ଘରେ ଘରେ ମାସ୍କ ବଣ୍ଟନ
ବନ୍ତ,୩୦।୪(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଯେନାସାହିରେ ସ୍ବେଚ୍ଛାସେବୀ ସଂସ୍ଥା ସିଏଫଡବ୍ଲ୍ୟୁଏସ୍ଡି ପକ୍ଷରୁ ଘରେ ଘରେ ମାସ୍କ ବଣ୍ଟନ କରାଯାଇଛି। ସରପଞ୍ଚ ବନମାଳୀ ବେହେରାଙ୍କ ଉପସ୍ଥିତିରେ ସଂସ୍ଥାର ସମ୍ପାଦକ ଗୋପିନାଥ ଦାଶ ଘର ଘର ବୁଲି ଲୋକ ମାନଙ୍କୁ ମାସ୍କ ବଣ୍ଟନ…
୯୧ କରୋନା ଯୋଦ୍ଧାଙ୍କ ନମୁନା ସଂଗ୍ରହ
ଭଣ୍ଡାରିପୋଖରୀ, ୩୦।୪ (ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ ଦିନ ରାତି ଏକ କରି ନିୟୋଜିତ ଥିବା ଯୋଦ୍ଧା ମାନଙ୍କୁ ସୁରକ୍ଷିତ ରଖିବା ପାଇଁ ସେମାନଙ୍କ ସ୍ବାବ ନମୁନା ପରୀକ୍ଷଣ ପାଇଁ ସଂଗ୍ରହ କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ) ପରିସରରେ…
ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିକୁ ସହାୟତା
ଭଣ୍ଡାରିପୋଖରୀ, ୩୦।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନ କାର୍ଯ୍ୟରତ ସମସ୍ତ କର୍ମଚାରୀ, ଶିକ୍ଷୟିତ୍ରୀଶିକ୍ଷକ ଓ ସିଆରସିସି ମାନେ ସ୍ବେଚ୍ଛାକୃତ ଭାବେ ସେମାନଙ୍କ ମାର୍ଚ୍ଚ ମାସ ବେତନରୁ ଗୋଟିଏ ଦିନର ବେତନ ପ୍ରଦାନ କରିଛନ୍ତି। ୬,୩୬,୮୭୪ ଟଙ୍କା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ…
କ୍ବାରାଣ୍ଟାଇନ କେନ୍ଦ୍ରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଦାବି
ଭଣ୍ଡାରିପୋଖରୀ,୩୦।୪ (ଡି.ଏନ.ଏ.)-ବାହାର ରାଜ୍ୟରେ କର୍ମଜୀବୀ ଭାବେ ବାସ କରୁଥିବା ଲୋକ ମାନେ ଘରବହୁଡା ହୋଇ ଓଡିଶାକୁ ଆସୁଛନ୍ତି ସେମାନଙ୍କ ପାଇଁ ୧୪ ଦିନିଆ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ତେବେ ବାହାରୁ ଆସିବାକୁ ଥିବା ଲୋକମାନଙ୍କ ମଧ୍ୟରେ ମହିଳାମାନେ ରହିଥିବା ଜଣାପଡ଼ିଛି। ଆବଶ୍ୟକ…
କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା
ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ ସଂଗ୍ରହ କରାଯାଇଛି। ଏମାନେ ବିଭିନ୍ନ କଣ୍ଟେନମେଣ୍ଟ ଅଞ୍ଚଳରେ ଖବର ସଂଗ୍ରହ ପାଇଁ ନିୟୋଜିତ ଥିବାରୁ…
ଭଦ୍ରକକୁ ଆସିବେ ୩୨ ହଜାର ପ୍ରବାସୀ
ଭଦ୍ରକ ଅଫିସ, ୩୦ା୪: ଭଦ୍ରକ ଜିଲାକୁ ଫେରିବେ ୩୨ ହଜାର ପ୍ରବାସୀ। ଘରକୁ ଫେରିବା ପାଇଁ ଏମାନେ ନିଜ ନାମ ଅନ୍ଳାଇନ୍ରେ ପଞ୍ଜୀକରଣ କରିସାରିଛନ୍ତି। ପ୍ରବାସୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଓ ସଂଗରୋଧ କେନ୍ଦ୍ରରେ ରହଣୀ ଆଦି ପ୍ରସ୍ତୁତି ସମ୍ପର୍କରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ…
ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ
ଭଦ୍ରକ ଅଫିସ,୩୦।୪: କରୋନା ଲକ୍ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି। ହେଲେ ସାରା ଦେଶରେ ଲକ୍ଡାଉନ ହେବାରୁ ସେଠାରେ ସେମାନଙ୍କୁ ଖାଇବା ଓ ରହିବାର ଅସୁବିଧା…
ବଜ୍ରଘାତରେ ମନ୍ଦିରରେ ଫାଟ
ଭଦ୍ରକ ଅଫିସ,୩୦।୪: ଭଦ୍ରକ ବ୍ଲକ ଅର୍ନ୍ତଗତ ବେନ୍ତାଳ ପଞ୍ଚାୟତର ଗୋପାଳ ବିନ୍ଧା ଗ୍ରାମର ହନୁମାନ ମନ୍ଦିରରେ ଫାଟ ସୃଷ୍ଟି ହୋଇଛି। ବୁଧବାର ସନ୍ଧ୍ୟାରେ ହୋଇଥିବା କାଳବୈଶାଖୀ ସମୟରେ ହୋଇଥିବା ବଜ୍ରାଘାତରେ ହନୁମାନ ମନ୍ଦିରରେ ବିରାଟ ଫାଟ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଗ୍ରାମବାସୀଙ୍କ…
ଉଲ୍ଲଂଘନକାରୀ ଗଣିଲେ ୬ ହଜାର ୪ ଶହ ଜରିମାନା
ବନ୍ତ,୩୦।୪(ଡି.ଏନ୍.ଏ.): କରୋନା ଲକ୍ ଡାଉନ୍ ପରିପେକ୍ଷୀରେ ବୁଧବାର ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଆଇନ ଉଲ୍ଲଂଘନକାରୀ ମାନେ ୬ ହଜାର ୪ ଶହ ଟଙ୍କା ଜରିମାନା ଗଣିଥିବା ଜଣାଯାଇଛି। ସେଥିମଧ୍ୟରୁ ମୋଟରଯାନ ଆଇନରେ ୪ ହଜାର, ରେଡ୍କ୍ରସ୍ ପାଣ୍ଠି ବାବଦରେ…
ଆବଦ୍ଧାଞ୍ଚଳରେ ଗଠନ ହେଲା ୩ଟି ଟିମ୍
ବନ୍ତ,୨୯।୪(ଡି.ଏନ୍.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରାଯିବା ସହ ସଂକ୍ରମଣ ନବ୍ୟାପିବା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ…
ଖୋଲିଲା ଇଟା, ବାଲି, ସିମେଣ୍ଟ ଦୋକାନ: ସକାଳ ୬ରୁ ସନ୍ଧ୍ୟା ୬ ଯାଏ ରହିବ ଖୋଲା
ଭଦ୍ରକ ଅଫିସ,୨୯ା୪: ଭଦ୍ରକରେ ବୁଧବାରଠାରୁ ଘର ନିିର୍ମାଣ କାମ ଆରମ୍ଭ ହେବ। ରଡ୍, ସିମେଣ୍ଟ, ଇଟା, ବାଲି ବିକ୍ରି କରିପାରିବେ ଦୋକାନୀ। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ଦୋକାନ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…
କଣ୍ଟେନ୍ମେଣ୍ଟ୍ ଜୋନ୍ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍ କ୍ୟାମେରା
ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍ଙ୍କ ସଂଖ୍ୟା ୧୯ ଛୁଇଁଛି। ସମୁଦାୟ ୨୧ଟି କଣ୍ଟେନ୍ମେଣ୍ଟ ଜୋନ୍ ଘୋଷିତ ପଞ୍ଚାୟତ ଅଞ୍ଚଳରେ ଗତିବିଧି ଉପରେ ନଜର…
Archives


