ଭଦ୍ରକ

ବନ୍ତ ବଜାର ଚଳଚଞ୍ଚଳ: ସୂଚନା ନ ଥିବା ଯୋଗୁ ଦ୍ୱନ୍ଦରେ ବ୍ୟବସାୟୀ

ବନ୍ତ,୨୧।୫(ଡି.ଏନ୍‌.ଏ.)-କରୋନା ମହାମାରୀ ମୁକାବିଲା ପାଇଁ ଗତ ମାର୍ଚ୍ଚ ଶେଷ ସପ୍ତାହଠାରୁ ଦେଶରେ ଲକଡାଉନ ଜାରି ରହିଛି। ସେହିଦିନଠାରୁ ଭଦ୍ରକ ଜିଲା ବନ୍ତ ବଜାରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିଲା। ପରେ କେନ୍ଦ୍ର ସରକାର ୪ର୍ଥ ପର୍ଯ୍ୟାୟ ଲକ୍‌ ଡାଉନ୍‌ ଘୋଷଣା…

ବନ୍ତ ବ୍ଲକ: ଘର ଉପରେ ମାଡି ବସିଲା ଗଛ

ବନ୍ତ,୨୧।୫(ଡି.ଏନ୍‌.ଏ.)-ବାତ୍ୟା ‘ଅମ୍ଫନ୍‌’ ପ୍ରଭାବରେ ଭଦ୍ରକ ଜିଲା ବନ୍ତ ବ୍ଲକର କେତେକ ସ୍ଥାନରେ ଗଛ ପଡି ଘର ଭାଙ୍ଗିଯାଇଛି। ଆପଣ୍ଡା ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳୟ ଅଧିନ ବସନ୍ତିଆ ପଞ୍ଚାୟତ ବରକୋଣା ଗ୍ରାମର କୃଷ୍ଣଚନ୍ଦ୍ର ସ୍ବାଇଁ ଓ ବିବେକ କୁମାର ସ୍ବାଇଁଙ୍କ ଘର ଉପରେ…

ଅମ୍ଫନ ପ୍ରଭାବ: ଚାନ୍ଦବାଲି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ

ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ ତାର ଛିଣ୍ଡି ଯାଇଛି। ତେବେ ବୁଧବାର ସାରେ ବିଭାଗ ପକ୍ଷରୁ ସ୍ଥିତି ସ୍ବାଭାବିକ ପାଇଁ…

ବୈତରଣୀ ନଦୀ ପଠାରେ ଆତଙ୍କ: ଗାଈକୁ ଟାଣି ନେଇ ମାରିଦେଲା କୁମ୍ଭୀର

ଆରଡି,୨୧ା୫,(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅମୃତମଣୋହୀ ଗ୍ରାମ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୈତରଣୀ ନଦୀ ପଠାରେ ଚରୁଥିବା ଏକ ଗାଈକୁ କୁମ୍ଭୀର ଟାଣି ପାଣି ଭିତରକୁ ଟାଣି ନେଇ ମାରିଦେଇଛି। ଖବରପାଇ ସ୍ଥାନୀୟଲୋକେ ନଦୀରୁ ଗାଈଟିକୁ…

‘ଅମ୍ଫନ’ ପ୍ରଭାବରେ ଗଛ ଉପୁଡି ରାସ୍ତା ଅବରୋଧ

ବନ୍ତ,୨୦।୫(ଡି.ଏନ୍‌.ଏ.)-ବୁଧବାର ବାତ୍ୟା ‘ଅମ୍ଫନ’ର ପ୍ରଭାବ ଭଦ୍ରକ ଜିଲା ବନ୍ତ ବ୍ଲକରେ ଦେଖିବାକୁ ମିଳିଛି। ମଙ୍ଗଳବାର ଦିନ ତମାମ କୋହଲା ପାଗ ରହିବା ପରେ ସନ୍ଧ୍ୟା ଠାରୁ ଝିପ୍‌ ଝିପ୍‌ ବର୍ଷା ସାଙ୍ଗକୁ ଅଳ୍ପ ପବନ ବହିଥିଲା। ରାତି ଠାରୁ ବର୍ଷାର ମାତ୍ରା…

୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ଥଇଥାନ କଲା ବ୍ଲକ ପ୍ରଶାସନ

ବନ୍ତ,୨୦ା୫(ଡି.ଏନ୍‌.ଏ.): ବାତ୍ୟା ‘ଅମ୍ଫନ୍‌’କୁ ନେଇ ଭଦ୍ରକ ଜିଲା ବନ୍ତ ବ୍ଲକବାସୀ ଭୟଭୀତ ଥିବା ବେଳେ ଏହାର ମୁକାବିଲା ନେଇ ବ୍ଲକ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ା ବୁଧବାର ମଧ୍ୟାହ୍ନ ସୁଦ୍ଧା ବ୍ଲକର ବିଭିନ୍ନ ବିଦ୍ୟାଳୟ, ପଞ୍ଚାୟତ ଗୃହ, ବାତ୍ୟା…

ଅମ୍ଫନ୍‌ ଯୋଗୁ ଲାଗି ରହିଛି ବର୍ଷା: କାନ୍ଥ ଭୁଶୁଡ଼ି ଶିଶୁପୁତ୍ରର ଜୀବନ ଗଲା

ଭଦ୍ରକ ଅଫିସ,୨୦।୫ – ଭଦ୍ରକ ଜିଲା ତିହିଡି ବ୍ଲକ କଁlପଡା ପଞ୍ଚାୟତ ଦକ୍ଷିଣପାରି ଗାଁରେ ମାଟି କାନ୍ଥ ଭୁଶୁଡି ଜଣେ ୩ମାସ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ତିହିଡି ବ୍ଲକ କଁlପଡା ପଞ୍ଚାୟତ ଦକ୍ଷିଣପାରି ଗାଁର ବଳରାମ ଦାସଙ୍କ ତିନିମାସର ଶିଶୁପୁତ୍ର ଘରେ…

ବାତ୍ୟା ‘ଅମ୍ଫନ୍‌’ ପ୍ରଭାବ: ଭଦ୍ରକରେ ବଢୁଛି ପବନର ବେଗ, ୧୩ ହଜାର ଲୋକଙ୍କୁ ସ୍ଥାନାନ୍ତର କଲାଣି ପ୍ରଶାସନ

ଭଦ୍ରକ ଅଫିସ,୨୦।୫- ଉପକୂଳ ଅତିକ୍ରମ କରୁଛି ବାତ୍ୟା ‘ଅମ୍ଫନ୍‌’। ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ଝଡ଼ବର୍ଷା ଲାଗି ରହିଛି। ଭଦ୍ରକ ଜିଲାରେ ମଧ୍ୟ ଧିରେ ଧିରେ ପବନର ବେଗ ବଢ଼ିବାରେ ଲାଗିଛି। ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୨ଟାରୁ ଜିଲାରେ…

ବାତ୍ୟା ପାଇଁ ୧୫୮ ଗର୍ଭବତୀଙ୍କୁ ମେଡିକାଲ ସ୍ଥାନାନ୍ତର

ଭଦ୍ରକ ଅଫିସ , ୨୦। ୫- ବାତ୍ୟା ଅମ୍ଫନର ମୁକାବିଲାକୁ ଆଖିଆଗରେ ରଖି ୧୫୮ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ପ୍ରସବ ପାଇଁ ବିଭିନ୍ନ ମେଡିକାଲ ରେ ଭର୍ତି କରିଛି ପ୍ରଶାସନ। ସର୍ବାଧିକ ବାସୁଦେବପୁରରେ ୪୫ ଜଣଙ୍କୁ ଭର୍ତି କରାଯାଇଥିବା ଜଣାପଡିଛି।

ଘର ଛାଡ଼ିଲେ ୨ହଜାରରୁ ଊର୍ଦ୍ଧ୍ୱ ଲୋକ : ୩ ଏନ୍‌ଡିଆର୍‌ଏଫ୍‌, ୨ ଓଡ୍ରାଫ୍‌ ଟିମ୍‌ ମୁତୟନ

ଭଦ୍ରକ ଅଫିସ, ୧୯।୫- ସମ୍ଭାବ୍ୟ ବାତ୍ୟା ଅମ୍ଫନ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ କରିଛି। ଜିଲାରେ ମୋଟ ୩ଟି ଏନ୍‌ଡିଆର୍‌ଏଫ୍‌ ଓ ୨ଟି ଓଡ୍ରାଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ଏହା ବ୍ୟତୀତ ଅଗ୍ନିଶମ ବିଭାଗ…

ବାତ୍ୟା ଅମ୍ଫନ ମୁକାବିଲା: ଧାମରା ଅଞ୍ଚଳରୁ ସ୍ଥାନାନ୍ତର ହେବେ ୧୦ ହଜାର ଲୋକ

ଚାନ୍ଦବାଲି,୧୯।୫(ଡି.ଏନ.ଏ.)-ବାତ୍ୟା ଅମ୍ଫାନ ମୁକାବିଲା ପାଇଁ ମଙ୍ଗଳବାର ମଧ୍ୟାହ୍ନରେ ଧାମରା ଅତିରିକ୍ତ ତହସିଲଦାରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ଯୋଗଦେଇ ବାତ୍ୟା ଜନିତ ସାମ୍ଭାବ୍ୟ ପରିସ୍ଥିତି ପ୍ରତି ସଜାଗ ରହିବାକୁ ପରାମର୍ଶ ଦେଇଥିଲେ। ଚାନ୍ଦବାଲି…

ବାତ୍ୟା ଅମ୍ଫନ ପ୍ରଭାବ: ଆରଡିରେ ଆରମ୍ଭ ହେଲାଣି ବର୍ଷା, ବହୁଛି ୪୦ କି.ମି. ବେଗରେ ପବନ

ଆରଡି,୧୯ା୫, (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡି ଓ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ବାତ୍ୟା ଅମ୍ଫନର ପ୍ରଭାବ ଦେଖିବାକୁ ମିଳିଛି। ଅପରାହ୍ନରୁ ଝିପିଝିପି ବର୍ଷା ସାଙ୍ଗକୁ ଘଣ୍ଟାକୁ ପ୍ରାୟ ୪୦ କି.ମି. ବେଗରେ ପବନ ବହିବା ଆରମ୍ଭ ହୋଇଯାଇଛି। ଆରଡି, ସୁନ୍ଦରପୁର, ନାନ୍ଦପୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?