ଭଦ୍ରକ

କାଳବୈଶାଖୀରେ ଭାଙ୍ଗିଲା ଗଛ, ଟ୍ରାନ୍ସଫର୍ମର

ଭଦ୍ରକ ଅଫିସ,୧ା୬- ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବହୁ କ୍ଷୟକ୍ଷତି ଘଟିଛି। ବହୁଦିନର ଗଛଗୁଡ଼ିକ ଭାଙ୍ଗି ପଡ଼ିଥିବା ବେଳେ ଅନେକ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଲୋଟି ପଡ଼ିଛି। ଭଦ୍ରକ ଉପକଣ୍ଠ ଗେଲପୁର ନିକଟରେ ବିରାଟ ଗଛ…

ଭଦ୍ରକରେ ୧୨୦ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧ା୬: ସୋମବାର ଜିଲାରୁ ୭ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜିଲାରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦ ଛୁଇଁଛି। ଏମାନଙ୍କ ମଧ୍ୟରୁ କିଛି କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚି଼ହ୍ନଟ ହୋଇଥିବା ବେଳେ ଅନ୍ୟ କିଛି ଗାଁରୁ ଚି଼ହ୍ନଟ ହୋଇଥିବା ଜଣାପଡ଼ିଛି।

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଭଦ୍ରକ ଅଫିସ,୧ା୬: ସୋମବାର ସକାଳୁ ବିଦ୍ୟୁତ୍‌ ଆଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କୁରଣ୍ଡ ଗ୍ରାମର ଗୌରାଙ୍ଗ ମୁଦୁଲି ବୋଲି ଜଣାପଡ଼ିଛି। ସେ ସକାଳୁ ଏକ ବିଦ୍ୟୁତ୍‌ ତାରରେ ଲାଗିଯାଇଥିଲେ। ଗ୍ରାମବାସୀ ତାଙ୍କୁ…

ବନ୍ତରୁ ୩ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧ା୬(ଡି.ଏନ୍‌.ଏ/ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କେନ୍ଦୁଆପଦା ପଞ୍ଚାୟତ ଗଣ୍ଡଗରା ଗ୍ରାମର ହୋଇଥିବା ବେଳେ ସେ ଓଡ଼ଙ୍ଗ କ୍ବାରାଣ୍ଟାଇନ ସେଣ୍ଟରରେ ରହି ଘରକୁ ଫେରିଥିଲେ। ଅନ୍ୟ ୨ ଜଣ…

ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ଦାବିକଲା ଘରୋଇ ବସ୍‌ କର୍ମଚାରୀ ସଂଘ

ଭଦ୍ରକ ଅଫିସ,୧ା୬: ଭଦ୍ରକ ଘରୋଇ ବସ୍‌ କର୍ମଚାରୀ ସଂଘ ପକ୍ଷରୁ ସୋମବାର ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ବର୍ଗର ଲୋକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିବା ପାଇଁ ଦାବି କରାଯାଇଛି। ପ୍ରତିଟି ବର୍ଗର ଲୋକଙ୍କୁ ବିଭିନ୍ନ ଘୋଷଣା…

ଗହମ ବୋଝେଇ ପିକ୍‌ଅପ୍‌ ଜବତ, ଡ୍ରାଇଭର ଅଟକ

ଭଦ୍ରକ ଅଫିସ,୧ା୬: ରବିବାର ରାତିରେ ଚୋରା ଚାଲାଣ ସନ୍ଦେହରେ ଗହମ ବୋଝେଇ ପିକ୍‌ଅପ୍‌ ଜବତ କରିଛି ଭଦ୍ରକ ଜିଲା ଧାମନଗର ପୋଲିସ। ପିକ୍‌ଅପ୍‌ଟି ୪୨ବସ୍ତା ଗହମ ନେଇ ଦୋବଲ ଅଭିମୁଖେ ଯାଉଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଧାମନଗର ଛକ…

ରାସ୍ତା ମରାମତି କଲେ ଯୁବଗୋଷ୍ଠୀ

ଭଦ୍ରକ ଅଫିସ, ୧।୬- ସରକାର ଗମନାଗମନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। କିନ୍ତୁ ଦୀପ ତଳ ଅନ୍ଧାର ଭଳି ଭଦ୍ରକ ବ୍ଲକ ମୁଖ୍ୟାଳୟଠାରୁ ୫ କି.ମି ଦୂର ଚରମ୍ପା ପଞ୍ଚାୟତ ଝାଟିଆ ଜାନୁମଞ୍ଜ ଗାଁ ରାସ୍ତା ଯାତାୟାତ ଅନୁପଯୋଗୀ ହୋଇପଡ଼ିଛି।…

ଟୁଇଟ୍‌ ପରେ କନଷ୍ଟେବଳ ନିଲମ୍ବନ ଘଟଣା: ଜାତୀୟ ମାନବାଧିକାର ଆୟୋଗଙ୍କଠାରେ ରୁଜୁ ହେଲା ମାମଲା

ଭଦ୍ରକ ଅଫିସ, ୧।୬-ଭଦ୍ରକ ଜିଲା ବନ୍ତ ଥାନାଧିକାରିଣୀଙ୍କ ଉପସ୍ଥିତିରେ ଲକ୍‌ଡାଉନ ସମୟରେ ଜଣେ ଯୁବକ ମାସ୍କ ପିନ୍ଧି ନ ଥିବା କାରଣରୁ ବନ୍ତ ଥାନା ନିକଟରେ ରାସ୍ତା ଉପରେ ୬ଜଣ ପୋଲିସ ଯୁବକ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଲାଠିରେ ପିଟିଥିଲେ। ଏହି…

ଘରୋଇ କଳହରୁ ମା’ଙ୍କୁ ପିଟି ମାରିଲା ପୁଅ

ଧାମନଗର,୧।୬(ଡି.ଏନ.ଏ.)- ଘରୋଇ କଳହକୁ କେନ୍ଦ୍ର କରି ମା’ଙ୍କୁ ପିଟି ପିଟି ହତ୍ୟା କରି ପୁଅ ବିଲରେ ଫିଙ୍ଗିଦେବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ କାଶିମପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି।…

୩ ବାଇକ୍‌ ସହ ଚୋରା କୋଇଲା ଜବତ, ଜଣେ ଗିରଫ

ପଦ୍ମପୁର, ୩୧ା୫(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ପୋଲିସ କୋରବାଟିଆ ଛକ ଠାରୁ ୩ଟି ବାଇକ୍‌ ସହ ୬ କୁଇଣ୍ଟାଲରୁ ଊର୍ଦ୍ଧ୍ୱ କୋଇଲା ଶନିବାର ସନ୍ଧ୍ୟାରେ ଜବତ କରିଛି। ସୂଚନା ଅନୁଯାୟୀ, ଏକଡାଳ ହତାଶିଆ ରାସ୍ତାରେ ୩ଟି ବାଇକ୍‌ରେ ଚୋରା କୋଇଲା…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଖଟିଆରେ ମହିଳାଙ୍କୁ ବୋହି ମେଡିକାଲରେ ଭର୍ତ୍ତି କଲେ ପରିବାର ଲୋକ

ପଦ୍ମପୁର,୩୧ା୫(ଡି.ଏନ.ଏ.)-ରାସ୍ତା ଖରାପ ଯୋଗୁ ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ। ଫଳରେ ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଜଣେ ମହିଳାଙ୍କୁ ପରିବାର ଲୋକ ଖଟିଆରେ ବୋହି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। ଏପରି ଅଭାବନୀୟ ଘଟଣା ରବିବାର ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ…

ପାଣିଟାଙ୍କି ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଧମକ: ପୋଲିସ, ଅଗ୍ନିଶମ କର୍ମଚାରୀ ନାକେଦମ୍‌

ପଦ୍ମପୁର,୩୧ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ସାନ କାଳିଦାସପୁର ପାଣିଟାଙ୍କି ଉପରେ ରବିବାର ପୂର୍ବାହ୍ନରେ ଜଣେ ଯୁବକ ଚଢ଼ି ଆତ୍ମହତ୍ୟା ଧମକ ଦେଇଛନ୍ତି। ଯୁବକ ଜଣକ ଟ୍ରାକ୍ଟର ଚାଳକ ହୋଇଥିବା ବେଳେ ତାଙ୍କ ନାମ ଶିବ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?