ଭଦ୍ରକ

କଣ୍ଟେନମେଣ୍ଟ ଜୋନ -୧, ଜୋନ -୨ ରେ ସ୍ବାସ୍ଥ୍ୟ ବିଭାଗର ସର୍ଭେ

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଦୁଇ ପଞ୍ଚାୟତକୁ ଅବରୋଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ବୁଧବାର ଅଗ୍ନିଶମ ବିଭାଗ ଦାରା ପଞ୍ଚାୟତର ବିଭିନ୍ନ ସ୍ଥାନକୁ କେମିକାଲ ସ୍ପ୍ରେ ଦ୍ୱାରା ବିଶୋଧନ କରାଯାଇଛି। ସଂକ୍ରମିତ ଦୁଇ…

ନିର୍ଗୁଣ୍ଡି ପଞ୍ଚାୟତକୁ ବିଶୋଧନ କରାଗଲା

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଗୁରୁବାର ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତକୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ କରାଯାଇଛି। ସରପଞ୍ଚ ନମିତା ପାତ୍ରଙ୍କ ତତ୍ତ୍ୱାବଧାନରେ ପ୍ରଥମେ ମହୁରା ସ୍ଥିତ ସ୍କୁଲରେ ହୋଇଥିବା ସମାହିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ ପରେ ଶିବବିନ୍ଧା, ଗୁହାଳିଆ, ମଜୁରିଗଡ଼ିଆ, ଅନନ୍ତପୁର, ରାଜେନ୍ଦ୍ରପୁର,…

ଲକ୍‌ଡାଉନ ସ୍ଥିତି ଯାଞ୍ଚ କରିବା ସହ ସଚେତନ କଲେ ଏସ୍‌ପି

ପଦ୍ମପୁର,୨୩।୪(ଡି.ଏନ୍‌.ଏ.): ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। ଯାହାକୁ ନେଇ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ବ୍ଲକର ୯ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହ ଉକ୍ତ ଅଞ୍ଚଳରୁ କାହାରିକୁ ପ୍ରବେଶ…

ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ତ, ୨୨।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି। ନିଜ ନିଜ ପଞ୍ଚାୟତରେ କରୋନା ମୁକାବିଲା କିପରି କରାଯାଇପାରିବ ସେନେଇ ସମସ୍ତ ସରପଞ୍ଚଙ୍କୁ ବୁଧବାର…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଭଣ୍ଡାରିପୋଖରୀ, ୨୨।୪ (ଡି.ଏନ.ଏ.)-କରୋନାକୁ ପ୍ରତିହିତ କରିବା ପାଇଁ ଦିନ ରାତି ଏକ କରି ଖଟୁଥିବା ଯୋଦ୍ଧାମାନଙ୍କୁ ଭାଜପା ଭଣ୍ଡାରିପୋଖରୀ ଶାଖା ପକ୍ଷରୁ ମଙ୍ଗଳବାର ଭଣ୍ଡାରିପୋଖରୀ ଓ ଧାମନଗର ଥାନା ପୋଲିସକୁ ସମ୍ବର୍ଦ୍ଧନା କରାଯାଇଛି। ମଙ୍ଗଳବାର ଭାଜପାର ପୂର୍ବତନ ଜିଲା ସଭାପତି ବଦ୍ରିନାରାୟଣ…

ଲକ୍‌ଡାଉନ୍‌ ଊଲ୍ଲଂଘନ ଅଭିଯୋଗ , ୯ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ, ୨୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ ଜଣ କରନା ରୋଗୀ ଚିହ୍ନଟ ହେବା ପରେ ବ୍ଲକର ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଯୋନ ଘୋଷଣା କରାଯାଇଛି। ଏହା ଛଡ଼ା ଲକଡାଉନ କଟକଣାକୁ ବ୍ଲକ ଅଞ୍ଚଳରେ କଡାକଡ଼ି କରାଯାଇଛି। କଟକଣା ସତ୍ତ୍ୱେ ଭଣ୍ଡାରିପୋଖରୀ ବଜାରରେ କେତକ…

ଚାଷୀଙ୍କୁ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଆଲୋଚନା

ଭଦ୍ରକ ଅଫିସ,୨୨ା୪: କରୋନା ଭୂତାଣୁ ସଂକ୍ରମଣ ଜନିତ ଜିଲାର ଚାଷୀମାନଙ୍କ କ୍ଷେତ୍ରରେ ଘଟିଥିବା ଆର୍ଥକ ଦୁର୍ବଳତା ଯୋଗୁ ସେମାନଙ୍କୁ ସ୍ବଚ୍ଛଳ କରିବା ସହିତ ଚାଷ କାମରେ ସହଯୋଗ ନିମନ୍ତେ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଜିଲା ସଂସ୍କୃତି ଭବନରେ ଏକ ଆଲୋଚନାଚକ୍ର…

ଭାଷଣ ନୁହେଁ, ରାଶନ ଦେବାକୁ ଦାବି କଲେ ଦିନ ମଜୁରିଆ

ଭଦ୍ରକ ଅଫିସ,୨୨ା୪: ବୁଧବାର ଭଦ୍ରକ ସିଆଇଟିୟୁ ନେତା ଦିବ୍ୟସିଂହ ନାୟକଙ୍କ ନେତୃତ୍ୱରେ କିଛି ଅଣସଂଗଠିତ ଶ୍ରମିକ, ରିକ୍ସା ଚାଳକ ଓ ଦିନ ମଜୁରିଆମାନେ ଭାଷଣ ନୁହେଁ, ରାଶନ ଦିଅ ବୋଲି ଦାବି କରିଛନ୍ତି। ଲକ୍‌ଡାଉନ୍‌ କଟକଣା ଥିବାରୁ ଏହି ଶ୍ରମିକମାନେ ସିଆଇଟିୟୁ…

ଦେଶୀ ମଦ ଜବତ: ନାଏବ ସରପଞ୍ଚ ଗିରଫ

ଭଦ୍ରକ ଅଫିସ,୨୨ା୪: ଜିଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ନଛିପୁର ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ବିଶେଷ ସୂତ୍ରରୁ ଖବରପାଇ ୪୦ ଲିଟର ଚୋରା ଦେଶୀ ରନ୍ଧାମଦ ଜବତ ହୋଇଛି। ଅବକାରୀ ବିଭାଗର ସୂଚନା ଅନୁଯାୟୀ, ମଦର…

ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା: ଲୋକଙ୍କୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ବାସୁଦେବପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ତେବେ ଏହାର…

ଭଦ୍ରକର ୩ ଆକ୍ରାନ୍ତ ବାସୁଦେବପୁର ଅଞ୍ଚଳର: ସମସ୍ତ ପଜିଟିଭ୍‌ଙ୍କର ରହିଛି କୋଲକାତା ଲିଙ୍କ୍‌

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଏମାନେ କୋଲକାତାରୁ ଫେରିଥିଲେ ବୋଲି ଭଦ୍ରକ ଜିଲା ପ୍ରଶାସନ ସୂଚନା ଦେଇଛି। ନୂତନ ଆକ୍ରାନ୍ତଙ୍କୁ…

ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧

ଭଦ୍ରକ ଅଫିସ,୨୨।୪ – ବୁଧବାର ସକାଳୁ ଭଦ୍ରକ ଜିଲାରେ ଆଉ ତିନି କରୋନା ରୋଗୀ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଜିଲା କରୋନା ପିଜିଟିଭ ସଂଖ୍ୟା ୧୧ରେ ପହଁଚିଛି । ସେମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇଛନ୍ତି। ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri