ଭଦ୍ରକ

୨୦୦ ଲିଟର ଦେଶୀ ମଦ ସହ ଅଟୋ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୧୦।୬: ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଡାହାଣୀଗଡ଼ିଆ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଚରମ୍ପା ଆଡୁ ବାଇପାସ ଆଡକୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋରୁ(ଓଆର-୨୨ଏଫ୍‌-୯୨୩୭) ୨୦୦ ଲିଟର ଚୋରା ଦେଶୀ ମଦ ଜବତ ହୋଇଛି। ଭଦ୍ରକ ଡାହାଣିଗାଡ଼ିଆ ଛକ…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ ଛୁଇଁଲା

ଭଦ୍ରକ ଅଫିସ,୧୦।୬: ବୁଧବାର ଭଦ୍ରକ ଜିଲାରୁ ଜଣେ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଚି଼ହ୍ନଟ ଜଣକ କୋଲକତା ଫେରନ୍ତା ଓ ସେ ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଥିବା କୁହାଯାଇଛି। ଜିଲାରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ରେ ପହଞ୍ଚିଛି।

କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ

ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍‌ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ…

କ୍ୱାରାଣ୍ଟାଇନ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଜୀବନ ଗଲା

ଭଦ୍ରକ ଅଫିସ, ୧୦।୬: ଭଦ୍ରକ ଜିଲା ଭଦ୍ରକ ବ୍ଲକ କୋର୍କୋରା ଗ୍ରାମ କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରାଧାଶ୍ୟାମ ପାଣି। ମଙ୍ଗଳବାର ରାତିରେ ରାଧାଶ୍ୟାମ କାର ଯୋଗେ କୋଲକାତାରୁ ଫେରିଥିଲେ।…

ବାଇପାସ୍‌ ଛକରେ ସ୍ଥାପନ ହେବ କାନ୍ତକବିଙ୍କ ପ୍ରତିମୂର୍ତ୍ତି ଓ ଉଦ୍ୟାନ

ଭଦ୍ରକ ଅଫିସ, ୧୦ା୬- ଭଦ୍ରକ ମାଟିର ମହକ ତଥା ଓଡ଼ିଶାର ଗର୍ବ ଓ ଗୌରବ, ରାଜ୍ୟ ସଂଗୀତର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ମଙ୍ଗଳବାର ସ୍ଥାନ ପରିଦର୍ଶନ କରିଛନ୍ତି ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ। ଆଗାମୀ ୧୦…

‘ମହୀୟସୀ ନନ୍ଦିନୀ ଦେବୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ’

ଭଦ୍ରକ ଅଫିସ,୧୦ା୬-ମଙ୍ଗଳବାର ଭଦ୍ରକ ‘ଧରିତ୍ରୀ’ ଜିଲା କାର୍ଯ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ପାଳିତ ହୋଇଯାଇଛି। କରୋନା କଟକଣା କାରଣରୁ ନନ୍ଦିନୀ ଦେବୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା। ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ମୁଖ୍ୟଅତିଥି…

ଜନ୍ମମାଟିରେ ଅର୍ଜୁନ ସେଠୀଙ୍କ ଶେଷକୃତ୍ୟ

ଭଦ୍ରକ ଅଫିସ/ବନ୍ତ,୧୦।୬(ଡି.ଏନ୍‌.ଏ./ସ୍ବ.ପ୍ର.)- ଭଦ୍ରକ ମାଟିର ବର୍ଷିୟାନ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ଶେଷକୃତ୍ୟ ମଙ୍ଗଳବାର ଜନ୍ମମାଟି ବନ୍ତ ବ୍ଲକ ଓଡ଼ଙ୍ଗଠାରେ ସମ୍ପନ୍ନ ହୋଇଛି। ମରଶରୀରକୁ ଏକ ସୁସଜ୍ଜିତ ଗାଡ଼ିରେ ଭୁବନେଶ୍ୱରରୁ ଭଦ୍ରକ ଅଭିମୁଖେ ଅଣାଯାଇଥିଲା। ଭଦ୍ରକ ସହର…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ

ଭଦ୍ରକ ଅଫିସ,୯।୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୭୯ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାତିରେ ତାଙ୍କର ଦେହାନ୍ତ ଘଟିଛି। ଶିକ୍ଷକତାରୁ ରାଜନୈତିକ କ୍ୟାରିୟର…

କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଡବ୍ଲ୍ୟୁଏଚ୍‌ଓ ଅଧିକାରୀ: ଅନ୍ତେବାସୀଙ୍କୁ ସମସ୍ୟା ପଚାରି ବୁଝିଲେ

ବନ୍ତ, ୯।୬(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଅତିରିକ୍ତ ସେଣ୍ଟରରେ ପ୍ରବାସୀ ଓଡିଆମାନଙ୍କୁ ଆଇଶୋଲେଶନରେ ରଖାଯାଇଛି। ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀମାନଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ କରାଯାଇଛି। ଏହି ପରିପ୍ରେକ୍ଷୀରେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ବିଭିନ୍ନ ସୁବିଧା…

ବିଦାୟ ବେଳେ ଅନ୍ତେବାସୀଙ୍କୁ ଗଛ ବାଣ୍ଟିଲେ ସରପଞ୍ଚ

ବନ୍ତ, ୮।୬(ଡି.ଏନ.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ସୋମବାର ୭୫ଜଣ ଅନ୍ତେବାସୀ ସଙ୍ଗରୋଧ ଅବଧି ପୂରଣ କରି ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୪୦ଜଣ ଅନ୍ତେବାସୀଙ୍କୁ ସରପଞ୍ଚ କିଶୋର କିଙ୍କର ପଢିଆରୀ ଗଛ ବାଣ୍ଟି ବିଦାୟ ଦେଇଛନ୍ତି। କ୍ୱାରାଣ୍ଟାଇନ୍‌…

କରୋନା ମୁକାବିଲାରେ ପ୍ରଶାସନ ବିଫଳ: କଂଗ୍ରେସ

ବାସୁଦେବପୁର,୮ା୬(ଡି.ଏନ୍‌.ଏ.)- ବାସୁଦେବପୁର ନଗର କଂଗ୍ରେସ ପକ୍ଷରୁ ଉଚ୍ଚଡିହା ଗ୍ରାମଠାରେ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଛି। କରୋନା ମୁକାବିଲା କ୍ଷେତ୍ରରେ ପ୍ରଶାସନ ପୂର୍ଣ୍ଣମାତ୍ରାରେ ବିଫଳ ହୋଇଥିବା ସହିତ ବିଭିନ୍ନ ସମସ୍ୟା ବାବଦରେ ଅଭିଯୋଗ ଉଠାଇଛି। ବିଶେଷ କରି ସଙ୍ଗରୋଧ କେନ୍ଦ୍ରରେ…

୩ଦଫା ଦାବିରେ ଜିଲାପାଳଙ୍କୁ ଦାବିପତ୍ର ଦେଲେ

ଭଦ୍ରକ ଅଫିସ, ୮ା୬- ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ୩ ଦଫା ଦାବି ପୂରଣ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣା ଦିଆଯାଇଥିଲା। ମୁଖ୍ୟତଃ ୨୦୨୦ ଖରିଫ ଧାନକିଣାରେ ସରକାରୀ ମଣ୍ଡିରେ ଚାଷୀ ଧାନ ବିକ୍ରି କରିଥିଲେ ମଧ୍ୟ ଏଯାବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?