ଭଦ୍ରକ

କରୋନା ଆକ୍ରାନ୍ତ ଚିହ୍ନଟ ପରେ ୫ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା

ଭଦ୍ରକ ଅଫିସ,୧୫ା୫: ଶୁକ୍ରବାର ଭଦ୍ରକ ଜିଲାରେ ୬ ଜଣ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଏବଂ ଏହାର ଚତୁଃପାର୍ଶ୍ୱରେ ସର୍ବସାଧାରଣଙ୍କ ପାଇଁ କଟକଣା ଜାରି କରାଯାଇଛି। ସେଗୁଡିକ ହେଲା ଧାମନଗର ବ୍ଲକର ନଦୀ…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ ପହଞ୍ଚିଲା

ଭଦ୍ରକ ଅଫିସ,୧୫ା୫: ଶୁକ୍ରବାର ଭଦ୍ରକରେ ଆଉ ୬ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଛୁଇଁଛି। ଚି଼ହ୍ନଟ ହୋଇଥିବା ଆକ୍ରାନ୍ତମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସମସ୍ତେ କୋଲକାତା ଫେରନ୍ତା ବୋଲି ଜଣାପଡ଼ିଛି।

ତାମିଲନାଡୁରୁ ୧୩୦୦ କି.ମି. ଚାଲି ଆସିଲେ

ଭଣ୍ଡାରିପୋଖରୀ, ୧୫ା୫(ଡି.ଏନ.ଏ.)-ମହାମାରୀ କରୋନା ଲାଗି ଦେଶବ୍ୟାପୀ ଲକ୍‌ଡାଉନ କରାଯାଇଥିବାରୁ ରାଜ୍ୟ ବାହାରେ ରହି କାମ କରୁଥିବା ଓଡ଼ିଆଙ୍କ ଜୀବନ ଦୁର୍ବିଷହ ହୋଇପଡିଛି। କିଏ ସାଇକେଲରେ ତ କିଏ ଚାଲି ଚାଲି ନିଜ ଭିଟାମାଟିକୁ ଫେରୁଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଦୁଇ…

ବନ୍ତ ବ୍ଲକରେ ୨ୟ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧୪।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ଗୁରୁବାର ୨ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଗତ ୯ ତାରିଖରେ କର୍ଣ୍ଣାଟକରୁ ଆସି ଗୋବିନ୍ଦପୁର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ଭଣ୍ଡାରିପୋଖରୀରେ ତାଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ନିଆଯାଇଥିଲା। ପରେ ତାଙ୍କ ସ୍ବାବ…

କ୍ୱାରାଣ୍ଟାଇନରେ ରହିଲେ ୨୬୩ ପ୍ରବାସୀ

ବନ୍ତ,୧୪।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ବୁଧବାର ସୁଦ୍ଧା ୨୬୩ ଜଣ ପ୍ରବାସୀ ପହଞ୍ଚିଛନ୍ତି। ସୋମବାର ସୁଦ୍ଧା ୧୫୧ ଜଣ ଫେରିଥିବାବେଳେ ଗତ ଦୁଇ ଦିନ ମଧ୍ୟରେ ୧୧୨ ଜଣ ଫେରିଛନ୍ତି। ସମସ୍ତ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି। ତେବେ ବିଭିନ୍ନ ରାଜ୍ୟରେ…

କରୋନା ରୋକିବା ଲାଗି ସରପଞ୍ଚଙ୍କ ଶପଥ ପାଠ

ଭଣ୍ଡାରିପୋଖରୀ,୧୪ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତର ସରପଞ୍ଚ ସଂଗୀତା ଖଣ୍ଡେଇଙ୍କ ତତ୍ତ୍ୱାବଧାନରେ କରୋନା ମହାମାରୀ ପରିପ୍ରେକ୍ଷୀରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୁଲଣାସ୍ଥିତ କ୍ୱାରାଣ୍ଟାଇନ୍‌ ଶିବିରରେ ଥିବା ପ୍ରବାସୀମାନଙ୍କ ପାଇଁ ଅଙ୍ଗନଓ୍ବାଡ଼ି, ଆଶା କର୍ମୀ,ପଞ୍ଚାୟତ କାର୍ଯ୍ୟନିର୍ବାହୀ…

ଭଦ୍ରକରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ଛୁଇଁଲା

ଭଦ୍ରକ ଅଫିସ, ୧୪।୫: ଭଦ୍ରକ ଜିଲାରେ ଗୁରୁବାର ସକାଳେ ଆଉ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୪୦କୁ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସୂଚନା ମୁତାବକ ନୂଆ ଚିହ୍ନଟ ହୋଇଥିବା…

ଭଦ୍ରକରେ ପହଞ୍ଚିଲା ତୃତୀୟ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନରେ ବୁଧବାର ତୃତୀୟ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ପହଞ୍ଚିଛି। ଏଥିରେ ସମୁଦାୟ ବିଭିନ୍ନ ଜିଲାର ୧୮୪ ଜଣ ଓହ୍ଲାଇଛନ୍ତି। ଭଦ୍ରକର ୫୧, କେନ୍ଦୁଝରର ୨୪, ଯାଜପୁର ୨୨, ବିନା ପଞ୍ଜିକୃତରେ ବିଭିନ୍ନ ଜିଲାରୁ ୮୭ଜଣ ପ୍ରବାସୀ ଓଡ଼ିଆ…

ସିଟୁ ପକ୍ଷରୁ ଜିଲାପାଳଙ୍କ ଅଫିସ ସମ୍ମୁଖରେ ପ୍ରତିବାଦ

ଭଦ୍ରକ ଅଫିସ, ୧୩।୫: ଭଦ୍ରକ ଜିଲାପାଳଙ୍କ ଅଫିସ ସମ୍ମୁଖରେ ବୁଧବାର ଶ୍ରମିକ ସଂଗଠନ ସିଟୁ ପକ୍ଷରୁ ପ୍ରତିବାଦ କରାଯାଇଛି। ସଂଗଠନ ମୁଖ୍ୟ ଦିବ୍ୟସିଂ ନାୟକଙ୍କ ନେତୃତ୍ୱରେ ବିଭିନ୍ନ ବର୍ଗର ବ୍ୟବସାୟୀ, ଶ୍ରମିକ ସଙ୍ଗଠନ କର୍ମକର୍ତ୍ତା ପ୍ରମୁଖ ପହଞ୍ଚି ଶ୍ରମିକ ମାରଣ ନୀତି…

୧୨ ଘଣ୍ଟା ବଢ଼ିଲା କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନଠାରୁ ୫୦୦ ମିଟର ଅବଧି ମଧ୍ୟରେ ଜାରି ହୋଇଥିବା ୨୪ଘଣ୍ଟିଆ କର୍ଫ୍ୟୁ କଟକଣା ନ ସରିବା ପୂର୍ବରୁ ପୁଣି ୧୨ଘଣ୍ଟିଆ କର୍ଫ୍ୟୁ ଅବଧି ବଢ଼ାଇ ଦିଆଯାଇଛି। ବୁଧବାର ଅପରାହ୍ନ ୨ଟାରୁ ଗୁରୁବାର ସକାଳ ୭ଟା ପର୍ଯ୍ୟନ୍ତ ଏହି…

ଉପଯୁକ୍ତ ହିତାଧିକାରୀ ଚୟନ ଲାଗି ଭାଜପାର ଦାବି

ଭଦ୍ରକ ଅଫିସ,୧୩ା୫: ରାଶନକାର୍ଡ ଚୟନରେ ଉପଯୁକ୍ତ ହିତାଧିକାରୀଙ୍କୁ ତାଲିକାଭୁକ୍ତ କରାଯିବା ଲାଗି ଭାଜପା ଦାବି କରିଛି। ଏଥିରୁ ଜିଲା ପ୍ରଶାସନ ଦୂରେଇ ଗଲେ ଭାଜପା ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବ ବୋଲି ବୁଧବାର ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି।…

ହିତାଧିକାରୀ ଚୟନ ପ୍ରକ୍ରିୟାରେ ପାତରଅନ୍ତର ଅଭିଯୋଗ: ପୌରପାଳିକା ଘେରାଉ କରିବା ନେଇ କଂଗ୍ରେସର ଦାବିପତ୍ର

ଭଦ୍ରକ ଅଫିସ,୧୩ା୫: ଦେଶରେ ମହାମାରୀ କରୋନା ଆତଙ୍କ ଲାଗି ରହିଥିବା ବେଳେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଗରିବ ଲୋକଙ୍କୁ ସହାୟତା ଯୋଗାଇବାକୁ ଚେଷ୍ଟା କରୁଛନ୍ତି । ଯେଉଁ ଯୋଗ୍ୟ ପରିବାର ରାଶନକାର୍ଡ ପାଇବାରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?