ଭଦ୍ରକ

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି ଗ୍ରାମର ପ୍ରଦୀପ୍ତ କୁମାର ମିଶ୍ର ସମିତି ମଣ୍ଡିରେ ୭୫ କୁଇଣ୍ଟାଲ ଧାନ ଦେଇ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରି ବାହାରେ ମାଡ଼ ମାରିବା ଘଟଣା ସିସିଟିଭି କ୍ୟାମେରାରେ ରେକର୍ଡ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ ଧକ୍କା ଦେଇ ରାସ୍ତାରେ ଠିଆ ହୋଇଥିବା ବସ୍‌କୁ ପଛ ପଟୁ ଧକ୍କା ଦେଲା…

ଝିମିଟି ଖେଳରୁ ମହାଭାରତ, ମେଳନ ଚାଲିଥିବା ବେଳେ ଯୁବକଙ୍କୁ ଭୁଜାଲିରେ ହତ୍ୟା

ଭଦ୍ରକ, ୯।୩(ସନାତନ ରାଉତ): ମେଳନ ଚାଲୁଥିବା ବେଳେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଭୁଜାଲିରେ ହାଣି ହତ୍ୟା କରାଯାଇଛି । ଭଦ୍ରକ ଟାଉନ ଥାନା ଚରମ୍ପା ଗୁଣ୍ଠୁଣିଆରେ ରବିବାର ରାତିରେ ଘଟିଛି ଏହି ହତ୍ୟାକାଣ୍ଡ ।ରବିବାର ରାତିରେ ସେଠାରେ ମେଳନ ଚାଲୁଥିବା…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନା ସନ୍ତୋଷ କୁମାର ବେହେରା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକ ଅସଦାଚାରଣ କରି ଶୁକ୍ରବାର ଗିରଫ ହୋଇଛନ୍ତି। ପୀଡ଼ିତା ଛାତ୍ରୀ ଜଣକ ଆଗରପଡ଼ା…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି ଉପୁଜିଥିବା ଏହି ସଂଘର୍ଷରେ ୧୨ଜଣ ଆହତ ହୋଇଥିବା ଜଣାଯାଇଛି। ଏହି ଘଟଣା ପରେ…

ଭଦ୍ରକ-ଧାମରା ରେଳପଥ ଅବରୋଧ: ଦେଲେ ଏମିତି ଚେତାବନୀ, ଦାବି ପୂରଣ ନ ହେବା ଯାଏ…

ତିହିଡି଼,୨୭।୨(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡି଼ ବ୍ଲକ୍‌ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତାର ଲେବଲ କ୍ରସିଂ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ରେଳପଥକୁ ଅବରୋଧ କରାଯାଇଛି । ପ୍ରଶାସନ ପକ୍ଷରୁ ରେଳପଥର ବିଭିନ୍ନ ଲେବଲ କ୍ରସିଂରେ ୧୬୫ଧାରା ଲାଗୁ କରାଯାଇଥିଲେ…

୧୬ ନଂ ଜାତୀୟ ରାଜପଥ ଜାମ୍‌: ଅଟକି ରହିଛି ଶହ ଶହ ଗାଡ଼ି

ଭଦ୍ରକ, ୨୬/୨(ସନାତନ ରାଉତ)- ବୁଧବାର ରାତି ୧୨ଟାରୁ ଜାମ୍‌ ରହିଛି ୧୬ ନଂ ଜାତୀୟ ରାଜପଥ l ଭୁବନେଶ୍ୱରରୁ ବାଲେଶ୍ୱର ବାରିପଦା ଅଭିମୁଖେ ଯାଉଥିବା ଶହ ଶହ ଗାଡି ୮ ଘଣ୍ଟା ଧରି ଅଟକି ରହିଛି l ଯାତାୟତ ଏକ ପ୍ରକାର…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ ଶିଶୁ ବାଟିକା ଚାକିରି ପାଇଁ କୋର୍ସ କରି ମଧ୍ୟ ଚାକିରି ନ ହେବାରୁ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ମଧ୍ୟାହ୍ନରେ ଏକ ବାଲି ବୋଝେଇ ଟ୍ରାକ୍ଟରକୁ ଜୟ ମାତାଦୀ ନାମକ ଘରୋଇ ବସ୍‌…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ ୨୧,୦୨୪ ପରୀକ୍ଷାର୍ଥୀ ୧୧୫ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି । ସକାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri