମାନେ ଗୁଜରାଟ, ପଶ୍ଚିମ…

ଭିଜିଲାନ୍ସ ଜାଲରେ ଟେକ୍ନିକାଲ ଆସିଷ୍ଟାଣ୍ଟ

ଭଦ୍ରକ ଅଫିସ,୧୮।୬: ଭଦ୍ରକ ଡିପିସି ଅଫିସର ଟେକ୍ନିକାଲ ଆସିଷ୍ଟାଣ୍ଟଙ୍କ ଘରେ ଗୁରୁବାର ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରଛନ୍ତି। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଟେକ୍ନିକାଲ ଆସିଷ୍ଟାଣ୍ଟ ବୈଲୋଚନ ପୁହାଣଙ୍କ ଘର ସମେତ ବିଭିନ୍ନ ସ୍ଥାନରେ…

ବର୍ଷା ଆରମ୍ଭରୁ ଧସିଲା ଗାର୍ଡ୍‌ଓ୍ବାଲ୍‌ : ନିର୍ମାଣ ନ ସରୁଣୁ ସ୍ଥିତି ବେହାଲ

ଭଦ୍ରକ ଅଫିସ, ୧୭ା୬- ନିର୍ମାଣ କାର୍ଯ୍ୟ ନ ସରୁଣୁ ସ୍ଥିତି ବେହାଲ ହୋଇପଡ଼ିଛି। ବର୍ଷା ଆରମ୍ଭରୁ ଗାର୍ଡଓ୍ବାଲ୍‌ (ସୁରକ୍ଷା ପ୍ରାଚରୀ) ଧସି ଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଡ୍ରେନେଜ ବିଭାଗ ଅଧୀନ ଧାମନଗର ବ୍ଲକ ପଳିକିରି ଅଞ୍ଚଳ ଯ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?