ଭଦ୍ରକ

ଗାଡ଼ି ଧକ୍କାରେ ମେଡିକାଲ ଛାତ୍ର ଗୁରୁତର : ଚାଳକଙ୍କ ନାମରେ ମାମଲା ରୁଜୁ

ବନ୍ତ,୧୬।୬(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ କେନ୍ଦୁଆପଦା ଛକସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାରେ ବାଇକ୍‌ରେ ଆସୁଥିବା ଜଣେ ମେଡିକାଲ ଛାତ୍ରଙ୍କୁ ଏକ ଟାଟା ଏସି ଗାଡି ଧକ୍କା ଦେବା ଫଳରେ ଛାତ୍ର ଜଣଙ୍କ ଗୁରୁତର ଆହତ ହୋଇ ଚିକିତ୍ସାଧୀନ…

ବୁରୁଜାଲ ଗାଁରେ ଗୋଷ୍ଠୀ ସଂଘର୍ଷ: ୬ ଆହତ

ଚାନ୍ଦବାଲି,୧୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଉତୁକୁଡ଼ା ପଞ୍ଚାୟତର ବୁରୁଜାଲ ଗାଁରେ ବୁଧବାର ସକାଳେ ଦୁଇ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ପ୍ରଥମେ ଚାନ୍ଦବାଲି…

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା: ୩ କୋର୍ଟ ଚାଲାଣ, ଚୋରି ସାମଗ୍ରୀ ଉଦ୍ଧାର

ଭଦ୍ରକ ଅଫିସ,୧୭ା୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଚଳିତ ମାସ ୫ ତାରିଖ ରାତିରେ କବାଟ ଭାଙ୍ଗି ଚୋରି ହୋଇଥିଲା। ସଙ୍ଗରୋଧ କେନ୍ଦ୍ରରେ ଥିବା ଇନ୍‌ଭର୍ଟର, ବ୍ୟାଟେରୀ, ଆକ୍ୱାଗାର୍ଡ ପରି କିଛି ସାମଗ୍ରୀ ଚୋରି ହୋଇଥିଲା ବୋଲି…

ନପଙ୍ଗ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ,୧୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପଞ୍ଚାୟତର ଚଣ୍ଡୀମାତା ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।…

ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ

ବାସୁଦେବପୁର, ୧୬ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ପଢ଼ୁଁଆ ପଞ୍ଚାୟତ ସରପୋଖରୀଆଡ଼ିଠାରେ ଋଷ୍ୟଶୃଙ୍ଗ ସାଂସ୍କୃତିକ ଅନୁଷ୍ଠାନ ଆନୁକୂଲ୍ୟରେ ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ ଉତ୍ସବ ୩ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରବିବାର କଳସପୂଜା କରାଯାଇଥିଲା। ସୋମବାର ମଙ୍ଗଳବାର ଦୁଇଦିନ ଧରି ଋଷ୍ୟଶୃଙ୍ଗ ଓ…

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ ପଡୋଶୀ ଯୁବକ ଗିରଫ

ଚାନ୍ଦବାଲି,୧୬।୬(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନସ୍ଥ ଚଡଦିଆ ଗ୍ରାମ ପଞ୍ଚାୟତର ଚଡଦିଆ ଗାଁର ଜଣେ ୫ ବର୍ଷର ନାବାଳିକା ବଳାତ୍କାର ଅଭିଯୋଗରେ ପଡୋଶୀ ଘରର ଜଣେ ଯୁବକକୁ ବାଂଶଡା ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ…

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା:୨ ଅଟକ, ଚୋରି ସାମଗ୍ରୀ ଜବତ

ଭଦ୍ରକ ଅଫିସ/ପଦ୍ମପୁର,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋରାମାଟି ପଞ୍ଚାୟତର ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଗତ ୫ ତାରିଖରେ ଚୋରି ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର ଗ୍ରାମାଞ୍ଚଳ ଥାନା ଅଧିକାରୀ ଓ ସାବରଙ୍ଗ ଫାଣ୍ଡି ଅଧିକାରୀ ସମ୍ପକ୍ତ ୨ ଜଣଙ୍କୁ ଅଟକ…

ପୂର୍ବ ଶତ୍ରୁତାରୁ ଅଗ୍ନିକାଣ୍ଡ: ରାତିରେ ଶୋଇଥିବା ବେଳେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଉଦପୁର ଗାଁରେ ୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ପୂର୍ବ ଶତ୍ରୁତାରୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଫେରାର ହୋଇଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣାର ତଦନ୍ତ…

ରଜରେ ଆମ୍ବ ଖାଇବାକୁ ନ ଦେବାରୁ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଭଦ୍ରକ ଅଫିସ,୧୬।୬: ରଜରେ ଆମ୍ବ ଖାଇବା ପାଇଁ ନଦେବାରୁ ସ୍ତ୍ରୀଙ୍କୁ ବାଉଁଶରେ ପିଟି ହତ୍ୟା କଲେ ନିଶାସକ୍ତ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ଥାନା ଜଳମଣ୍ଡୁଆର ଡଜେନା ସାହି ଗ୍ରାମରେ। ସୂଚନା ଅନୁଯାୟୀ, ଦ୍ୱିତୀୟ ରଜ…

ସଙ୍ଗରୋଧରୁ ବାହାରିବାର ୨ ଦିନ ପରେ କରୋନା ପଜିଟିଭ ଚିହ୍ନଟ: ନପଙ୍ଗ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ, ୧୬।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। କୋଲକାତାରୁ ଫେରି ଜଣେ ପ୍ରବାସୀ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସେଠାରେ ଅବଧି ଶେଷ ହେବା ପରେ ସେ…

ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା, ୧୪୪ ଧାରା ଜାରି

ଭଦ୍ରକ ଅଫିସ.୧୫।୬: ଭଦ୍ରକ ସହରାଞ୍ଚଳ ଥାନା ଅଧୀନସ୍ଥ ୱାର୍ଡ ନମ୍ବର ୧୩ ମୀର ସାହି ଓ ଏଲେଖା ସାହିର ଦୁଇ ସମ୍ପ୍ରଦାୟ ମଧ୍ୟରେ ରବିବାର ରାତିରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏକ ସମ୍ପ୍ରଦାୟର କିଛି ଖଳ ପ୍ରକୃତି ଲୋକ ହନୁମାନ…

ଭଦ୍ରକରେ ନୂଆ ୧୯ ପଜିଟିଭ୍‌: ୧୭୭ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୫ା୬ : ସୋମବାର ଭଦ୍ରକ ଜିଲାରୁ ୧୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ଛୁଇଁଛି। ଏମାନଙ୍କ ମଧ୍ୟରୁ ୧୫୧ ସୁସ୍ଥ ହୋଇଥିବା ବେଳେ ୨୬ ଜଣ ଚିକିତ୍ସାଧୀନ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?