ଭଦ୍ରକ

କୋଇଲା ବୋଝେଇ ଗାଡ଼ି ଜବତ: ଚାଳକ ଫେରାର

ପଦ୍ମପୁର, ୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକ ନିଦିହି ପୋଲିସ ଶୁକ୍ରବାର ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ ଗାଡ଼ି ଜବତ କରିଛି। ଗାଡିଟି କୋର ବାଟିଆରୁ ବିରସ ଅଭିମୁଖେ ଯାଉଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ଗ୍ୟାସ୍‌ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣା: ୩ ଗିରଫ

ତିହିଡ଼ି, ୨୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧାସ୍ଥିତ ରାଉତ ଗ୍ୟାସ ଏଜେନ୍ସିର କର୍ମଚାରୀଙ୍କୁ କେତେକ ଦୁର୍ବୃତ୍ତ ଆକ୍ରମଣ କରି ୧୧ଲକ୍ଷ ୯ହଜାର ୭ଶହ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରି ଗୁରୁବାର ୩ଜଣ…

ଚୋରା ମଦବେପାରୀ ଗିରଫ

ଭଣ୍ଡାରିପୋଖରୀ , ୨୮।୫ (ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଭୁତିଆ ଗ୍ରାମରେ ଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ ବୁଧବାର ସନ୍ଧ୍ୟାରେ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଦୁଃଶାସନ ମୁଣ୍ଡା।…

ଭଦ୍ରକରୁ ଗଡ଼ିଲା ବସ୍‌

ଭଦ୍ରକ ଅଫିସ,୨୮।୫: ରାଜ୍ୟରେ ବେସରକାରୀ ବସ୍‌ ସେବା ଗୁରୁବାରଠାରୁ ଆରମ୍ଭ ହୋବାକୁ ପୂର୍ବରୁ ଘୋଷଣା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରରେ ମଧ୍ୟ ଗୁରୁବାରଠୁ ବସ୍‌ ସେବା ଆରମ୍ଭ ହୋଇଛି। ଭଦ୍ରକ ବନ୍ତ ଛକ ସ୍ଥିତ ଷ୍ଟାଣ୍ଡରେ ବସ୍‌କୁ ସମ୍ପୂର୍ଣ୍ଣ ସାନିଟାଇଜିଂ…

ଆଉ ୨ ଟ୍ରେନରେ ଆସିଲେ ୩୩୪ ପ୍ରବାସୀ

ଭଦ୍ରକ ଅଫିସ,୨୮।୫: ଭଦ୍ରକ ଷ୍ଟେଶନରେ ଆଉ ୨ଟି ଟ୍ରେନ ପହଞ୍ଚିଛି। ତେବେ ଏହି ଟ୍ରେନରେ ସ୍ବଳ୍ପ ସଂଖ୍ୟକ ପ୍ରବାସୀ ଓହ୍ଲାଇଥିବା ଜଣାପଡ଼ିଛି। ରାତିରେ ଗୋଟିଏ ଟ୍ରେନ ସାଲେମ୍‌ରୁ ବାଲେଶ୍ୱର ଯାଇଥିବା ବେଳେ ସେଥିରୁ ୧୭୫ଜଣ ଭଦ୍ରକରେ ଓହ୍ଲାଇଥିଲେ। ସେମାନଙ୍କ ମଧ୍ୟରେ ଭଦ୍ରକ…

କ୍ଷତିପୂରଣ ଦାବି କଲେ ଚାଷୀ

ଭଦ୍ରକ ଅଫିସ, ୨୮ା୫- ବାତ୍ୟା ଅମ୍ଫନ୍‌ ଓଡ଼ିଶାରେ ଅତ୍ୟନ୍ତ କ୍ଷତିଗ୍ରସ୍ତ କରିଛି। ମୁଖ୍ୟତଃ ଏହାଦ୍ୱାରା ଚାଷୀ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଭଦ୍ରକ ଜିଲାର ଚାଷୀ, କୃଷି ଶ୍ରମିକ, ମାଛଧରା ଶ୍ରମିକ ମାନଙ୍କୁ କ୍ଷତିପୂରଣ ଯୋଗାଇ ଦେବା ଦାବି ନେଇ ଓଡ଼ିଶା କୃଷକ…

ବର ବେଶରେ ସଜ୍ଜିତ ହେଲେ ବାବା ଆଖଣ୍ଡଳମଣି, ଆଜି ଅପରାହ୍ନରେ ହେବ ବିବାହ

ଆରଡ଼ି,୨୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବୁଧବାର ଅପରାହ୍ନରେ ଶିବ ବିବାହ ଅନୁଷ୍ଠିତ ହେବ। ସକାଳୁ ମାତା ପାର୍ବତୀ ଓ ବାବା ମହାଦେବଙ୍କୁ ମଙ୍ଗୁଳା ଯାଇଥିଲା। ପରେ ବାବା ଆଖଣ୍ଡଳମଣିଙ୍କୁ ବରବେଶରେ ସଜ୍ଜିତ କରାଯାଇଥିଲା। ବରମାତା ଜ୍ୟୋତ୍ସ୍ନାରାଣୀ ପାଢ଼ୀ ଓ…

ବିଦ୍ୟୁତ୍‌ ଆଘାତରେ ଶିଶୁକନ୍ୟାର ଜୀବନ ଗଲା

ଭଦ୍ରକ ଅଫିସ, ୧୭।୫: ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ହାଟଡିହ ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ସେ ହେଲେ ଗାଁର ଚକ୍ରଧର ମଲିକଙ୍କ…

ବରଣ୍ଡୁଆ ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର, ନିମ୍ନମାନର ଖାଦ୍ୟ ବଣ୍ଟନ ଅଭିଯୋଗ

ପଦ୍ମପୁର, ୨୭।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ଗ୍ରାମର ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଛି। ଏ ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିବା ବେଳେ ସରପଞ୍ଚଙ୍କର ସ୍ବାମୀ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିବାକୁ…

ସଙ୍ଗରୋଧ ଗୃହରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୩୨ ପ୍ରବାସୀ

ଭଦ୍ରକ ଅଫିସ, ୨୭।୫: ଭଦ୍ରକ ଜିଲା ଭଣ୍ଡାରିପେଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତ ଭଗିବିନ୍ଧା ସଙ୍ଗରୋଧ କେନ୍ଦ୍ରରେ ମଙ୍ଗଳବାର ସନ୍ଧ୍ୟାରେ ଗ୍ୟାସଟାଙ୍କି ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ରୋଷେୟା ଆହତ ହୋଇଥିବା ବେଳେ ୩୨ ପ୍ରବାସୀ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା…

ବଧୂ ହତ୍ୟା ଅଭିଯୋଗ

ଭଣ୍ଡାରିପୋଖରୀ, ୨୭।୫ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ବାଲିପୋଖରୀ ଗ୍ରାମରେ ଜଣେ ମହିଳାଙ୍କୁ ଶାଶୁ ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ମୃତମହିଳା ହେଲେ ପ୍ରମିଳା ଦାସ। ପ୍ରମିଳାଙ୍କ ସାନ ବାପା ବସନ୍ତ ପାତ୍ରଙ୍କ ଅଭିଯୋଗକୁ ଭିତ୍ତି କରି ଭଣ୍ଡାରିପୋଖରୀ ଥାନା ପୋଲିସ…

ଡ୍ରାଇଭରଙ୍କୁ ମାଡ଼ ମାରି ପ୍ରବାସୀ ଯୁବକ ଫେରାର

ପଦ୍ମପୁର, ୨୭ା୫(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ବିରସ ରାସ୍ତାର ସୁଇସଗେଟ୍‌ ଛକ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରବାସୀ ଯୁବକ ବସ୍‌ ଡ୍ରାଇଭର ଓ ଦୁଇଜଣ ଯୁବକଙ୍କୁ ମାଡ଼ ମାରି ଡ୍ରାଇଭରଙ୍କ ପର୍ସ ଛଡ଼ାଇ ନେଇ ଫେରାର ହୋଇଯାଇଛନ୍ତି। ଭଣ୍ଡାରିପୋଖରୀଠାରୁ ଏକ ମିନିବସ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?